Home Left

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ ରାଜ୍ୟ ସରକାରଙ୍କୁ ନିଷ୍ପତ୍ତି ନେବାକୁ ସର୍ବୋଚ୍ଚ ନ୍ୟାୟାଳୟ ପୂର୍ବରୁ ଏକାଧିକ ବାର ନିର୍ଦ୍ଦେଶ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହା ଉପରେ ଶୁଣାଣି କରିବେ। ରାଜ୍ୟ…

ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି

ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ ସାଜିଥିଲା। ଶକ୍ତିଶାଳୀ ମାଧ୍ୟାକର୍ଷଣ ବଳ ଏବଂ ଅତି ମନ୍ଥର ଆବର୍ତ୍ତନ ଗତି ଯୋଗୁ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ ସଂଗ୍ରହ ହେଉଛି। ଫଳରେ ରାଜ୍ୟର ବିତ୍ତୀୟ ନିଅଣ୍ଟ ହାର ୨୩ହଜାର ୬୫୦ କୋଟି…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର ହୋଇଥିବାବେଳେ ୨୦୨୪ରେ ମହାରାଷ୍ଟ୍ରର ଠାଣେ ଜିଲାର ଡୋମ୍ବିଭାଲିର ଏକ ଆପାର୍ଟମେଣ୍ଟରୁ ଗୋଟିଏ ଓରାଙ୍ଗଉଟାନ…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ ଯୁବ ଖେଳାଳି ରଜାଉଲ୍ଲାହଙ୍କୁ ପାକିସ୍ତାନରେ ଜଣେ ହିରୋ ଭଳି ଭବ୍ୟ ସ୍ବାଗତ କରାଯାଇଛି।…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ ଏକମାତ୍ର ଗ୍ରହ ଯାହାଙ୍କର ସାଢ଼େସାତୀ ଓ ଢେୟା ରହିଥାଏ। ଶନି ପ୍ରାୟ ଅଢ଼େଇ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ ଶାରୀରିକ ଓ ମାନସିକ ନିର୍ଯ୍ୟାତନାର ଶିକାର ହୋଇ ଗର୍ଭବତୀ ସ୍ତ୍ରୀ ବାପ ଘରକୁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ ତାଲିକାରେ ତାଙ୍କ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଅନ୍ୟପକ୍ଷରେ ଭାରତର ଦୀପ୍ତି ଶର୍ମା…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି ଦିନ ପଞ୍ଚମୀ ତିଥି ସକାଳ ୦୮:୫୯ ଯାଏଁ ହିଁ ରହିବ। ଏହା ପରେ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା ଅତ୍ୟାଧୁନିକ ଆଣ୍ଟି-ଥେପ୍ଟ ସାଇବର ସିକ୍ୟୁରିଟି ବ୍ୟବସ୍ଥା ଯୋଗୁ ଡକାୟତମାନଙ୍କ ଚକ୍ରାନ୍ତ ନିଷ୍ଫଳ ହୋଇଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା ଅତ୍ୟାଧୁନିକ ଆଣ୍ଟି ଥେପ୍ଟ ସାଇବର ସିକ୍ୟୁରିଟି ବ୍ୟବସ୍ଥା(ସ୍ବତନ୍ତ୍ର ଆଲାରାମ ସିଷ୍ଟମ୍‌) । ଲଗାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?