ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ
ଡେରାବିଶ, ୧୮ା୫(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ପ୍ରତିଷ୍ଠା ହୋଇଥିବା ଆଦର୍ଶ ବିଦ୍ୟାଳୟର ଦୁର୍ଦ୍ଦଶାର ଅନ୍ତ ଘଟୁନାହିଁ। ୨୦୨୨ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସଂଖ୍ୟା ୧୬୫। ବିଦ୍ୟାଳୟ ପାଇଁ କୁରୁଜଙ୍ଗାଠାରେ ନିର୍ମାଣାଧୀନ…
ଉଇକେଟ୍ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…
ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ ତାଙ୍କର ପ୍ରଥମ ମ୍ୟାଚ ଖେଳିଥିଲେ। ଏହି ମ୍ୟାଚ୍ ସେ ଫ୍ଲପ୍ ସାବ୍ୟସ୍ତ ହୋଥିଲେ। ସେ…
ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ମହିଳା
ରଘୁନାଥପୁର,୧୮ା୫(ରାଜେନ୍ଦ୍ର ନାରାୟଣ ସିଂହ):ପାଇଥିବା ମନିପର୍ସ ଫେରାଇ ସଚ୍ଚୋଟ ପଣିଆର ପରିଚୟ ଦେଇଛନ୍ତି ଜଣେ ମହିଳା। ସେ ହେଲେ ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ଗ୍ରାମର ଅହମ୍ମଦ ରାଜା ଖାଁଙ୍କ ସ୍ତ୍ରୀ ସବାନା ବେଗମ୍। ମିଳିଥିବା ସୂଚନା ଅନୁଯାୟୀ, ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତି…
ଥାନାରେ ସ୍ବାମୀଙ୍କ ସହ ମିଶି ଆତ୍ମହତ୍ୟା କଲେ ନାବାଳିକା: ଥାନା ଜାଳିଲେ ଉତ୍ତ୍ୟକ୍ତ ଗ୍ରାମବାସୀ
ପାଟନା,୧୮।୫: ବିହାର ଅରାରିଆରେ ଏକ ଅଭବାବନୀୟ ଘଟଣା ଘଟିଛି। ଜଣେ ୧୪ ବର୍ଷର ଝିଅ ତାଙ୍କ ଭିଣେଇ ମିଠୁ ସିଂଙ୍କ ସହିତ ମିଶି ତରବାରୀ ପୋଲିସ ଷ୍ଟେଶନରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଦୁହିଁଙ୍କ ମଧ୍ୟରେ ଏକ ପ୍ରେମ ସମ୍ପର୍କ ଚାଲିଥିଲା।…
ପାଣ୍ଡ୍ୟାଙ୍କୁ ବଡ଼ ଝଟକା: ଲାଗିଲା ପ୍ରତିବନ୍ଧକ
ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର ପ୍ରଥମ ମ୍ୟାଚ ଖେଳିବାକୁ ସକ୍ଷମ ହେବେ ନାହିଁ। ଗତ ମ୍ୟାଚରେ ଲକ୍ଷୌ୍ନ ସୁପର ଜିଆଣ୍ଟସ…
୮୬୭ ବୁଥ୍ରେ ହେବ ୱେବ୍କାଷ୍ଟିଂ
କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍ ୧୪୪୫ ମଧ୍ୟରୁ ୮୬୭ ବୁଥ୍ରେ ଲାଇଭ୍ ଫୁଟେଜ୍ ପାଇଁ ଓ୍ବେବ୍କାଷ୍ଠିଂ ହେବ। ଏଥିସହ ଏହି ବୁଥ୍ଗୁଡ଼ିକରେ ମାଇକ୍ରୋ…
ଲଜ୍ଜାଜନକ ରେକର୍ଡ ହାସଲ କଲା ମୁମ୍ବାଇ ଇଣ୍ଡିଆନ୍ସ
ମୁମ୍ବାଇ,୧୮।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ ଆଇପିଏଲ ୨୦୨୪ର ୬୭ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଲକ୍ଷ୍ନୌ ୨୧୪ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ମୁମ୍ବାଇ ଦଳ ମାତ୍ର ୧୯୬ ରନ ସ୍କୋର କରିପାରିବ। ଗୋଟିଏ…
ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ
ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା ଧରି ଜେରା କରିଛି। ଶୁକ୍ରବାର ଆୟକର ବିଭାଗ ବିଶାଳଙ୍କୁ ଝାରସୁଗୁଡାର ଏକ ଘରୋଇ ହୋଟେଲକୁ…
ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ
ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ ବିଶ୍ୱାସ କଲେ ନାହିଁ ଏବଂ ଅନେକ ଜିନିଷ ସାମ୍ନାକୁ ଆସିବାକୁ ଲାଗିଲା । କିନ୍ତୁ…
ହୋଟେଲ ରୁମ୍ରେ ପୋଲିସ କନ୍ଷ୍ଟେବଲଙ୍କୁ ହତ୍ୟା
ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍ ନିକଟ ଏକ ହୋଟେଲ ରୁମ୍ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରି ତଦନ୍ତ ଆରମ୍ଭ କରିଛି।…
ବଡ ଦୁର୍ଘଟଣା, ଶ୍ରଦ୍ଧାଳୁଙ୍କ ବସ୍ରେ ନିଆଁ, ଜୀବନ୍ତ ଜଳିଗଲେ ୮ ଯାତ୍ରୀ
ଚଣ୍ଡିଗଡ଼,୧୮।୫: ଶୁକ୍ରବାର ବିଳମ୍ବିତ ରାତିରେ ହରିୟାଣାର ନୁହ ନିକଟ କେଏମପି ଏକ୍ସପ୍ରେସୱେରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭକ୍ତମାନଙ୍କ ଦ୍ୱାରା ଭର୍ତ୍ତି ଏକ ବସରେ କୌଣସି କାରଣରୁ ନିଆଁ ଲାଗିଯାଇ ୨୦ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ସେଥିମଧ୍ୟରୁ ୮…
ଆମେରିକାରେ ଜୟଆଲୁକ୍କାସ୍ର ମେଗା ବିସ୍ତାର ଯୋଜନା
ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍ ‘ଜୟଆଲୁକ୍କାସ୍’ର ନୂତନ ଆଉଟ୍ଲେଟ୍ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଗାମୀ ଦିନରେ ବ୍ରାଣ୍ଡ୍ର ୫ଟି ଆଉଟ୍ଲେଟ ଆମେରିକା ବଜାରରେ ଉଦ୍ଘାଟନ ଏବଂ ପୁନଃ ଉନ୍ମୋଚନ…
Archives


