ସବୁ ଡାକ୍ତରଙ୍କର ରହିବ ଏକକ ପରିଚୟ
ନୂଆଦିଲ୍ଲୀ,୧୬ା୯(ପି.ଟି.): ସମସ୍ତ ଡାକ୍ତରଙ୍କର ଏକକ ପରିଚୟପତ୍ର ରହିବ। ଏଥିପାଇଁ ନ୍ୟାଶନାଲ ମେଡିକାଲ କମିଶନ (ଏନ୍ଏମ୍ସି) ଭାରତରେ ଚିକିତ୍ସା କରିବାକୁ ଯୋଗ୍ୟ ସମସ୍ତ ଏମ୍ବିବିଏସ୍ ଡାକ୍ତରଙ୍କର ପଞ୍ଜୀକରଣ ପ୍ରକ୍ରିୟା ସଦ୍ୟ ଲଞ୍ଚ୍ ହୋଇଥିବା ପୋର୍ଟାଲରେ ଆରମ୍ଭ କରିଛି। ନ୍ୟାଶନାଲ ମେଡିକାଲ ରେଜିଷ୍ଟର (ଏନ୍ଏମ୍ଆର୍)…
ଗଛରେ ପିଟି ହୋଇ ଓଲଟିଲା ପିକ୍ଅପ୍, ୯ ଶ୍ରମିକ ଆହତ
ବୌଦ୍ଧ,୧୬ା୯: ଗଛରେ ପିଟି ହୋଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୯ ଶ୍ରମିକ ଆହତ ହୋଇଛନ୍ତି। ବୌଦ୍ଧ ଥାନା ବୁରପଟା ଛକ ନିକଟରେ ସୋମବାର ଏହି ଦୁର୍ଘଟଣା ଘଟିଛି। ଏହି ଶ୍ରମିକମାନେ ଇଲେକ୍ଟ୍ରି କାମ ପାଇଁ ଦିଗପହଣ୍ଡିରୁ ସୁବର୍ଣ୍ଣପୁର ଯାଉଥିବା ବେଳେ…
ବିପଦସଙ୍କେତ ଟପିଲା ଜଳକା
ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରେ ୬୮୫ମି.ମି. ବର୍ଷା ହୋଇଥିବା ବେଳେ…
କେନ୍ଦ୍ରୀୟ ଇସ୍ରାଏଲ୍ରେ ହୁଟିର ମିଶାଇଲ ମାଡ଼
ଜେରୁଜେଲମ୍,୧୬ା୯: ଉତ୍ତର ୟେମେନ୍କୁ ନିୟନ୍ତ୍ରଣରେ ରଖିଥିବା ଇରାନ ସମର୍ଥତ୍ତ ହୁଟି ବିଦ୍ରୋହୀମାନେ ରବିବାର ପ୍ରଥମ ଥର ପାଇଁ କେନ୍ଦ୍ରୀୟ ଇସ୍ରାଏଲ୍ରେ କ୍ଷେପଣାସ୍ତ୍ର ମାଡ଼ କରିଛନ୍ତି। ସେମାନଙ୍କୁ ଏଥିପାଇଁ ବହୁମୂଲ୍ୟ ଦେବାକୁ ପଡ଼ିବ ବୋଲି ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଚେତାବନୀ ଦେଇଛନ୍ତି।…
ଗଜପତିଙ୍କ ୬୮ ଅଙ୍କ, ୧୪୩୨ ସାଲ ଆରମ୍ଭ
ପୁରୀ,୧୬ା୯(ଅଜିତ୍ କୁମାର ମହାନ୍ତି): ଭାଦ୍ରବ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ରବିବାର ଅବସରରେ ଶ୍ରୀନଅରରେ ଗଜପତି ମହାରାଜାଙ୍କ ସୁନିଆ ନୀତି ସମ୍ପନ୍ନ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ୬୭ଅଙ୍କ ଶେଷ ହୋଇଥିବାବେଳେ ରବିବାର ସୁନିଆଠାରୁ ୬୮ ଅଙ୍କ ଏବଂ…
ଏଇ ଭାରତରେ
ମଣିଷ ମରିବା ପରେ ହିଁ ପିଣ୍ଡଦାନ ଶ୍ରାଦ୍ଧ ଆଦି କର୍ମ କରାଯାଏ। କିନ୍ତୁ ବଞ୍ଚିଥିବା ଲୋକଙ୍କର ଶ୍ରାଦ୍ଧ କରିବା କଥା କେବେ ଶୁଣିଛନ୍ତି! କିନ୍ତୁ ଏମିତି ଏକ ଶ୍ରାଦ୍ଧ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି ବିହାରର ବିଶ୍ୱନାଥ ରାୟ। ବଞ୍ଚି ଥାଉ…
ସ୍ବାଧୀନତା ସଂଗ୍ରାମରେ ଲୁଣିଆ ଗୁଳିକାଣ୍ଡ
ଭଦ୍ରକ ସବ୍ଡିଭିଜନରେ ହୋଇଥିବା ଲୁଣିଆ ଗୁଳିକାଣ୍ଡ ସ୍ବାଧୀନତା ସଂଗ୍ରାମର ଏକ ଅଭୁଲା ସ୍ମୃତି। ୧୯୪୨ ସେପ୍ଟେମ୍ବର ୧୬ରେ ତତ୍କାଳୀନ ବାଲେଶ୍ୱର ଜିଲାରେ ଘଟିଥିବା ଏହି ଦୁଃଖଦ ଘଟଣା ବ୍ରିଟିଶ ସରକାରଙ୍କ ବିରୋଧରେ ଲୋକଙ୍କୁ ଏକ୍ରତିତ କରିଥିଲା। ଏହି ଘଟଣାକୁ ଏତେବର୍ଷ ବିତିଯାଇଥିଲେ…
ବୁଲ୍ଡୋଜର ନ୍ୟାୟ ଉପରେ ସୁପ୍ରିମ୍ ବ୍ରେକ୍
ଗତ କିଛି ବର୍ଷ ଧରି ବୁଲ୍ଡୋଜର ଦେଶରେ ଆତଙ୍କର ଏକ ପ୍ରତୀକରେ ପରିଣତ ହୋଇଯାଇଛି। ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାନା, ଗୁଜରାଟ ଆଦିରେ ସେଠାକାର ସରକାରଗୁଡ଼ିକ ତଥାକଥିତ ତ୍ୱରିତ ନ୍ୟାୟ ପ୍ରଦାନ ନାଁରେ ବୁଲ୍ଡୋଜର ଲଗାଇ କଥିତ ଅଭିଯୁକ୍ତର ଘର ଓ ବସ୍ତି…
ଜନସାଧାରଣଙ୍କ କୋର୍ଟରେ ବଲ୍
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟ ୧୩ ସେପ୍ଟେମ୍ବରରେ ଦିଲ୍ଲୀ ଅବକାରୀ ନୀତି ନେଇ ମନି ଲ2ଣ୍ଡରିଂ ଅଭିଯୋଗ ସଂକ୍ରାନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ମାମଲାରେ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ଜେଲରୁ ମୁକ୍ତ ହେବା ପରେ ୧୫ ସେପ୍ଟେମ୍ବରରେ ସେ କହିଛନ୍ତି,…
ମନ୍ତ୍ରୀଙ୍କ ଘରେ ବିସ୍ଫୋରଣ
ଗୁଆହାଟୀ,୧୫ା୯: ମଣିପୁର ମନ୍ତ୍ରୀ ଖାସିମ୍ ବାଶୁମ୍ଙ୍କ ଉଖ୍ରୁଲ ଜିଲାର ହାମଲେଇଖୋଙ୍ଗ ଅଞ୍ଚଳରେ ଥିବା ଆବାସିକ କମ୍ପ୍ଲେକ୍ସରେ ବିସ୍ଫୋରଣ ଘଟିଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ପ୍ରାଣୀସମ୍ପଦ ଓ ପରିବହନ ବିଭାଗ ମନ୍ତ୍ରୀ ଥିବା ବାଶୁମ୍ ବିସ୍ଫୋରଣ ସମୟରେ ରାଜଧାନୀ ଇମ୍ଫାଲରେ ଥିଲେ।…
ସେଫ ସିଟି ଡ୍ରାଇଭ ଅଭିଯାନ ବେଳେ ପାରା ଅଲମ୍ପିଆନ ଖେଳାଳି ଧରାପଡିଲେ
ଭୁବନେଶ୍ୱର,୧୫ା୯(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ସେଫ ସିଟି ଡ୍ରାଇଭ ଅଭିଯାନକୁ ନେଇ ବ୍ଲକିଂ ଚେକିଂ ଚାଲିଥିଲା ବେଳେ ପାରା ଅଲମ୍ପିଆନ ପ୍ରମୋଦ ଭଗତଙ୍କ ଗାଡିକୁ ପୋଲିସ ଜବତ କରିଛି। ସେ ମଦ୍ୟପାନ କରି ଗାଡି ଓଲଟା ଚଲାଇବା ଅଭିଯୋଗରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ…
ଝାଟିମାଟି କୁଡ଼ିଆର ପଲିଥିନ ତଳେ ଅସହାୟ ବୃଦ୍ଧା
ବରଗଡ଼,୧୫।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଉପାନ୍ତ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବୁଙ୍ଗାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଶନିବାର ସାମ୍ନାକୁ ଆସିଛି। ଗ୍ରାମର ଚତୁର୍ଭୁଜ ମହାନନ୍ଦ(୭୦)ଙ୍କ ଶୁକ୍ରବାର ସନ୍ଧ୍ୟାରେ ଦେହାନ୍ତ ପରେ ମୃତଦେହ ସତ୍କାର ପାଇଁ ତାଙ୍କୁ ଚାରିକାନ୍ଧ ମିଳି ନ…

