ବାଲେଶ୍ବର ବନ୍ୟାଞ୍ଚଳ ବୁଲି ମୁଖ୍ୟମନ୍ତ୍ରୀ କହିଲେ ସ୍ଥିତି…
ବାଲେଶ୍ୱର,୧୮।୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲାରେ ବନ୍ୟାସ୍ଥିତି ଉଦ୍ବେଗଜନକ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଏଭଳି ସୂଚନା ଦେଇଛନ୍ତ। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ୩ ନଦୀରେ ଜଳସ୍ତର ବଢ଼ିଛି। ବାଲେଶ୍ବର ଜିଲାର ୬ଟି…
ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ
ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର ୧୮)ରେ କେନ୍ଦ୍ର କ୍ୟାବିନେଟ ଗୋଟିଏ ଦେଶ, ଗୋଟିଏ ନିର୍ବାଚନରେ ଉପସ୍ଥାପିତ ହୋଇଥିବା ରିପୋର୍ଟକୁ ଅନୁମୋଦନ…
ସରକାରୀ କ୍ୱାର୍ଟର୍ସରୁ ମିଳିଲା ଫରେଷ୍ଟରଙ୍କ ମୃତଦେହ
ଭବାନୀପାଟଣା,୧୮।୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ସରକାରୀ କ୍ୱାର୍ଟର୍ସରୁ ବୁଧବାର ସକାଳରେ ଜଣେ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଫରେଷ୍ଟରଙ୍କ ନାମ ସଞ୍ଜୟ ନାୟକ (୩୬)ହୋଇଥିବାବେଳେ ତାଙ୍କ ଘର ରାୟଗଡା ବୋଲି ଜଣାପଡିଛି। ମୃତ ଫରେଷ୍ଟର…
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ସହାୟତା ରାଶି ଘୋଷଣା କଲେ ବିଧାୟକ
ନବରଙ୍ଗପୁର,୧୮।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ପଂଚାୟତ ସଦର ମହକୁମାରେ ଏକ ସ୍ପର୍ଶକାତର ଘଟଣା ଘଟିଛି। ଗାଁ ଉପକଣ୍ଠରେ ଥିବା ଏକ ଟାୱାର ନିକଟ ବୁଦାରୁ ୫ମ ଶ୍ରେଣୀ ଛତ୍ରୀ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ…
ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ
ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ, ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡା…
୩ ଘଣ୍ଟା ପ୍ରବଳରୁ ଅତିପ୍ରବଳ ଛେଚିବ: ଘଡ଼ଘଡ଼ି ସହ ବର୍ଷା ନେଇ…
ଭୁବନେଶ୍ୱର,୧୮।୯: ଟୁଇନ ସିଟରେ ପ୍ରବଳ ଛେଚିବ। ବୁଧବାର ପାଣିପାଗକେନ୍ଦ୍ର ପକ୍ଷରୁ ଏ ନେଇ ପୂର୍ବାନୁମାନ କରାଯାଇଛି। ଭୁବନେଶ୍ବର ଓ କଟକ ପାଇଁ ୟେଲୋ ୱାର୍ନିଂ ଜାରି ହୋଇଛି। ଘଡ଼ଘଡ଼ି ସହ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା…
ଏଡିଜେ କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ
ବାଲିଗୁଡା,୧୮।୯(ସଞ୍ଜୟ କୁମାର ପାଣିଗ୍ରାହୀ): ଟପ୍ ମାଓବାଦୀ ନେତା ଆଜାଦ କନ୍ଧମାଳ ଜିଲା ବାଲିଗୁଡା ଅତିରିକ୍ତ ଜିଲା ଦୌରାଜଜ୍ କୋର୍ଟରେ ହାଜର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱର ଝାରପଡ଼ା ଜେଲରୁ କଡା ସୁରକ୍ଷାରେ ବାଲିଗୁଡାକୁ ଅଣାଯାଇଛି। ଅତିରିକ୍ତ ଜିଲା ଜଜ ଶୁଭଦର୍ଶି ତ୍ରିପାଠୀଙ୍କ କୋର୍ଟରେ…
ମାଲାମାଲ ହେଲା ବାଂଲାଦେଶ, ଆମେରିକା ପରେ ଏବେ…
ଢାକା,୧୮।୯: ଚଳିତ ଆର୍ଥିକ ବର୍ଷରେ ବାଂଲାଦେଶକୁ ଅତିରିକ୍ତ ୨ ବିଲିୟନ ଆମେରିକୀୟ ଡଲାର ପ୍ରଦାନ କରିବ ବୋଲି ବଶ୍ୱବ୍ୟାଙ୍କ ମଙ୍ଗଳବାର ଘୋଷଣା କରିଛି। ଗୁରୁତ୍ୱପୂର୍ଣ୍ଣ ସୁଧାର, ବନ୍ୟା ପରିସ୍ଥିତିର ମୁକାବିଲା, ଉନ୍ନତ ବାୟୁ ଗୁଣବତ୍ତା ପାଇଁ ବାଂଲାଦେଶକୁ ଏହି ୨ ବିଲିୟନ…
ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ
ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ ଆଗକୁ ବଢ଼ିଛନ୍ତି। ଭାରତର ଜିଡିପିରେ ଉଲ୍ଲେଖନୀୟ ଯୋଗଦାନ ଦେଇଥିବା ଏହି ରାଜ୍ୟଗୁଡିକର ମୁଣ୍ଡପିଛା ଆୟ…
ନୀତିଶଙ୍କ ଯୋଗାଯୋଗରେ କେଜରିଓ୍ବାଲ! ଫଟୋ ଭାଇରାଲ
ନୂଆଦିଲ୍ଲୀ,୧୮।୯: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଯୋଗାଯୋଗରେ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିୱାଲ! ଯାହାର ଫଟୋ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ଜାତୀୟ ରାଜନୀତି ଜୋର ଧରିଛି। ତେବେ ଏହି ଫଟୋ ଗତ ବର୍ଷ ମେ ମାସର।…
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଆନ୍ଦୋଳନ ଚେତାବନୀ ଦେଲେ ପ୍ରଦୀପ ମାଝୀ
ନବରଙ୍ଗପୁର,୧୮।୯: ନବରଙ୍ଗପୁର କଣ୍ଟାଗାଁରେ ନାବାଳିକାଙ୍କୁ ହତ୍ୟା ଅଭିଯୋଗ ଘଟଣାରେ ଚାପା ଉତ୍ତେଜନା ଦେଖାଦେଇଛି। ଘଟଣାରେ ଜଡିତ ଦୋଷୀଙ୍କୁ ନ ଧରିବା ଯାଏ ମୃତଦେହ ଛାଡିବୁ ନାହିଁ ବୋଲି ପରିବାର ଲୋକେ ଓ ଗ୍ରାମବାସୀ ଜିଦ ଧରିଛନ୍ତି। ଅପରପକ୍ଷରେ ଘଟଣାସ୍ଥଳରେ ପୂର୍ବତନ ନବରଙ୍ଗପୁର…
ସ୍କୁଲରେ ତାଲା: ରାଜରାସ୍ତାରେ ପାଠପଢିଲେ ଛାତ୍ରୀଛାତ୍ର
ଲୋଇସିଂହା,୧୮।୯(ସୁଶାନ୍ତ ବାରିକ): ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ କୁମୁଣ୍ଡେ ଗ୍ରାମର ଉଚ୍ଚ ପ୍ରଥମିକ ବିଦ୍ୟାଳୟରେ ନାନା ଅବ୍ୟବସ୍ଥା ସାଙ୍ଗକୁ ପ୍ରଧାନଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ରହିଛି। ଏନେଇ ଗ୍ରାମବାସୀ ବ୍ଲକ ଶିକ୍ଷା ବିଭାଗ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ…

