Home Left

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜର୍ଜିଆ ମେଲୋନୀ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୭।୯: ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ମୋଦୀଙ୍କୁ ୭୪ ବର୍ଷ ହୋଇଛି। ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ବାର୍ତ୍ତାରେ ସେ ଇଟାଲୀ ଏବଂ ଭାରତ ମଧ୍ୟରେ ବୃଦ୍ଧ ତଥା ବଢୁଥିବା…

ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ କମିଯିବ କେଜରିଓ୍ବାଲଙ୍କ ପାଓ୍ବାର! ଆତିଶୀଙ୍କ ଠାରୁ କେତେ କମିଯିବ ଦରମା-ଭତ୍ତା ଓ ସୁବିଧା

ନୂଆଦିଲ୍ଲୀ,୧୭।୯: ଅରବିନ୍ଦ କେଜରିୱାଲ ରବିବାର ମୁଖ୍ୟମନ୍ତ୍ରୀ ପଦ ଛାଡିବା ନେଇ ଘୋଷଣା କରିଥିଲେ। ଏହାର ଦୁଇଦିନ ପରେ ଅର୍ଥାତ ମଙ୍ଗଳବାର ସେ ପଦରୁ ଇସ୍ତଫା ଦେଇଛନ୍ତି। ବର୍ତ୍ତମାନ ସେ ମୁଖ୍ୟମନ୍ତ୍ରୀ ପଦ ଛାଡିବା ପରେ ସେ ସିଏମ ପଦବୀରେ ଥିବାବେଳେ ପାଇଥିବା…

ଡାକ୍ତରଙ୍କ ସହିତ ବୈଠକ ପରେ ପୋଲିସ ମୁଖିଆ ବଦଳାଇଲେ ମମତା

କୋଲକାତା,୧୭।୯: ଟ୍ରେନିଂ ଡାକ୍ତରଙ୍କ ବଳାତ୍କାର ଓ ହତ୍ୟାକୁ ବିରୋଧ କରୁଥିବା ଜୁନିୟର ଡାକ୍ତରଙ୍କ ସହ ସାକ୍ଷାତ କରିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତା ପୋଲିସ ମୁଖ୍ୟ ଭିନୀତ ଗୋୟଲଙ୍କୁ ତାଙ୍କ ପଦବୀରୁ ହଟାଇବାର କରିବାର ଗୋଟିଏ ଦିନ ପରେ…

ଜନ୍ମ ଦିନରେ ମା’ ହିରାବେନଙ୍କୁ ମନେ ପକାଇଛନ୍ତି ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟଙ୍କୁ ଆସିଛି। ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ବୋଧନ…

ଜନତା ମଇଦାନରେ ଚାଲିଥିଲା କାର୍ଯ୍ୟକ୍ରମ, ଏପଟେ ହଠାତ୍‌ ଭୟଙ୍କର ଜାମ୍‌ ହୋଇଗଲା ଭୁବନେଶ୍ୱର

ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱର ଆସି ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମ ଜନତା ମଇଦାନରେ ଅନୁଷ୍ଠିତ ହୋଇଛି। ମୋଦିଙ୍କ ଓଡ଼ିଶା ଗସ୍ତର ସମସ୍ତ କାର୍ଯ୍ୟସୂଚୀ ଅନୁସାରେ ଆଜି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ…

ଦାରିଙ୍ଗବାଡିରେ ମହିଳାଙ୍କ ବଢ଼ିଲା ଉତ୍ସାହ: ସୁଭଦ୍ରା ଟଙ୍କାପାଇ..

ଦାରିଙ୍ଗବାଡି,୧୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ ପଡିଆଠାରେ ସୁଭଦ୍ରା ଯୋଜନାର ଲୋକାର୍ପିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଓଡ଼ିିଶା ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକଙ୍କ ମଞ୍ଚ ସଂଯୋଜନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଯୋଗଦେଇ…

‘ଯାହା କହିଥିଲୁ ତାହା ୧୦୦ ଦିନରେ କରି ଦେଇଛୁ’

ଭୁବନେଶ୍ୱର,୧୭।୯: ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରି ଅଭିଭାଷଣ ଦେଇ କହିଛନ୍ତି, ପ୍ରଭୁ ଜଗନ୍ନାଥଙ୍କ କୃପାରୁ ପୁଣି ଓ ଆସିବା ସୌଭାଗ୍ୟ ମିଳିଲା । ନିର୍ବାଚନ ବେଳେ ଯାହା କଥା ଦିଆଯାଇଥିଲା, ସେ ସବୁ ପାଳନ କରାଯାଇଛି। ଯାହା କହିଥିଲୁ ତାହା ୧୦୦…

ସୁଭଦ୍ରା ଯୋଜନା ଶୁଭାରମ୍ଭକୁ ଆସି ବଡ଼ ଘୋଷଣା କରିଦେଲେ ମୋଦି, ଏମାନଙ୍କୁ ମିଳିବ ଲାଭ…

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ଜନତା ମଇଦାନରେ ଏହାର ଉଦ୍‌ଘାଟନୀ ଉତ୍ସବ ପାଳନ ହୋଇଛି। ତେବେ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି ଜନସଭାକୁ ସମ୍ବୋଧନ କରିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ କଣ…

କାରଖାନାରେ ଅଘଟଣ: ଷ୍ଟ୍ରକ୍ଚର ପଡ଼ି ଚାଲିଗଲା ୨ ଶ୍ରମିକଙ୍କ ଜୀବନ, ୫ ଗୁରୁତର

ଝାରସୁଗୁଡ଼ା,୧୭।୯: ଝାରସୁଗୁଡ଼ା ଜିଲା ବୁଢିପଦର ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ମଙ୍ଗଳବାର ଏକ ଅଘଟଣ ଘଟିଛି। କାରଖାନାରେ ଷ୍ଟ୍ରକ୍ଚର ପଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଏକ ଘରୋଇ କାରଖାନାରେ ଭର୍ତ୍ତି କରାଯାଇଛି।…

ଜନତା ମଇଦାନକୁ ଆସିଥିଲେ, ବସ୍‌ ଠେଲିଲେ

ଭୁବନେଶ୍ୱର,୧୭।୯: ସୁଭଦ୍ରା ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସିଛନ୍ତି। ସେ ଭୁବନେଶ୍ୱର ପହଞ୍ଚି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ମୋଦିଙ୍କ ଆଗମନରେ ଜନତା ମଇଦାନରେ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ବହୁ ମହିଳା ଏଥିରେ ଯୋଗ ଦେଇଥିଲେ। ତେବେ ଜନସଭାକୁ…

ଛାତ୍ରଙ୍କ ପ୍ରାଇଭେଟ ପାର୍ଟର ଯାଞ୍ଚ କଲେ ମହିଳା ପୋଲିସ, ରାଗିଲେ ମୁଖ୍ୟମନ୍ତ୍ରୀ

ଗୁଆହାଟି,୧୭।୯: ଆସାମରେ ଗ୍ରୁପ-୩ର ପରୀକ୍ଷା ସମୟରେ ଜଣେ ଛାତ୍ରଙ୍କ ପ୍ରାଇଭେଟ ପାର୍ଟରେ ମହିଳା ପୋଲିସ ଯାଞ୍ଚ କରୁଥିବା ଜଣାପଡିବା ପରେ ମୁଖ୍ୟମନ୍ତ୍ରୀ ଏହି ଘଟଣାର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର ଡିଜିପିଙ୍କୁ ଏହି ଘଟଣାର ତଦନ୍ତ…

ମୋଦିଙ୍କ ଜନ୍ମଦିନକୁ ବିରୋଧ କରି ଚା’ ବିକିଲେ ଯୁବ କଂଗ୍ରେସ

କେନ୍ଦୁଝର,୧୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ହୁ ହୁ ହୋଇ ଶିକ୍ଷିତ ବେକାରୀ ସମସ୍ୟା ବଢ଼ିବାରେ ଲାଗିଛି। ଯାହାକି ଯୁବତୀ, ଯୁବକମାନଙ୍କ ମଧ୍ୟରେ ଚିନ୍ତାର କାରଣ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଦିଗରେ କୌଣସି ପଦକ୍ଷେପ ନେଉ ନାହାଁନ୍ତି। କେବଳ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?