Home Left

ପୌର ପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ

ବରଗଡ଼, ୧୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦରେ ୟୁଜର୍ସ ଫି ଅସୁଲିରେ ହୋଇଥିବା ଏକ ବଡ଼ କେଳେଙ୍କାରୀ ସାମ୍ନାକୁ ଆସିଛି। ବିଭାଗୀୟ କର୍ମଚାରୀମାନେ ୟୁଜର୍ସ ଫି ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍‌ ବୁକ୍‌କୁ ଟାମ୍ପରିଂ କରି ବ୍ୟାପକ ଅନିୟମିତତା କରିଥିବା ଜଣାପଡ଼ିଛି। ଅସୁଲି…

ବିଜେଡିରେ ସଙ୍କଟ:ବହୁ କର୍ମକର୍ତ୍ତା ପଦ ଛାଡ଼ିଲେ

ଡେରାବିଶ,୧୯ା୯(ବେବର୍ତ୍ତା ଅଜୟ ଦାସ):ଗତ ନିର୍ବାଚନରେ ବିଜେଡି ବିଧାୟକ ଭାବେ ଅରବିନ୍ଦ ମହାପାତ୍ର ଜିତିବାର ୩ ମାସ ନ ବିତୁଣୁ ପ୍ରଥମେ ଡେରାବିଶ ବ୍ଲକ ବିଜେଡି ସଭାପତି ଦେବାଶିଷ ଆଚାର୍ଯ୍ୟ ନିଜ ପଦରୁ ଇସ୍ତଫା ଦେଇଥିଲେ। ବୁଧବାର ବ୍ଲକ ବିଜେଡିର ପ୍ରମୁଖ ନେତା…

ଅସାଧୁ ଲୋକଙ୍କ ଜନବିରୋଧୀ ଜୋରଦାର ବିରୋଧ: ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ଭବାନୀପାଟଣା,୧୯ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିଜିମାଳି ଖଣି ଅଞ୍ଚଳର ୩ ପଞ୍ଚାୟତବାସୀ ବୁଧବାର ଜିଲାପାଳଙ୍କୁ ସାକ୍ଷାତ କରିଛନ୍ତି। ଏହାସହ କିଛି ଅସାଧୁ ଲୋକଙ୍କ ଜନବିରୋଧୀ ତଥା ଶିଳ୍ପନୀତିକୁ ନିନ୍ଦା କରି ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ…

ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ଘଟଣା:ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ

ଭୁବନେଶ୍ୱର,୧୯ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି ଅର୍ଥନୀତି ବିଭାଗର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଘଟଣାର ମାସକ ପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସମ୍ପୃକ୍ତ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ବୁଧବାର ନିଲମ୍ବନ କରାଯାଇଛି। ବିଶ୍ୱବିଦ୍ୟାଳୟ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି)ର ସୁପାରିସ ଆଧାରରେ କୁଳପତି ଏହି ପଦକ୍ଷେପ…

ପଞ୍ଜାବ କିଙ୍ଗ୍ସର ମୁଖ୍ୟ କୋଚ୍‌ ହେଲେ ପଣ୍ଟିଂ

ନୂଆଦିଲ୍ଲୀ,୧୮ା୯: ଆଇପିଏଲ୍‌ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସର ନୂତନ ମୁଖ୍ୟ କୋଚ୍‌ ଭାବରେ ବୁଧବାର ରିକି ପଣ୍ଟିଂଙ୍କ ନାମ ଘୋଷଣା କରାଯାଇଛି। ଟ୍ରେଭର ବେଲିସ୍‌ଙ୍କ ସ୍ଥାନରେ ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ପଣ୍ଟିଂଙ୍କୁ ନିଯୁକ୍ତ କରାଯାଇଛି। ପୂର୍ବରୁ ପଣ୍ଟିଂ ଦିଲ୍ଳୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌…

ଭାଟିରୁ ମଦ ଆଣି କୋଠିରେ ବିକୁଥିଲେ ଦୁଇ ଭାଇ, ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କୋକସରା,୧୮ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର ରମେଶ ସାହୁ ଓ ରାଜେଶ ସାହୁ ଦୁଇଭାଇ ଦୀର୍ଘ ବର୍ଷ ହେବ ଗାଁରେ ବେଆଇନ ଭାବେ ଦେଶୀ ବିଦେଶୀ ମଦଭାଟି ଖୋଲି ଗାଁର ପରିବେଶକୁ…

ଦୋକାନରେ ଖୁଆଇଲେ, ପରେ ବ୍ରିଜ୍‌ ଉପରୁ ପୁଅକୁ ଧରି ନଦୀକୁ ଡେଇଁପଡ଼ିଲେ ମା’

ପିପିଲି,୧୮ା୯(ଦୁର୍ଗାମାଧବ ମିଶ୍ର): ପୁରୀ ଜିଲା ପିପିଲି ନିକଟବର୍ତ୍ତୀ ଜଗନ୍ନାଥପୁରସ୍ଥିତ ଭାର୍ଗବୀ ନଦୀକୁ ଡେଇଁ ପୁଅଙ୍କ ସହ ଆତ୍ମହତ୍ୟା କରିଛନ୍ତି ଜଣେ ମା’। ମୃତକ ମହିଳା ଜଣକ ପିପିଲି ନିମାପଡ଼ା ଛକର ସ୍ବର୍ଗତ ମହେଶ୍ୱର ବେହେରାଙ୍କ ଝିଅ ଇପ୍‌ସିତା ବେହେରା(୨୬)। ସେ ନିମାପଡ଼ା…

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର ଚିନ୍ତାର କାରଣ ପାଲଟିଥିବା ବେଳେ ସରକାରଙ୍କ ଏହି ଘୋଷଣା ସାଧାରଣ ପରିବାରମାନଙ୍କ ପାଇଁ କିଛି…

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ ମୃତ୍ୟୁ ଘଟିଥିବା ବେଳେ ମନୋଜ ପ୍ରଧାନ ଆହତ ହୋଇଛନ୍ତି। ଗ୍ରାମରେ ମେଢ଼ ଭସାଣି ସମୟରେ…

ଶୋଇଥିବା ବେଳେ ନାବାଳିକାଙ୍କୁ କାମୁଡ଼ି ଦେଲା ସାପ, ଆଉ ତା’ ପରେ…

ଅତାବିରା,୧୮ା୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଲରମ୍ଭା ଅମସ୍ତଲାରେ ବିଷାକ୍ତ ସାପ କାମୁଡ଼ାରେ ବୁଧବାର ଜଣେ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଚତୁର୍ଭୁଜ ନନ୍ଦଙ୍କ ଝିଅ ଆରତି(୧୧)। ସୂଚନାନୁଯାୟୀ, ମଙ୍ଗଳବାର ରାତିରେ ନାବାଳିକା ଜଣକ ଶୋଇଥିବା ବେଳେ…

ଅଫିସ ଖୋଲି ଯୁବତୀଙ୍କ ଇଣ୍ଟରଭ୍ୟୁ ନେବା ସହ ଦେଉଥିଲେ ମିଛ ଅଫର ଲେଟର, ଏମିତି ପଡ଼ିଲେ ଧରା…

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିରି ନାଁରେ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଥିବା ବୁଦ୍ଧଦେବ ପ୍ରଧାନ ଏବଂ ଲିଳିମା ପ୍ରଧାନଙ୍କ ପକ୍ଷରୁ ସାରଙ୍ଗଡ଼ ଥାନାରେ ଅଭିଯୋଗକୁ ଭିତ୍ତିକରି ଥାନାଧିକାରୀ ବଧୂଲିକା ବିଶ୍ବାଳ ଏକ ସ୍ବତନ୍ତ୍ର ଟିମ୍‌ ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?