Home Left

ଭାରତର ଏହି ସ୍ଥାନରେ ଅଧିକ ବ୍ୟବହାର ହେଉଛି କଣ୍ଡୋମ, ନାଁ ଜାଣିଲେ…

ନୂଆଦିଲ୍ଲୀ,୧୯।୯: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ପ୍ରତ୍ୟେକ ଥର ଏକ ରିପୋର୍ଟ ପ୍ରକାଶ କରେ, ଯେଉଁଥିରେ ଏହା କୁହାଯାଇଛି ଯେ ଭାରତରେ କଣ୍ଡୋମ ବିନା ଯୌନ ସମ୍ପର୍କର ଧାରା ବୃଦ୍ଧି ପାଇଛି। କେଉଁ ରାଜ୍ୟରେ କଣ୍ଡୋମ ଅଧିକ ବ୍ୟବହୃତ ହୁଏ ତାହା…

ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା ଦେଇଛି। ପିଲାଟିକୁ ଗୁରୁତର ଅବସ୍ଥାରେ ପ୍ରଥମେ ଧରାକୋଟ ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।…

ପୁରୀରୁ ନବୀନଙ୍କୁ ସିଧା ଟାର୍ଗେଟ କଲେ ମୋହନ ମାଝୀ, କହିଲେ ପୁରୀରେ କରୁଥିଲେ ଏଇ ରାଜନୀତି…

ଭୁବନେଶ୍ୱର,୧୯।୯: ଓଡ଼ିଶାରେ ଭାଜପାର ୧୦୦ଦିନ ପୂରଣ ହେବା ନେଇ ପୁରୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତା ଯୋଗ ଦେଇଥିଲେ। ତେବେ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ…

ବ୍ରିଜ୍‌ ଉପରେ ସ୍କୁଟି, ମୋବାଇଲ, ଆଧାରକାର୍ଡ ରଖି ଭରାନଦୀକୁ ଡେଇଁଲେ ଅଙ୍ଗନଓ୍ବାଡ଼ି ସୁପରଭାଇଜର

ଯାଜପୁର ସଦର,୧୯ା୯(ସମୟ ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ବରୁଆଁ ନିକଟସ୍ଥ ଖରସ୍ରୋତା ନଦୀକୁ ଡେଇଁ କୁଆଖିଆ ଥାନା ଅନ୍ତର୍ଗତ ଶ୍ରିବନ୍ତପୁର ଅଞ୍ଚଳର ମନ୍ଦାକିନୀ ସାମଲ ନିଖୋଜ ଅଛନ୍ତି। ଗୁରୁବାର ସକାଳେ ମନ୍ଦାକିନୀ ନିଜ ସ୍କୁଟି ଯୋଗେ ଆସି ବ୍ରିଜ୍‌ ଉପରେ…

୩ ବର୍ଷ ବିତିଲା, ସରୁନି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ, ଆନ୍ଦୋଳନ ପାଇଁ ଚେତାବନୀ ଦେଲେ ଅଞ୍ଚଳବାସୀ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): ସିମନବାଡ଼ି-ସିକକେତା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ୩ ବର୍ଷ ହେଲା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଥିଲେ ସୁଦ୍ଧା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରୁନାହିଁ ଫଳରେ ଅଞ୍ଚଳବାସୀ ବହୁତ ହଇରାଣ ହରକତ ହେଉଛନ୍ତି। ଗୁରୁବାର ଉକ୍ତ ଅଞ୍ଚଳବାସୀ ଓ ଅନ୍ତରଙ୍ଗ ଯୁବସଂଘ…

ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ଦକ୍ଷତାର ବିକାଶ ଲାଗି ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୁଷୋତ୍ତମପୁର,୧୯।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅଧକ୍ଷ ସନ୍ତୋଷ କୁମାର ମହାପାତ୍ରଙ୍କ ପୌରହିତ୍ୟରେ ଗୁରବାର ଅନୁଷ୍ଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା ଯୋଗଦେଇଥିବା ବେଳେ ସମ୍ମାନୀୟ…

ଭୁଟାନ ଆପଣାଇବ ବିଏମ୍‌ସି ମଡେଲ

ଭୁବନେଶ୍ୱର,୧୯ା୯ (ଅନୁରାଧା ମହାରଣା): ଭୁଟାନର ଏକ ପ୍ରତିନିଧି ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନେ ରହିଛନ୍ତି। ତାଙ୍କ ସହ କେତେଜଣ ଭାରତୀୟ ଅଧିକାରୀ ରହିଛନ୍ତି। ଏହି ପରିଦର୍ଶନ ସମୟରେ ସେମାନେ…

ଚାଷୀଙ୍କ ଅଜାଣତରେ ଟଙ୍କା ହଡ଼ପ ଘଟଣା:ରାଜକନିକାରୁ ରାଜଧାନୀକୁ ଚାଷୀଙ୍କ ପଦଯାତ୍ରା

ରାଜକନିକା,୧୯ା୯(ସଞ୍ଜୟ କୁମାର ଦାଶ):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣା ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ରେ ଚାଷୀମାନଙ୍କ ଅଜାଣତରେ ଟଙ୍କା ହେରଫେର ହୋଇଛି। ଏହି ଘଟଣାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି କରାଯାଇଛି। ସେଥିପାଇଁ ସମବାୟ ସମିତିର ସମ୍ପାଦକ ଅସିତ କୁମାର…

ସମ୍ବିଧାନରେ ସଂଶୋଧନ ପାଇଁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, କେମିତି ପୂରଣ ହେବ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ’ର ସ୍ବପ୍ନ…

ନୂଆଦିଲ୍ଲୀ,୧୯ା୯: ସମ୍ବିଧାନରେ ସଂଶୋଧନ କରିବାକୁ ମୋଦି ସରକାରଙ୍କ ପାଖରେ ସଂଖ୍ୟା ନାହିଁ, ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ସ୍ବପ୍ନ କିପରି ପୂରଣ ହେବ? ଏହି ଯୋଜନାରେ ଆଗକୁ ବଢ଼ି ମୋଦି କ୍ୟାବିନେଟ୍‌ ଏକ ଉଚ୍ଚ ସ୍ତରୀୟ କମିଟିର ସୁପାରିସକୁ ପର୍ଯ୍ୟାୟ କ୍ରମେ…

ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ ବିଷ୍ଣୁ ସେଠୀ: ମୁଖ୍ୟମନ୍ତ୍ରୀ

ତିହିଡ଼ି,୧୯ା୯: ପୂର୍ବତନ ବିଧାୟକ ବିଷ୍ଣୁ ସେଠୀ ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ। ତାଙ୍କ ଉଦ୍ୟମରେ କାନ୍ତକବିଙ୍କ ଲିଖିତ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଙ୍ଗୀତର ମାନ୍ୟତା ପାଇଥିଲା। ଏହାଛଡ଼ା ମୋଗଲ ତାମସାକୁ ଲୋକଲୋଚନକୁ ଆଣିବାରେ ତାଙ୍କ ଅବଦାନ ଅବିସ୍ମରଣୀୟ ଥିଲା…

ମେଜରଙ୍କୁ ଦୁର୍ବ୍ୟବହାର ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି, କହିଲେ କାହାରିକୁ ବି…

ଭୁବନେଶ୍ୱର,୧୯ା୯: ରାସ୍ତାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ଘଟଣାର ତଦନ୍ତ ହେବ ବୋଲି ଗୁରୁବାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଓ୍ବାଇବି ଖୁରାନିଆ। ଏଥିସହ ମୂଳ ଘଟଣାର ତଦନ୍ତ ହେବ ବୋଲି ମଧ୍ୟ ଡିଜିପି କହିଛନ୍ତି। ମେଜରଙ୍କ ଏତଲା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ ପ୍ରସ୍ତୁତ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?