ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ
ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ ମାମଲା ରୁଜୁ କରି ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ…
ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…
ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍ରେ ବାନ୍ଧି ଘୋଷାଡ଼ିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ୩ ଅଭିଯୁକ୍ତ ବୃଦ୍ଧଙ୍କୁ କିଛିବାଟ ଘୋଷାଡ଼ିବା…
ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ
ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ ରାୟଜାଦାଙ୍କ ସମର୍ଥନରେ ଭୋଟ ମାଗିଥିଲେ। ଏବେ ବିରୋଧୀଦଳର ନେତା ଜୟରାମ ଠାକୁରଙ୍କୁ ମୁଖ୍ୟମନ୍ତ୍ରୀ ଟାର୍ଗେଟ…
ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ
ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ ଏମପି ତଥା କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ
ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର କିଙ୍ଗ ଅର୍ଥାତ୍ ଶାହାରୁଖ ଖାନ ମଧ୍ୟ ଏହି ତାରକାମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ ହୋଇଥିଲେ, ଯେଉଁମାନେ…
ୟୁକ୍ରେନ୍ର ୧୦୩ ଡ୍ରୋନ୍, ୧୨ ମିଶାଇଲ୍କୁ ଖସାଇଲା ରୁଷିଆ
ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍ର ୧୦୩ଟି ଡ୍ରୋନ୍ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍ଏସ ମିଶାଇଲ ଖସାଇଥିବା ରବିବାର ଦାବି କରିଛି। ୟୁକ୍ରେନ୍ ସୈନ୍ୟ କ୍ରିମିଆ ଉପରକୁ ୯ଟି କ୍ଷେପଣାସ୍ତ୍ର ମାଡ଼ କରିବା ସହ…
କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ
ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ କରାଯାଇଥିଲା। ଇରାନର ରାଜ୍ୟ ଟେଲିଭିଜନ ଏହି ସୂଚନା ଦେଇଛି। ରାଇସି ଇରାନର ପୂର୍ବ ଆଜେରବାଇଜାନ…
ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ
ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ ରବିବାର କିଛି ପ୍ରାର୍ଥୀ ବିଭିନ୍ନ ଅସାଧୁ ଉପାୟ ଅବଳମ୍ବନ କରୁଥିବା ପରିଲକ୍ଷିତ ହୋଇଛି। କିଏ…
କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…
ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି। ମୃତା ଜଣଙ୍କ…
ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ
ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି। କର୍ମଚାରୀଙ୍କ ପାଇଁ ରୋଷେଇ ବେଳେ ଗରମ ପେଜ ପଡ଼ି ଜଣେ ପୋଲିଂ କର୍ମଚାରୀ ଗୁରୁତର…
ଆଇପିଏଲର ନୂଆ ‘ସିକ୍ସର କିଙ୍ଗ’, କୋହଲି ସମେତ ପଛରେ ପଡିଲେ ଭାରତୀୟ ଖେଳାଳି
ନୂଆଦିଲ୍ଲୀ,୧୯।୫: ଆଇପିଏଲ ର ପ୍ରତ୍ୟେକ ସିଜନରେ, ଅନେକ ରେକର୍ଡ ତିଆରି ହେବା ଏବଂ ଭାଙ୍ଗିଥିବାର ଦେଖାଯାଏ । ଚଳିତ ସିଜନରେ ସନରାଇଜର୍ସ ହାଇଦ୍ରାବାଦରେ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ତାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଦ୍ୱାରା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…
ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ
ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍ରେ ନିର୍ବାଚନ ପ୍ରଚାରକୁ ଜୋରଦାର କରିଛନ୍ତି। କାସିମପୁର ଏବଂ ଫତେପୁର ପଞ୍ଚାୟତକୁ ଯାଇ ବିଭିନ୍ନ ଗାଁରେ ଭୋଟ ଭିକ୍ଷା କରିଛନ୍ତି।…
Archives


