Home Left

ବଲାଙ୍ଗୀରରେ ମା’ଙ୍କୁ ମେଲାଣି

ବଲାଙ୍ଗୀର,୫ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରିଜର୍ଭ ପୋଲିସ ମନୋହରପୁରରେ ଦୁର୍ଗାପୂଜା ପାଳିତ ହୋଇଯାଇଛି। ପୂଜାର ଅନ୍ତିମ ଦିବସରେ ମା’ଙ୍କ ଘଟ ବିସର୍ଜନ କରାଯାଇଥିଲା। ପୋଲିସ ପକ୍ଷରୁ ରବିବାର ଧୂମ୍‌ଧାମରେ ମା’ଙ୍କ ଭସାଣି ଶୋଭାଯାତ୍ରା ସହର ପରିକ୍ରମା କରାଯାଇଥିଲା। ଦୁର୍ଗାପୂଜା କମିଟିର...

ଚାଲିଚାଲି ଯାଉଥିଲେ ନାବାଳିକା, ଉପରୁ ଖସିଲା ନିର୍ମାଣାଧୀନ ବ୍ରିଜ୍‌ ସ୍ଲାବ୍‌, ଆଉ ତା’ ପରେ…

ଭଦ୍ରକ,୫ା୧୦(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଜିଲା ଧାମନଗର ଥାନା ବିଷ୍ଣୁପୁର ଛକ ନିକଟରେ ପ୍ରୋଟେକ୍ସନ ସ୍ଲାବ୍‌ ଖସି ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି l ଉତ୍ତ୍ୟକ୍ତ ଲୋକେ ସେଠାରେ କାର୍ଯ୍ୟରେ ନିୟୋଜିତ ଏକ ଜେସିବି ମେଶିନ...

ଲଘୁଚାପ ବର୍ଷାରେ ଭାଙ୍ଗିଲା ଘରଦ୍ୱାର, ରାସ୍ତାରେ ପଡ଼ିଲା ଗଛ, ଯୋଗାଯୋଗ ବିଚ୍ଛିନ୍ନ

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): ସମଗ୍ର କଳାହାଣ୍ଡି ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜିଲାର କେସିଙ୍ଗା ବ୍ଲକରେ ବର୍ଷାର ପରିମାଣ ବୃଦ୍ଧି ପାଇଛି। କେସିଙ୍ଗାସ୍ଥିତ ସିଡବ୍ଲ୍ୟୁସି ପକ୍ଷରୁ ପାଣିପାଗ ବିଭାଗର ରେକର୍ଡ ଅନୁଯାୟୀ ଗତ ସେପ୍ଟେମ୍ବର ୨୩...

ପ୍ରବଳ ବର୍ଷାରେ ଫସଲ ନଷ୍ଟ: ଚାଷୀଙ୍କୁ କ୍ଷତିପୂରଣ ନିର୍ଦ୍ଦେଶ

ଗଞ୍ଜାମ,୫ା୧୦(ଅଖିଳ ତରାଇ): ଗଞ୍ଜାମ ବ୍ଲକର ସାନରାମଚନ୍ଦ୍ରପୁର, ଝାରିଡି, ରାମଗଡ଼ ଆଦି ପଞ୍ଚାୟତରେ ପ୍ରବଳ ବର୍ଷା ଯୋଗୁ କୃଷକମାନେ ବ୍ୟାପକ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଫୁଲକୋବି, କାଙ୍କଡ଼ ଏବଂ ଅନ୍ୟାନ୍ୟ ପନିପରିବା ଫସଲ ବର୍ଷା ଯୋଗୁ ବୁଡ଼ି ନଷ୍ଟ ହୋଇଯାଇଛି। ଏହି...

କୋଲାବ ଜଳଭଣ୍ଡାରରୁ ମିଳିଲା ନିଖୋଜ ବ୍ୟକ୍ତିଙ୍କ ମୃତଦେହ

କୋରାପୁଟ,୫ା୧୦(ଅମିତାଭ ବେହେରା): ଦୁଇଦିନ ତଳେ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହ ରବିବାର ସକାଳେ କୋଲାବ ଜଳଭଣ୍ଡାରରୁ ଉଦ୍ଧାର ହୋଇଛି। ମୃତକ ଜଣକ ସୁନାବେଡ଼ା ଥାନା ପୁରୁଣା ଡୁମୁରିପୁଟ ଗ୍ରାମର ୩୬ ବର୍ଷୀୟ ଡମୁ ଆମାପାଡିଆ ବୋଲି ଜଣାପଡ଼ିଛି। ମୃତ ଡମୁ...

ସହଯୋଗ କଲାନି ବନ ବିଭାଗ, ଅସନ୍ତୁଷ୍ଟ ଭିଏସ୍‌ଏସ୍‌ କର୍ମକର୍ତ୍ତା ପାଳିଲେ ବନ୍ୟପ୍ରାଣୀ ସପ୍ତାହ

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଆଜକୁ କିଛି ମାସ ହେବ ୧୫ରୁ ଊର୍ଦ୍ଧ୍ୱ ବନ ସୁରକ୍ଷା ସମିତି (ଭିଏସ୍‌ଏସ୍‌) କର୍ମକର୍ତ୍ତା ଓ ବନ ବିଭାଗ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ରହୁନାହିଁ। ଧିରେ ଧିରେ ସମ୍ପର୍କର...

ଜେଲ୍‌ରୁ ୨ କଏଦୀ ଚମ୍ପଟ ମାରିବା ଘଟଣାରେ ସାମ୍ନାକୁ ଆସିଲା ବଡ଼ ଷଡ଼ଯନ୍ତ୍ର

ଚୌଦ୍ୱାର,୫ା୧୦: ଚୌଦ୍ବାର ଜେଲ୍‌ରୁ ୨ କଏଦୀ ଚମ୍ପଟ ମାରିବା ଘଟଣାରେ ସାମ୍ନାକୁ ଆସିଛି ଏକ ବଡ଼ ଷଡ଼ଯନ୍ତ୍ରର ଗନ୍ଧ। ଚମ୍ପଟ ମାରିଥିବା ସେଲ ସର୍ଚ୍ଚ କରିବା ପରେ ଶୌଚାଳୟ ଭିତରୁ ମୋବାଇଲ, ଚାର୍ଜର ସହ ପାଓ୍ବାର ବ୍ୟାଙ୍କ ବି ମିଳିଥିବା...

କାନପୁରରେ ଅଷ୍ଟ୍ରେଲିଆ ଦଳର ଖେଳାଳି ଗୁରୁତର: ହୋଟେଲରେ ଖାଦ୍ୟରେ…

କାନପୁର,୫ା୧୦: ଭାରତ ଏ ବିପକ୍ଷରେ କାନପୁରରେ ଚାଲିଥିବା ଏକଦିବସୀୟ ସିରିଜ୍‌ ମଧ୍ୟରେ ଅଷ୍ଟ୍ରେଲିଆ ଏ ଦଳର ଚାରିଜଣ ଖେଳାଳି, ଦଳର ଅଧିନାୟକଙ୍କୁ ମିଶାଇ, ପାକସ୍ଥଳୀ ସଂକ୍ରମଣରେ ଆକ୍ରାନ୍ତ ହୋଇଛନ୍ତି। ଏହି ଘଟଣା ଦଳ ମଧ୍ୟରେ ସ୍ୱାସ୍ଥ୍ୟ ଆତଙ୍କ ସୃଷ୍ଟି କରିଛି।...

୨ ଜୁଆଆଡ୍ଡା ଉପରେ ଚଢ଼ାଉ: ଘରମାଲିକଙ୍କୁ ପୋଲିସର ଜେରା, ୩୧ ଗିରଫ

ଦାରିଙ୍ଗବାଡ଼ି,୫ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ୨ଟି ଜୁଆଆଡ୍ଡା ଉପରେ ଚଢ଼ାଉ କରି ୩୧ ଜଣଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ପୋଲିସ ୮ଟି ବାଇକ୍‌, ୨୪ଟି ମୋବାଇଲ ଜବତ କରାଯାଇଥିବା ବାଲିଗୁଡ଼ା...

ଆପଣଙ୍କ ଡିଗ୍ରୀ ଗଲା ଚୁଲିକୁ, ଭାରତର ଏହି ସହରରେ ଅଟୋ ଡ୍ରାଇଭରଙ୍କ ମାସିକ ରୋଜଗାର ୩ ଲକ୍ଷ ଟଙ୍କା

ବାଙ୍ଗାଲୋରୁ,୫ା୧୦: ଏକ ସାଧାରଣ ଅଟୋରିକ୍ସା ଯାତ୍ରା ଜଣେ ଇଞ୍ଜିନିୟରଙ୍କ ପାଇଁ ଆଶ୍ଚର୍ଯ୍ୟକର ଅନୁଭୂତିରେ ପରିଣତ ହୋଇଛି। ଅକ୍ଟୋବର ୪ ତାରିଖ ଦିନ ଆକାଶ ଆନନ୍ଦନୀ ନାମକ ଜଣେ ଟେକ୍‌ ଇଞ୍ଜିନିୟର ବାଙ୍ଗାଲୋରୁରେ ଅଟୋରେ ଯାତ୍ରା ଆରମ୍ଭ କରିଥିଲେ। କିନ୍ତୁ ଅଟୋ...

କଟକରେ ଦୁର୍ଗା ମୂର୍ତ୍ତି ବିସର୍ଜନ ବେଳେ ହିଂସାକାଣ୍ଡ, ବିଶ୍ୱ ହିନ୍ଦୁ ପରିଷଦର ୧୨ ଘଣ୍ଟିଆ ବନ୍ଦ ଡାକରା

କଟକ,୫ା୧୦: ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ଶୁକ୍ରବାର ରାତିରେ କଟକର ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ପୋଲିସ ଓ ଜିଲା ପ୍ରଶାସନର ବିଫଳତା ବିରୋଧରେ ଅକ୍ଟୋବର ୬ (ସୋମବାର) ୧୨...

ବାଣ ଭିଡ଼ୁଭିଡୁ ବିସ୍ଫୋରଣ: ଉଡିଲା ଆଜବେଷ୍ଟ ଜଣେ ଗୁରୁତର

ବୈଶିଙ୍ଗା,୫।୧୦(ରତନ ଦାଶ) ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ବାଛୁରୀପଡା ଗ୍ରାମରେ ରବିବାର ସକାଳେ ଭୟଙ୍କର ବାଣ ବିସ୍ଫୋରଣରେ ସନ୍ତୋଷ ଦାସଙ୍କ ୩୦ ବର୍ଷିୟ ପୁଅ ସୁନିଲ ଗୁରତର ହୋଇଛନ୍ତି। ସେ ବାଣ ଭିଡୁଥିବା ବେଳେ ଗୁରୁତର ହେବା ସହିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri