ଭୋଟ ଗଣତି ପୂର୍ବରୁ ଉପ ନିର୍ବାଚନକୁ ନେଇ ହେଲାଣି ଚର୍ଚ୍ଚା
ଭୋପାଳ,୧୮।୫: ମଧ୍ୟପ୍ରଦେଶର ୨୯ ଟି ଲୋକ ସଭା ଆସନ ପାଇଁ ଶେଷ ପର୍ଯ୍ୟାୟ ଭୋଟ ମେ ୧୩ ରେ ଅନୁଷ୍ଠିତ ହୋଇଥିଲା। ୪ ଟି ପର୍ଯ୍ୟାୟରେ ରାଜ୍ୟର ୨୯ଟି ଆସନରେ ମତଦାନ ହୋଇଥିଲା। ଭୋଟ ଦେବା ପରେ ବର୍ତ୍ତମାନ ରାଜନୈତିକ ଦଳମାନେ…
ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ ହୋଇଥିବାବେଳେ ଘଷିପୁରାର ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ ପଟ୍ଟନାୟକ ଦ୍ବିତୀୟ ବଡ଼ ଧନୀ ପ୍ରାର୍ଥୀ। ସନାତନ…
ଲୋକ ସଭା ନିର୍ବାଚନରେ ମୋଦିଙ୍କୁ କିଏ ଦେଉଛନ୍ତି ଚ୍ୟାଲେଞ୍ଜ, ପ୍ରଶାନ୍ତ କିଶୋର କଲେ ଖୁଲାସା
ନୂଆଦିଲ୍ଲୀ,୧୮।୫: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ସରକାରଙ୍କ ବିରୋଧରେ ହୋଇଥିବା ବିରୋଧକୁ ଦୃଢ ବୋଲି ବର୍ଣ୍ଣନା କରିଛନ୍ତି। ଏକ ସାକ୍ଷାତକାର ସମୟରେ ପ୍ରଶାନ୍ତ କହିଛନ୍ତି ଯେ ମୋଦି ବ୍ରାଣ୍ଡକୁ ପରାସ୍ତ କରାଯାଇପାରିବ ନାହିଁ। ଏହା…
୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୪ ଅବପାତ!
ଭୁବନେଶ୍ୱର,୧୮।୫: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ…
ମହାପ୍ରଭୁଙ୍କ ଦର୍ଶନ ସାରି ମେଗା ରୋଡ ଶୋ’ କରିବେ ମୋଦି
ଭୁବନେଶ୍ୱର,୧୮ା୫:୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ମେ ୧୯ରେ ମୋଦି ଭୁବନେଶ୍ୱରରେ ପହଞ୍ଚିବେ। ୨୦…
୩ ବଲ୍ରେ ୩ ଉଇକେଟ୍ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍: ଜାଣନ୍ତୁ କାହିଁକି
ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ ମହତ୍ତ୍ୱ ନ ଥିଲା। କାରଣ ମୁମ୍ବାଇ ଦଳ ପ୍ଲେ ଅଫ ଦୌଡ଼ରୁ ବାହାରେ ଥିଲା…
ରାଜ ଠାକରେ ମୋଦିଙ୍କ ଚରଣରେ ବିଲିନ ହୋଇଯାଇଛନ୍ତି: ସଞ୍ଜୟ ରାଉତ
ମୁମ୍ବାଇ,୧୮।୫: ସଞ୍ଜୟ ରାଉତ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’କୁ ସମାଲୋଚନା କରିଛନ୍ତି। ରାଉତ ଅଭିଯୋଗ କରିଛନ୍ତି ଯେ ଭାଜପାର ରୋଡ ଶୋ’ର ଖର୍ଚ୍ଚ ମୁମ୍ବାଇ ମ୍ୟୁନିସିପାଲିଟି ବହନ କରିଛି। ଏହି ଖର୍ଚ୍ଚ ଭାଜପାଠାରୁ ଆଦାୟ କରାଯାଉ। ରାଉତ କହିଛନ୍ତି, ଭାଜପାର…
ଏନକାଉଣ୍ଟରରେ ନକ୍ସଲ ନିହତ
ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲା ପୋଲିସ ଓ ଡିଆରଜି…
ମହାରାଷ୍ଟ୍ରରେ ନିର୍ବାଚନ ମଧ୍ୟରେ ଚର୍ଚ୍ଚାରେ ରାଜ ଠାକରେଙ୍କ ଭାଷଣ
ମୁମ୍ବାଇ,୧୮।୫: ରାଜ ଠାକରେ ପ୍ରଥମ ଥର ପାଇଁ ଶିବାଜୀ ପାର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମଞ୍ଚ ଶେୟାର କରିଛନ୍ତି। ଏହି ସମୟରେ ସେ ଅନେକ ପ୍ରସଙ୍ଗରେ ନିଜର ମତ ରଖିଥିଲେ। ଠାକରେ କହିଛନ୍ତି, ପଣ୍ଡିତ ଜବାହରଲାଲ ନେହେରୁଙ୍କ ପରେ ତୃତୀୟ ଥର…
‘କହ୍ନେୟା କୁମାରଙ୍କୁ ମାଡ଼ ମାରି ଉଚିତ ଶିକ୍ଷା ଦେଇଛୁ’, କଂଗ୍ରେସ ନେତାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୧୮।୫: ‘ଆମେ ତାଙ୍କୁ ଉଚିତ ଶିକ୍ଷା ଦେଇଛୁ । ସେ ସ୍ଲୋଗାନ ଦେଇଥିଲେ, ‘ଭାରତ ତେରେ ଟୁକଡ ଟୁକଡେ ହୋଙ୍ଗେ’। ଅଫଜାଲ ମୋତେ କ୍ଷମା କରିବୁ। କାରଣ ତୁମ ହତ୍ୟାକାରୀ ଏବେ ବି ଜୀବିତ ଅଛନ୍ତି। କେହି ବି ଦେଶକୁ ଖଣ୍ଡ…
ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ୨୦ ପ୍ରତିଶତ ମତଦାନ କେନ୍ଦ୍ର ସମ୍ବେଦନଶୀଳ: ସିଇଓ
ଭୁବନେଶ୍ୱର,୧୮।୫: ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତଦାନ କରିବାକୁ ଯାଉଛନ୍ତି। ସେଥିମଧ୍ୟରେ ୧୮ରୁ ୧୯ ବର୍ଷର ପ୍ରଥମ ଭୋଟର…
ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ: ଏହି ଜିଲାରୁ ଧରାପଡିଲା ସର୍ବାଧିକ
ଭୁବନେଶ୍ୱର,୧୮।୫: ନିର୍ବାଚନ ପୂର୍ବରୁ ରାଜ୍ୟରେ ୧୭ କୋଟି ୧୮ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି। ଶନିବାର ପ୍ରେସମିଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳଙ୍କ ଏନେଇ ସୂଚନା ଦେଇଛନ୍ତି। ନଗଦ ଟଙ୍କା ସହ ୩୧ ଲକ୍ଷ ଲିଟର ମଦ,…
Archives


