Home Left

ବୁଡିବ ଚାଇନା, ତାଣ୍ଡବ ରଚୁଛି ବେବିଙ୍କା

ବେଜିଂ,୧୬।୯: ଘୁର୍ଣ୍ଣିଝଡ଼ ବେବିଙ୍କା ସୋମବାର ସାଂଘାଇରେ ଳ୍ୟାଣ୍ଡଫଲ କରିଛି। ସାଂଘାଇ ସେଣ୍ଟ୍ରାଲ ମେଟେରୋଲୋଜିକାଲ ଅବଜରଭେଟୋରୀ ଅନୁଯାୟୀ ସ୍ଥାନୀୟ ସମୟ ପ୍ରାୟ ୭ଟା ୩୦ ସମୟରେ ଏହି ଝଡ଼ ସହରରେ ପହଞ୍ଚିଥିଲା। ସିହ୍ନୁଆ ନ୍ୟୁଜ ଏଜେନ୍ସିର ରିପୋର୍ଟ ଅନୁଯାୟୀ ଏହି ଝଡ଼ ପୁଡଙ୍ଗ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି ଏହି ୫ ନେତା: ସବୁଠୁ ଆଗରେ…

ନୂଆଦିଲ୍ଲୀ,୧୬।୯: ଆମ ଆଦମୀ ପାର୍ଟି (ଏଏପି)ର ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲଙ୍କ ପରେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ସେନେଇ ଆଲୋଚନା ଜୋର ଧରିଛି। ଏହି ପ୍ରଶ୍ନ ଉପରେ ସସପେନ୍ସ ରହିଯାଇଛି। ଗୋଟିଏ ପଟେ ଦେଶର ରାଜଧାନୀର ରାଜନୈତିକ କରିଡରରେ ମୁଖ୍ୟମନ୍ତ୍ରୀ…

ତପ୍ତପାଣି ଘାଟିରେ ଦୁର୍ଘଟଣା: ଗଛରେ ପିଟିହେଲା ଯାତ୍ରୀବାହୀ ବସ୍‌

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ତପ୍ତପାଣି ଘାଟି ତଳେ ଥିବା ମା’ କନ୍ଧୁଣି ଦେବୀଙ୍କ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା। ସୋମବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ପଦ୍ମାଳୟା ନାମକ ଯାତ୍ରୀବାହୀ…

ଗୋଟିଏ ଦିନରେ ସ୍ତ୍ରୀଙ୍କୁ ୧୦୦ ଥର କଲ୍‌ କରିବା ପଡିଲା ମହଙ୍ଗା, କାରଣ ଜାଣିଲେ…

ହାଇଗୋ,୧୬।୯: ଜଣେ ପୁରୁଷ ଦିନକୁ ପ୍ରାୟ ୧୦୦ଥର ନିଜ ସ୍ତ୍ରୀଙ୍କୁ ଫୋନ କଲ କରିବା ତାଙ୍କ ପାଇଁ ମହଙ୍ଗା ପଡିଛି। ପୋଲିସ ଉକ୍ତ ସ୍ବାମୀଙ୍କୁ ଗିରଫ କରିଛି। ଫୋନ କରିବା ସମୟରେ ସ୍ବାମୀ ଜଣଙ୍କ ଫୋନରେ କିଛି କହି ନଥିଲେ। ଏଥିରେ…

ରାହୁଲ ଗାନ୍ଧୀଙ୍କ ଜିଭ କାଟିଲେ ମିଳିବ ୧୧ ଲକ୍ଷ ଟଙ୍କା ପୁରସ୍କାର

ପୁଣେ,୧୬।୯: ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଯାଇଥିଲେ। ଏହି ସମୟ ମଧ୍ୟରେ ସେ ଭାଜପା ଏବଂ ଆରଏସଏସକୁ ଟାର୍ଗେଟ କରିଥିଲେ। ଏହି ସମୟ ମଧ୍ୟରେ ସେ ଶିଖମାନଙ୍କ ବିଷୟରେ ଏକ ବିବାଦୀୟ ବିବୃତ୍ତି ମଧ୍ୟ ଦେଇଥିଲେ। ଆମେରିକାରେ…

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ଆଦିତ୍ୟ ଏବଂ ସିଦ୍ଧାର୍ଥ ପାରମ୍ପାରିକ ପୋଷାକରେ ନଜର ଆସିଛନ୍ତି। ଆଦିତ୍ୟ ଏବଂ ସିଦ୍ଧାର୍ଥ ୱାନାପାର୍ଥିର…

ନୀରଜଙ୍କ ପାଇଁ ହୃଦୟର କଥା କହିଦେଲେ ମନୁ ଭାକର: ମୁଁ ତୁମର…

ନୂଆଦିଲ୍ଲୀ,୧୬।୯: ବ୍ରସେଲ୍ସରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍‌ ଫାଇନାଲରେ ଭାରତର ତାରକା ଜାଭେଲିନ ଖୋଳାଳି ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏକ ସେଣ୍ଟିମିଟର ପାଇଁ ଚାମ୍ପିଅନ ହେବାକୁ ବଞ୍ଚିତ ହୋଇଥିଲେ। ଏହା ପରେ ନୀରଜ ଏକ ପୋଷ୍ଟ ମାଧ୍ୟମରେ…

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ ବାଲେଶ୍ୱରରୁ ରେମୁଣା ଓ ଏନଏଚ-୧୬କୁ ସଂଯୋଗ କରୁଥିବା ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।…

ରାଜନୀତିରେ ଯିବାକୁ ମୁଁ ମନା କରିଥିଲି, କେଜରିଓ୍ବାଲଙ୍କୁ ନେଇ ଏମିତି କାହିଁକି କହିଲେ ଆନ୍ନା ହଜାରେ

ନୂଆଦିଲ୍ଲୀ,୧୬।୯: କର୍ମୀଙ୍କ ମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବଡ଼ ଘୋଷଣା କରିଛନ୍ତି। ରବିବାର ସେ କହିଛନ୍ତି ଯେ ସେ ଦୁଇ ଦିନ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ରାଜନୈତିକ ଦଳ କେବଳ ଏ ସମ୍ପର୍କରେ ନିଜର ମତ…

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ ପ୍ରାୟତଃ ଝିଅ ଆରାଧ୍ୟାଙ୍କ ସହିତ ନଜର ଆସିଥାନ୍ତି। ନିକଟରେ ଐଶ୍ୱର୍ଯ୍ୟା ଝିଅ ଆରାଧ୍ୟାଙ୍କ ସହ…

ବ୍ରିଜ୍‌ ଉପରେ ୪ ଫୁଟର ପାଣି, କେନ୍ଦୁଝର-ମୟୂରଭଞ୍ଜକୁ ଯୋଗାଯୋଗ ବିଚ୍ଛିନ୍ନ

ପାଟଣା,୧୬ା୯(ବୀରକିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମାହୁଦା ପଞ୍ଚାୟତ କୁମୂଳା ବାହାଳୀ ଓ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଖସା କୁଦର ସୀମା ଦେଇ ପ୍ରବାହିତ ତେଲ ନଦୀ ବ୍ରିଜ୍‌ ଉପରେ ସୋମବାର ୪…

କେଜରିଓ୍ବାଲଙ୍କ ଇସ୍ତଫା ମାଷ୍ଟରଷ୍ଟ୍ରୋକ ନା ସେଲ୍ଫ ଗୋଲ…, ହେବନିତ ନୀତୀଶ-ହେମନ୍ତଙ୍କ ପରି ଅବସ୍ଥା

ନୂଆଦିଲ୍ଲୀ,୧୬।୯: ଦିଲ୍ଲୀରେ ରାଜନୈତିକ ଅସ୍ଥିରତା ତୀବ୍ର ହୋଇଛି। ହରିୟାଣା ନିର୍ବାଚନ ପୂର୍ବରୁ ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଯାଉଛନ୍ତି। ସେପ୍ଟେମ୍ବର ୧୭ରେ ଅରବିନ୍ଦ କେଜରିୱାଲ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ରବିବାର ଅରବିନ୍ଦ କେଜରିୱାଲ ଏହା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?