Home Left

କେଜ୍‌ରିଓ୍ବାଲ୍‌ଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଏକ ସାକ୍ଷାତକାରରେ ଅମିତ ଶାହାଙ୍କୁ ପଚରାଯାଇଥିଲା ଯେ, କେଜ୍‌ରିଓ୍ବାଲ୍‌ଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିବା ଦ୍ୱାରା ଇଣ୍ଡିଆ ମିଳିତ ମେଣ୍ଟ ଉପକୃତ ହୋଇଛି…

ଆୟୁଷ ଡାକ୍ତରରେ ଚାଲିଛି ସ୍ବାସ୍ଥ୍ୟସେବା

ଭଦ୍ରକ,୧୮ା୫(ସନାତନ ରାଉତ): ଭଦ୍ରକ ଜିଲା ବନ୍ତ ବ୍ଲକର ଆଗରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଅଡ଼ାଳପଙ୍କ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଆୟୁଷ ଡାକ୍ତରରେ ସ୍ବାସ୍ଥ୍ୟସେବା ଚାଲିଛି। କେତେବେଳେ କେମିତି ଜଣେ ଡାକ୍ତର ନିଯୁକ୍ତି ପାଉଥିବା ବେଳେ ପରବର୍ତ୍ତୀ ମୂହୂର୍ତ୍ତରେ ତାଙ୍କୁ ସ୍ଥାନାନ୍ତର…

ନବ ଦାସଙ୍କ ପୁଅଙ୍କ ପିଏଙ୍କ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କ ପିଏଙ୍କ ଘରେ ଶନିବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପର୍ସନାଲ ଆସିଷ୍ଟାଣ୍ଟ ଆଶିଷ ଦାସଙ୍କ କୋଲାବିରା ଘରେ ଏହି ରେଡ କରାଯାଇଛି। ୨ ଜଣିଆ ଆୟକର ଟିମ ପକ୍ଷରୁ…

ଜାମୁସାହିରେ ପାଣି ପାଇଁ ହାହାକାର

ଓଡ଼ଗାଁ,୧୮ା୫(ଆଦର୍ଶ କୁମାର ପଟ୍ଟନାୟକ): କିଛିଦିନ ତଳେ ପାଣି ଯୋଗାଣକୁ ନେଇ ରଙ୍ଗଣିପାଟଣା ପଞ୍ଚାୟତ ଜାମୁସାହି ଗ୍ରାମବାସୀ ବିଦ୍ୟୁତ୍‌ କାର୍ଯ୍ୟାଳୟ ଘେରାଉ କରି ଲାଇନ୍‌ ସଂଯୋଗ ପାଇଁ ଅଡ଼ି ବସିଥିଲେ। ତା’ପରଦିନ ସଂଯୋଗ ହେଲା ସତ କିନ୍ତୁ ଏ ପର୍ଯ୍ୟନ୍ତ ଲୋକଙ୍କୁ ପାଣି…

ଆତିଶିଙ୍କ ଗମ୍ଭିର ଅଭିଯୋଗ: କିଛି ଦିନ ହେବ ଭାଜପା ସହ ସମ୍ପର୍କରେ ଅଛନ୍ତି ଶ୍ୱାତି, ନଡ୍ଡା କହିଲେ ଏଏପିର ଚୋରି ଧରାପଡିଲା

ନୂଆଦିଲ୍ଲୀ,୧୮।୫: ଶ୍ୱାତି ମାଲିଓ୍ବାଲଙ୍କ ମାମଲାକୁ ନେଇ ଗୋଟିଏ ପଟେ ପୋଲିସ ଯାଞ୍ଚ କରୁଥିବା ବେଳେ ଅନ୍ୟପଟେ ଏହାକୁ ନେଇ ରାଜନୀତି ବି ହୋଇଛି ସରଗରମ। ଆମ ଆଦମୀ ପାର୍ଟି(ଏଏପି) କହିଛି ଏହା ଭାଜପାର ଚାଲ। ହେଲେ ଏହାର ଜବାବ ରଖିଛି ଭାଜପା।…

ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ

ଡେରାବିଶ, ୧୮ା୫(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ପ୍ରତିଷ୍ଠା ହୋଇଥିବା ଆଦର୍ଶ ବିଦ୍ୟାଳୟର ଦୁର୍ଦ୍ଦଶାର ଅନ୍ତ ଘଟୁନାହିଁ। ୨୦୨୨ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସଂଖ୍ୟା ୧୬୫। ବିଦ୍ୟାଳୟ ପାଇଁ କୁରୁଜଙ୍ଗାଠାରେ ନିର୍ମାଣାଧୀନ…

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ ତାଙ୍କର ପ୍ରଥମ ମ୍ୟାଚ ଖେଳିଥିଲେ। ଏହି ମ୍ୟାଚ୍‌ ସେ ଫ୍ଲପ୍‌ ସାବ୍ୟସ୍ତ ହୋଥିଲେ। ସେ…

ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ମହିଳା

ରଘୁନାଥପୁର,୧୮ା୫(ରାଜେନ୍ଦ୍ର ନାରାୟଣ ସିଂହ):ପାଇଥିବା ମନିପର୍ସ ଫେରାଇ ସଚ୍ଚୋଟ ପଣିଆର ପରିଚୟ ଦେଇଛନ୍ତି ଜଣେ ମହିଳା। ସେ ହେଲେ ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ଗ୍ରାମର ଅହମ୍ମଦ ରାଜା ଖାଁଙ୍କ ସ୍ତ୍ରୀ ସବାନା ବେଗମ୍‌। ମିଳିଥିବା ସୂଚନା ଅନୁଯାୟୀ, ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତି…

ଥାନାରେ ସ୍ବାମୀଙ୍କ ସହ ମିଶି ଆତ୍ମହତ୍ୟା କଲେ ନାବାଳିକା: ଥାନା ଜାଳିଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ପାଟନା,୧୮।୫: ବିହାର ଅରାରିଆରେ ଏକ ଅଭବାବନୀୟ ଘଟଣା ଘଟିଛି। ଜଣେ ୧୪ ବର୍ଷର ଝିଅ ତାଙ୍କ ଭିଣେଇ ମିଠୁ ସିଂଙ୍କ ସହିତ ମିଶି ତରବାରୀ ପୋଲିସ ଷ୍ଟେଶନରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଦୁହିଁଙ୍କ ମଧ୍ୟରେ ଏକ ପ୍ରେମ ସମ୍ପର୍କ ଚାଲିଥିଲା।…

ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର ପ୍ରଥମ ମ୍ୟାଚ ଖେଳିବାକୁ ସକ୍ଷମ ହେବେ ନାହିଁ। ଗତ ମ୍ୟାଚରେ ଲକ୍ଷୌ୍ନ ସୁପର ଜିଆଣ୍ଟସ…

୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ ୮୬୭ ବୁଥ୍‌ରେ ଲାଇଭ୍‌ ଫୁଟେଜ୍‌ ପାଇଁ ଓ୍ବେବ୍‌କାଷ୍ଠିଂ ହେବ। ଏଥିସହ ଏହି ବୁଥ୍‌ଗୁଡ଼ିକରେ ମାଇକ୍ରୋ…

ଲଜ୍ଜାଜନକ ରେକର୍ଡ ହାସଲ କଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ,୧୮।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ ଆଇପିଏଲ ୨୦୨୪ର ୬୭ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ୨୧୪ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ମୁମ୍ବାଇ ଦଳ ମାତ୍ର ୧୯୬ ରନ ସ୍କୋର କରିପାରିବ। ଗୋଟିଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri