Home Left

ମୋଟରସାଇକେଲର ଜନ୍ମଦିନ ପାଳନ

ନୂଆଦିଲ୍ଲୀ: ସାଧାରଣତଃ ପୁରୁଷମାନଙ୍କର ମୋଟରସାଇକେଲ ପ୍ରତି ବିଶେଷ ଆଗ୍ରହ ରହିଥାଏ। ସେମାନେ ପରିବାର ସଦସ୍ୟଙ୍କ ପରି ନିଜ ବାଇକ୍‌ର ମଧ୍ୟ ଯତ୍ନ ନେଇଥାନ୍ତି। ନିକଟରେ ଏହିପରି ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଜଣେ ବ୍ୟକ୍ତି ବନ୍ଧୁମାନଙ୍କ ଗହଣରେ ନିଜ ବାଇକ୍‌ର…

ମାଟି ଖୋଳୁ ଖୋଳୁ ମିଳିଲା ହଜାର ବର୍ଷର ପୁରୁଣା ମୂର୍ତ୍ତି

ପାଟନା: ବିହାରର ଲଖିସରାୟ ସହରର ଯୌନା ୱାର୍ଡ-୧ରେ ଥିବା ପ୍ରସିଦ୍ଧ ଅଶୋକଧାମ ମନ୍ଦିର ନିକଟସ୍ଥ ବିଲରେ ଶନିବାର ଫୁଲ ଗଛ ଲଗାଇବା ଉଦ୍ଦେଶ୍ୟରେ ଅନିଶ ଯାଦବ ନାମକ ଜଣେ ଯୁବକ ମାଟି ଖୋଳୁଥିଲେ। ତେବେ ମାଟି ଖୋଳିବା ସମୟରେ ଭୂମି ତଳେ…

ଟିଭି ଇଣ୍ଡଷ୍ଟ୍ରିରେ ନିୟାଙ୍କ ୧୪ ବର୍ଷ

ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିରେ ନିଖୁଣ ଅଭିନୟ କରି ଲଗାତର ଭାବେ ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ନିୟା ଶର୍ମା ଅନ୍ୟତମ। ବହୁ ସଂଘର୍ଷ କରି ଅଭିନୟ କ୍ଷେତ୍ରରେ ସଫଳତା ପାଇଥିବା ନିୟା ରବିବାର ଟିଭି ଇଣ୍ଡଷ୍ଟ୍ରିରେ ୧୪ ବର୍ଷ…

ନିରାଶରେ ଘରକୁ ଫେରିଲେ ….

ଅତାବିରା,୧୬।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଚାଲିଥିବା କବାଡ଼ି ପ୍ରତିଯୋଗିତାରେ ଜଣେ ଛାତ୍ରୀ ସବ୍‌ବ୍ଲକସ୍ତରରେ ଉନ୍ନୀତ ହେବା ଏବଂ ଓଜନ ବୃଦ୍ଧି ଦର୍ଶାଇ ବ୍ଲକସ୍ତର ପ୍ରତିଯୋଗିତାରେ ଭାଗନେବାକୁ ଅଯୋଗ୍ୟ ଘୋଷିତ ହେବା ଘଟଣା ଚର୍ଚ୍ଚାର ବିଷୟ…

ସୁଭଦ୍ରା ଓଠରେ ହସ

ଜାନକୀର ବାହାଘର ତା’ ବାପା ଅଠର ବର୍ଷ ନ ପୂରୁଣୁ କରି ଦେଇଥିଲା। ଚିକିଟି ଭଳି ଗାଁରେ ଏବେ ବି କୋଉଠି କୋଉଠି ନିମ୍ନମଧ୍ୟବିତ୍ତ ପରିବାରରେ ଝିଅମାନଙ୍କୁ ଅଳ୍ପ ବୟସରେ ବାହା ଦେଇଦେବାର ଚଳଣି ରହିଛି। ଜାନକୀ ତଳକୁ ଆହୁରି ତିନିଟା…

କୁଲଦୀପ ଏଭରଗ୍ରୀନ୍‌ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,,୧୬।୯ (ଅଭୟ ଦାଶ): ଦେଶର ପ୍ରମୁଖ ଚା’ ବ୍ରାଣ୍ଡ୍‌ ତଥା ନେହା ଏଣ୍ଟରପ୍ରାଇଜର୍ସ ଦ୍ୱାରା ପ୍ରସ୍ତୁତ ଲୋକପ୍ରିୟ ଉତ୍ପାଦ ଏଭରଗ୍ରୀନ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ଭାରତୀୟ କ୍ରିକେଟିୟର କୁଲଦୀପ ଯାଦବଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଛି। ଏପରିକି ଏଭରଗ୍ରୀନ ଚା’ର ଏକ…

ନିବାଭ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଭାରତର ସର୍ବବୃହତ ଘରୋଇ ଲିଫ୍ଟ ବ୍ରାଣ୍ଡ୍‌ ନିବାଭ୍‌ ଲିଫ୍ଟର ନୂତନ ଉତ୍ପାଦ ‘ନିବାଭ୍‌ ସିରିଜ୍‌-୪ ହୋମ୍‌ ଲିଫ୍ଟ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଅତ୍ୟାଧୁନିକ ଜ୍ଞାନକୌଶଳ ଓ ଅସାଧାରଣ ଡିଜାଇନ୍‌ ସହିତ ସମନ୍ବିତ ଏହି ଲିଫ୍ଟ ଭୁବନେଶ୍ୱରର…

ସାମନ୍ତରାପୁରରେ ଖିମଜୀ ଜୁଏଲର୍ସର ନୂତନ ଆଉଟଲେଟ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଖିମ୍‌ଜୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ସାମନ୍ତରାପୁର ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଖିମ୍‌ଜୀ ଜୁଏଲର୍ସର ଚେୟାରମ୍ୟାନ ଦିନେଶ ଖିମ୍‌ଜୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହାର ଉଦ୍‌ଘାଟନ କରିଥିଲେ।…

ରପ୍ତାନିକୁ ପ୍ରଭାବିତ କରୁଛି କଣ୍ଟେନର ଅଭାବ

ଭୁବନେଶ୍ୱର,୧୬।୯, (ଅନୁରାଧା ମହାରଣା): ମାଲ ପରିବହନ ବୃଦ୍ଧି, କଣ୍ଟେନର ଅଭାବ ଏବଂ ପ୍ରମୁଖ ରପ୍ତାନି ତଥା ବିଦେଶୀ ପରିବହନକାରୀଙ୍କ ଉପରେ ନିର୍ଭରଶୀଳତା ଦେଶର ରପ୍ତାନି କ୍ଷେତ୍ରରେ ଆହ୍ବାନ ସୃଷ୍ଟି କରୁଛି। ଅନୁସନ୍ଧାନ ପ୍ରତିଷ୍ଠାନ ଗ୍ଲୋବାଲ ଟ୍ରେଡ ରିସର୍ଚ୍ଚ ଇନିସିଏଟିଭ (ଜିଟିଆରଆଇ) ପକ୍ଷରୁ…

ୟୁକୋ ବ୍ୟାଙ୍କର ହାରାହାରି ୩୪% ମହିଳା କର୍ମଚାରୀ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଅଲ୍‌ ଇଣ୍ଡିଆ ୟୁକୋ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ସର୍ବଭାରତୀୟ ୟୁକୋ ବ୍ୟାଙ୍କ ଅଧିକାରୀ ସଙ୍ଗଠନ) ପକ୍ଷରୁ ଏକ ଦିନିକିଆ ମହିଳା ଅଧିକାରୀଙ୍କ ଜାତୀୟ ସମ୍ମିଳନୀ ଭୁବନେଶ୍ୱରର ହୋଟେଲ ଏକ୍‌ସିଲେନ୍ସିଠାରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ରବିବାର ୟୁକୋ ବ୍ୟାଙ୍କ…

ଟାଟା ମୋଟର୍ସର ଫେଷ୍ଟିଭାଲ ଅଫ୍‌ କାର୍‌ସ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ରିହାତି ଅଫର ‘ଫେଷ୍ଟିଭାଲ ଅଫ୍‌ କାର୍‌ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ପୂର୍ବରୁ ଦେଖାଯାଇ ନ ଥିବା ଏଭଳି ଏକ ମୂଲ୍ୟକୁ ନେଇ କମ୍ପାନୀ ତା’ର ଅନେକ ଲୋକପ୍ରିୟ…

୫ ଘଣ୍ଟା ବିଳମ୍ବ ପରେ ବିମାନ ରଦ୍ଦ, ଫସି ରହିଲେ ୩୦୦ ଯାତ୍ରୀ

ମୁମ୍ବାଇ, ୧୬।୯: ମୁମ୍ବାଇରୁ ଦୋହା ଯିବାକୁ ଥିବା ଇଣ୍ଡିଗୋ ଏୟାରଲାଇନ୍ସର ୬ଇ ୧୩୦୩ ବିମାନରେ ବୈଷୟିକଜନିତ ତ୍ରୁଟି ଦେଖାଯିବା ଯୋଗୁ ରବିବାର ଏହାର ଉଡ଼ାଣରେ ବାରମ୍ବାର ବିଳମ୍ବ ଘଟିଥିଲା ଏବଂ ପରିଶେଷରେ ଏହି ବିମାନକୁ ରଦ୍ଦ କରିଦିଆଯାଇଥିଲା। ଉକ୍ତ ବିମାନରେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?