Home Left

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ୱର୍ଯ୍ୟାଙ୍କ ଜଲଓ୍ବା

ନୂଆଦିଲ୍ଲୀ: ଚଳିତ ବର୍ଷ ଅନୁଷ୍ଠିତ ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଜଲଓ୍ବା ଦେଖାଇଛନ୍ତି। ୨୦ ବର୍ଷ ହେଲା ଐଶ୍ୱର୍ଯ୍ୟା ଏହି ଫିଲ୍ମ ଫେଷ୍ଟିଭାଲର ରେଡ୍‌ କାର୍ପେଟରେ ଚାଲିଆସୁଥିବାବେଳେ ଏଥର ତାଙ୍କ ସହ ଝିଅ ଆରାଧ୍ୟାଙ୍କୁ ଦେଖିବାକୁ…

ବକ୍ସର ପରବିନଙ୍କୁ ସସ୍‌ପେଣ୍ଡ କଲା ଓ୍ବାଡା

ନୂଆଦିଲ୍ଲୀ, ୧୮ା୫ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜୟୀ ବକ୍ସର ପରବିନ ହୁଦା ତାଙ୍କ ପ୍ୟାରିସ ଅଲିମ୍ପିକ କୋଟା ହରାଇ ପାରନ୍ତି। ସେ ୧୨ମାସ ମଧ୍ୟରେ ୩ଥର ତାଙ୍କ ଠିକଣା ଦେବାରେ ବିଫଳ ହୋଇଥିବାରୁ ଓ୍ବାଲର୍‌ଡ ଆଣ୍ଟି ଡୋପିଙ୍ଗ ଏଜେନ୍ସି (ଓ୍ବାଡା)…

ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍‌ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍‌ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ କୌଣସି ସ୍ଥାୟୀ ଚିକିତ୍ସା ପ୍ରଣାଳୀ ବାହାରି ନାହିଁ। ଏ ନେଇ ଜନସାଧାରଣଙ୍କୁ ସଚେତନ କରାଇବା…

ସୋମବାର ଚତୁର୍ଥ ଥର ଆସ୍ଥା ଲୋଡ଼ିବେ ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୧୮ା୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି। ସହଯୋଗୀ ଜନତା ସମାଜବାଦୀ ପାର୍ଟି ନେପାଳ ଦଳରେ ବିଭାଜନ ପରେ ଗତ ୧୩ ତାରିଖରେ ଉପେନ୍ଦ୍ର ଯାଦବଙ୍କ…

ବିଭବଙ୍କୁ ଖୋଜୁଛି ୮ ପୋଲିସ ଟିମ୍‌

ନୂଆଦିଲ୍ଲୀ,୧୮ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହଯୋଗୀ ବିଭବ କୁମାରଙ୍କ ବିରୋଧରେ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଜ୍ୟ ସଭା ସଦସ୍ୟା ସ୍ବାତୀ ମାଲିଓ୍ବାଲ ଆଣିଥିବା ସଙ୍ଗିନ ଅଭିଯୋଗ ନିର୍ବାଚନ ବେଳେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଦିଲ୍ଲୀ ପୋଲିସ ଏବଂ ଫରେନ୍‌ସିକ୍‌…

ଆଜି ଆର୍‌ସିବି-ସିଏସ୍‌କେ ମହାମୁକାବିଲା: ମ୍ୟାଚ ବାତିଲ ହେଲେ ଏହି ଦଳକୁ ଫାଇଦା

ବେଙ୍ଗାଲୁରୁ, ୧୮।୫ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବହୁ ପ୍ରତୀକ୍ଷିତ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ଏଥିରେ ପରସ୍ପରର ମୁକାବିଲା କରିବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ପଏଣ୍ଟ ଟେବୁଲର ସ୍ଥିତି ଏପରି…

ଏମ୍‌ବିକେ, ଆଶାକର୍ମୀଙ୍କୁ ଧମକ ଦେଉଛନ୍ତି ଭାଜପା ନେତା

ଭୁବନେଶ୍ୱର, ୧୮।୫ (ବନ୍ଦନା ସେଠୀ): ସମ୍ବଲପୁରରେ ଭାଜପା ନେତା ମହିଳାଙ୍କୁ ଡରାଇବା, ଖରାପ ଭାଷାରେ ଗାଳିଗୁଲଜ କରିବା ଓ ଧମକଚମକ ଦେଉଥିବା ଅଭିଯୋଗ ନେଇ ସିଇଓଙ୍କୁ ଫେରାଦ ହୋଇଛି ବିଜେଡି। ଦଳର ବରିଷ୍ଠ ନେତ୍ରୀ ସୁଲତା ଦେଓ, ମଧୁସ୍ମିତା ନାୟକ, ଈପ୍‌ସିତା…

ଆଜି ଆସିବେ ସଚିନ ପାଇଲଟ

ଭୁବନେଶ୍ୱର, ୧୮।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ…

‘୬ଷ୍ଠ ଥର ନବୀନ ମୁଖ୍ୟମନ୍ତ୍ରୀ ହେଲେ ଜମିଜମା ସମସ୍ୟାର ସମାଧାନ କରାଯିବ’

ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍‌ଏଚ୍‌ଜି ମହିଳାଙ୍କୁ ମାସିକ ଭତ୍ତା ପ୍ରଦାନ ସହିତ ଜଟଣୀ ଅଞ୍ଚଳରେ ବିଏସ୍‌କଓ୍ବୋଇ ସୁବିଧାରୁ ବଞ୍ଚତ୍ତ ସମସ୍ତ ହିତାଧିକାରୀଙ୍କୁ…

ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ

ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ କରିଛି। ୩ ପରିବହନକାରୀ ସଂସ୍ଥାର କର୍ମଚାରୀଙ୍କ ନିକଟରୁ ଏହି ଟଙ୍କା ଜବତ ହୋଇଥିବା ପୋଲିସ…

ବଟର ଚିକେନ୍‌ ଉଦ୍ଭାବକ କିଏ

ନୂଆଦିଲ୍ଲୀ,୧୮ା୫: ବଟର ଚିକେନ୍‌ ହେଉଛି ତନ୍ଦୁରରେ ରନ୍ଧାଯାଉଥିବା ଚିକେନ୍‌ ପିସ୍‌ଗୁଡ଼ିକୁ ଟମାଟୋ, କ୍ରିମ୍‌ ଓ ବଟର ସହ ମିଶ୍ରଣ କରି ପ୍ରସ୍ତୁତ କରାଯାଉଥିବା ଏକ ବ୍ୟଞ୍ଜନ। ଏହାକୁ ‘ଟେଷ୍ଟ ଆଟଲାସ୍‌’ ବିଶ୍ୱର ସର୍ବୋତ୍ତମ ଡିସ୍‌ ତାଲିକାର ୪୩ତମ ସ୍ଥାନରେ ରଖିଛି। ପ୍ରାୟ…

‘ଅବସର ନିଷ୍ପତ୍ତି ସ୍ବତଃପ୍ରବୃତ୍ତ ଥିଲା’

ନୂଆଦିଲ୍ଲୀ, ୧୮।୫ : ଖେଳିବା ସମୟରୁ ଭାରତୀୟ ଫୁଟ୍‌ବଲରେ ଲିଭିଂ ଲିଜେଣ୍ଡର ମାନ୍ୟତା ପାଉଥିବା ସୁନୀଲ ଛେତ୍ରୀଙ୍କ ଅବସର ଘୋଷଣାକୁ ନେଇ ଚର୍ଚ୍ଚା ଜାରି ରହିଛି। ଆସନ୍ତା ଜୁନ୍‌ ୬ରେ କୁଏଟ୍‌ ବିପକ୍ଷରେ ଫିଫା ବିଶ୍ୱକପ କ୍ୱାଲିଫାୟର ଖେଳିବା ପରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri