Home Left

ବିରଞ୍ଚି ହତ୍ୟାକାରୀଙ୍କୁ କୋର୍ଟ ଚାଲାଣ

କେସିଙ୍ଗା,୧୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧିନସ୍ଥ ପରଲସିଙ୍ଗା ପଞ୍ଚାୟତ ନିକଟସ୍ଥ ରଏନ ପଡ଼ାର ବିରଞ୍ଚି ନାଏକ (୩୨)ଙ୍କ ହତ୍ୟାକାରୀ ଜିତୁ ଗୌଡ଼ (୧୯)ଙ୍କ କେସିଙ୍ଗା ପୋଲିସ ଶୁକ୍ରବାର କୋର୍ଟ ଚାଲାଣ କରିଛି। ପରଲସିଙ୍ଗା ଗ୍ରାମ ମହୁଲପଡାର ଜିତୁଙ୍କୁ ତାଙ୍କ…

ଫାଇନାନ୍ସ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ରେକର୍ଡପତ୍ର ଜଳିପୋଡ଼ି ପାଉଁଶ

ବାଲେଶର ଅଫିସ,୧୭।୫: ବାଲେଶ୍ୱର ଜିଲାର ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର ଓ ରେକର୍ଡପତ୍ର ଜଳିପୋଡି ପାଉଁଶ ହୋଇଯାଇଛି। କିନ୍ତୁ ସୌଭାଗ୍ୟବଶତଃ ଏହି ଅଘଟଣରୁ କର୍ମଚାରୀ ବର୍ତ୍ତିଯାଇଛନ୍ତି।…

କୋଭାକ୍ସିନ ନେବାର ବର୍ଷେ ପରେ ୩୦% ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ

ନୂଆଦିଲ୍ଲୀ,୧୭/୫:ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା କମ୍ପାନୀ ପ୍ରସ୍ତୁତ କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କଠାରେ ରକ୍ତ ଜମାଟ ବାନ୍ଧିବା ଓ ପ୍ଲେଟ୍‌ଲେଟ୍‌ କାଉଣ୍ଟ କମିଯିବା ଭଳି ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଥିବା ଉକ୍ତ କମ୍ପାନୀ ନିକଟରେ ବ୍ରିଟେନର ଏକ ଅଦାଲତରେ ସ୍ବୀକାର କରିବା ପରେ ସାରା ବିଶ୍ୱରେ…

ସୁଭଦ୍ରା ଯୋଜନାରେ ମୋଦି ମହିଳାଙ୍କୁ ୫୦ ହଜାର ଟଙ୍କା ଦେବେ: ଅପରାଜିତା

ଭୁବନେଶ୍ୱର,୧୭।୫: ଲୋକଙ୍କୁ ମାତ୍ର ୫୪ ପଇସା ଦେଇ ଭୋଟ୍‌ କିଣିବାକୁ ବସିଛି ବିଜେଡି। ସାଲିଆସାହି ସମାବେଶରେ ଏଭଳି ଅଭିଯୋଗ ଆଣିଛନ୍ତି ଅପରାଜିତା ଷଡ଼ଙ୍ଗୀ। ଅପରାଜିତା କହିଛନ୍ତି, ବିଜେଡି ଏବେ ମହିଳାଙ୍କ ପିଛା ୧ ହଜାର ଟଙ୍କା ବାଣ୍ଟୁଛି ବା ଆଗକୁ ବାଣ୍ଟିବ।…

”୭-୮ ଚାପୁଡ଼ା, ଛାତି, ପେଟକୁ ଗୋଇଠା ମାରିଲେ”: FIR’ରେ ଲେଖିଲେ ସ୍ୱାତୀ ମାଲିୱାଲ

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଦଳର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ ମାମଲାରେ ପୋଲିସ ଏଫଆଇଆର ପଞ୍ଜିକରଣ କରିଛି। କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବୈଭବ କୁମାରଙ୍କ ବିରୋଧରେ ସ୍ୱାତୀ ଗୁରୁତର ଅଭିଯୋଗ ଆଣିଛନ୍ତି। ଅଭିଯୋଗରେ କେବଳ…

ମହାରାଷ୍ଟ୍ରକୁ ନେଇ ବଡ ଭବିଷ୍ୟବାଣୀ କଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୭।୫: ନିର୍ବାଚନ ପରିବେଶ ମଧ୍ୟରେ ଶିବସେନା (ୟୁବିଟି ଦଳ) ମୁଖ୍ୟ ଉଦ୍ଧବ ଠାକରେ ଏକ ବଡ଼ ଦାବି କରିଛନ୍ତି। ସେ ଆଶା କରୁଛନ୍ତି ଯେ ୨୦୨୪ ଲୋକ ସଭା ନିର୍ବାଚନରେ ମହାରାଷ୍ଟ୍ର ବିକାଶ ଆଗାଡି (MVA) ଜିତିବ। ଏହାର କାରଣ ହେଉଛି…

ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ

କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ ଶାସକ ମିଳିତ ସାଂସଦଙ୍କ ମଧ୍ୟରେ ଝଗଡା ହୋଇଥିଲା। ଗୁରୁବାର ସାରେ ଗୃହର ବାଚସ୍ପତି ଦେବରାଜ…

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ ପୂର୍ବେ ସେ କଟକ ଜିଲାପାଳଙ୍କ ନିକଟରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ତେବେ ଯାଞ୍ଚ…

ରୁଷିଆ ଚାଇନା ସବୁବେଳେ ଏକାଠି ଅଛନ୍ତି, ବେଜିଂ ଗସ୍ତ ସମୟରେ ୭୫ ବର୍ଷ ପୁରୁଣା ଗୀତ ମନେପକାଇଲେ ପୁଟିନ

ବେଜିଂ,୧୭।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚାଇନା ଗସ୍ତରେ ଅଛନ୍ତି। ଗାଜା ଏବଂ ୟୁକ୍ରେନକୁ ନେଇ ତିକ୍ତତା ମଧ୍ୟରେ ଏକ ବର୍ଷ ମଧ୍ୟରେ ରୁଷିଆର ରାଷ୍ଟ୍ରପତି ଦ୍ୱିତୀୟ ଥର ପାଇଁ ଚାଇନା ଗସ୍ତ କରିଛନ୍ତି। ତାଙ୍କର ପଞ୍ଚମ କାର୍ଯ୍ୟକାଳରେ ପ୍ରବେଶ କରିବା…

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏକ ସାକ୍ଷାତକାରରେ କହିଛନ୍ତି ଯେ, ସେ ଚାହୁଁଛନ୍ତି…

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା,୧୭।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ବୁଢିଖମାରୀ ଠାରେ ଆତଂକ ଖେଳାଉଥିବା କଲରାପତରିଆ ବାଘକୁ ବନବିଭାଗ କାବୁ କରିଛି । ଆତଂକିତ ଲୋକେ ଏବେ ଆଶ୍ବସ୍ତି ଲାଭ କରିଛନ୍ତି । ବାଘଟି ଏକ ଶକ୍ତି ଅଟୋ…

ନା ମୁଁ ବୁଢା ହୋଇଛି..ନା ଅବସର ନେଇଛି..ଏବେ ମୁଁ ମୁକ୍ତ ଷଣ୍ଢ ପାଲଟି ଯାଇଛି: ବ୍ରିଜ ଭୂଷଣ

ନୂଆଦିଲ୍ଲୀ,୧୭।୫: ଉତ୍ତର ପ୍ରଦେଶର କେସିଆରଗଞ୍ଜ ଆସନରୁ ଟିକେଟ କଟିବା ପରେ ଭାଜପା ଏମପି ବ୍ରିଜ ଭୂଷଣ ଶରଣ ସିଂ ବର୍ତ୍ତମାନ ତାଙ୍କ ପୁଅ କରଣ ଭୂଷଣ ସିଂଙ୍କ ସମର୍ଥନରେ ପ୍ରଚାର କରୁଛନ୍ତି। ଏହି ସମୟରେ ଏକ ସାଧାରଣ ସଭାରେ ସେ ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri