Home Left

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା ସହ ଲେଜର ସ୍କାନିଂ କରି ଫେରିଛନ୍ତି। ରତ୍ନଭଣ୍ଡାର ତଦାରଖ କରି ଫେରିବା ପରେ ବଡ଼…

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଅଞ୍ଚଳର ଏକ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ଥ…

ଦାୟିତ୍ୱ ହସ୍ତାନ୍ତର ପରେ ବି ଖୋଲୁନି ସୁବିଧା କେନ୍ଦ୍ର, ଲକ୍ଷ୍ମୀ ବସ୍‌ ହଟାଇବାକୁ ଦାବି

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କିଛିଦିନ ପରେ ଶୀତ ଆସିବ ଆଉ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ। ତେବେ ଦୀର୍ଘଦିନରୁ ପର୍ଯ୍ୟଟକଙ୍କ ପାଇଁ ରହିଥିବା ସୁବିଧା କେନ୍ଦ୍ରଟି ତାଲା ପଡ଼ିଥିବା ଯୋଗୁ ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକ ହନ୍ତସନ୍ତ ହେଉଛନ୍ତି। ତେବେ ଏହାର ସମାଧାନ କରିବାକୁ…

ଆସନ୍ତା ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି: ଜାଣନ୍ତୁ କିପରି କରିବେ ଅନ୍‌ଲାଇନ୍‌ ପଞ୍ଜୀକରଣ

ନୂଆଦିଲ୍ଲୀ,୧୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୨୩ ତାରିଖ ସୋମବାର ଦିନ ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏହି ଅଭିଯୋଗ ଶୁଣାଣି ହେବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ…

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ ସଭ୍ୟାସଭ୍ୟ ଅଭିଯୋଗ କରିଛନ୍ତି। ଏନେଇ ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଏମାନଙ୍କ ପକ୍ଷରୁ ଅଣାଯାଇଛି।…

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ନେତୃତ୍ୱରେ ଗଠିତ ପ୍ୟାନେଲର ରିପୋର୍ଟ ଗ୍ରହଣ କରିଛନ୍ତି। ଯାହା…

ସୁଭଦ୍ରା ଟଙ୍କା ପାଇଁ ଠେଲାପେଲା: ମେସେଜ ଆସିନଥିବାରୁ ବ୍ୟାଙ୍କରେ ଭୟଙ୍କର ଭିଡ

ବରୀ,୧୮ା୯(ମହେନ୍ଦ୍ର ସ୍ୱାଇଁ): ସାରା ଓଡ଼ିଶାରେ ଏବେ ସୁଭଦ୍ରା ଚର୍ଚ୍ଚା। ଯୁଆଡେ ଦେଖିଲେ ସମସ୍ତଙ୍କ ମୁହଁରେ ସୁଭଦ୍ରା ଟଙ୍କା ଆସିଲା କି ନାହିଁ ପ୍ରଶ୍ନ। ଏହାରି ମଧ୍ୟରେ ଯେଉଁମାନଙ୍କର ବ୍ୟାଙ୍କ ଖାତାରେ ମୋବାଇଲ ନମ୍ବର ଲିଙ୍କ ନାହିଁ, ସେମାନଙ୍କର ସୁଭଦ୍ରା ଟଙ୍କା ଆସିଛି…

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ ପଦ ସମ୍ଭାଳିବେ। ତେବେ ଆତିଶୀ ବର୍ତ୍ତମାନ ଦେଶର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଛନ୍ତି। ଦିଲ୍ଲୀ…

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ ଆମେ ମଧ୍ୟ ଏହାର ସପକ୍ଷରେ ଅଛୁ। ଆମେ ମଧ୍ୟ ଗୋଟିଏ ଦେଶ, ଦେଶରେ ଗୋଟିଏ…

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ ନେତୃତ୍ୱରେ କମିଟି ମାର୍ଚ୍ଚ ୨୦୨୪ରେ ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ସମ୍ପର୍କରେ ରିପୋର୍ଟ ଦାଖଲ…

ଆତଙ୍କ ସୃଷ୍ଟି କରୁଥବା ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍‌, ରେଡିଓକୋଲାର ଲଗାଇଲା ବନ ବିଭାଗ

ଟେନ୍‌ସା,୧୮ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଓ ବରସୁଆଁ ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଗତ ୫ବର୍ଷ ଧରି ଆତଙ୍କ ଚଳାଉଥିଲା। ଦନ୍ତାହାତୀଟିକୁ ବନ ବିଭାଗ ଟ୍ରାଙ୍କୁଲାଇଜ କରି ରେଡିଓକୋଲାର ଲାଗାଇଥିବା ଜଣାପଡିଛି । ଟ୍ରାଙ୍କୁଲାଇଜ କରିବାରେ ସାତକୋଶିଆ ଟାଇଗର ରିଜର୍ଭ…

ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି, ପହଞ୍ଚିଲେ ଡାକ୍ତରୀ ଟିମ୍‌

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ବୁଧବାର ଉକ୍ତ ପଞ୍ଚାୟତରେ ଡାକ୍ତରୀ ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?