ମୁମ୍ବାଇ ରାଲିରେ ସାମିଲ ହେବେ ନାହିଁ ମମତା, ଅଖିଳେଶ କି ଗାନ୍ଧୀ ପରିବାରର କୌଣସି ସଦସ୍ୟ
ନୂଆଦିଲ୍ଲୀ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୋଡ ଶୋ ଏବଂ ରାଲି ପରେ ଏବେ ବିରୋଧୀ ଇଣ୍ଡିଆ ଆଲାଏନ୍ସ ମଧ୍ୟ ଦେଶର ଆର୍ଥିକ ରାଜଧାନୀରେ ଏକ ମେଗା ରାଲି କରିବାକୁ ଯାଉଛି। ଏହି ରାଲିରେ ବିରୋଧୀ ଦଳର ଅନେକ ଷ୍ଟାଲପ୍ରଚାରକ ଏକାଠି ହେବେ।…
ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା
ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ ଓଡ଼ିଆ ଫିଲ୍ମ ଷ୍ଟାର ସବ୍ୟସାଚୀ ଓ ଅର୍ଚ୍ଚିତା ରୋଡ୍ ଶୋ’ କରି ନିର୍ବାଚନ ପ୍ରଚାର…
ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ: ଓହ୍ଲାଇଲେ ଯାତ୍ରୀ
ନୂଆଦିଲ୍ଲୀ,୧୬।୫: ଆଇଜିଆଇ ବିମାନ ବନ୍ଦରରେ ଦିଲ୍ଲୀ-ଭଡୋଦରା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ ଖେଳିଯାଇଛି। ଜଣେ କ୍ରୁ ସଦସ୍ୟ ବିମାନର ଶୌଚାଳୟରେ ବୋମା ଶବ୍ଦ ଲେଖାଥିବା ଏକ ଟିସୁ ପେପରକୁ ଦେଖିଲେ ଆତଙ୍କ ଖେଲିଥିବା ଜଣାପଡିଛି। ବୋମା ବିଷୟରେ ସୂଚନା ପାଇବା…
ରେକର୍ଡ ପ୍ରଫିଟ୍ ପରେ କର୍ମଚାରୀଙ୍କୁ ମାଲାମାଲ କଲା କମ୍ପାନୀ
ନୁଆଦିଲ୍ଲୀ, ୧୬।୫: ରେକର୍ଡ ପ୍ରଫିଟ ହାସଲ କରିବା ପରେ ସିଙ୍ଗାପୁର ଏୟାରଲାଇନ୍ ଏହାର କର୍ମଚାରୀଙ୍କୁ ୮ ମାସର ଦରମା ବୋନସ୍ ଆକାରରେ ଦେବାକୁ ଘୋଷଣା କରିଛି। କରୋନା ସମୟରେ କରିଥିବା ପରିଶ୍ରମ ପାଇଁ ୨୦୨୩ ରେ କମ୍ପାନୀ ୬.୬୫ ମାସର ବୋନସ୍…
ପ୍ରସିଦ୍ଧ ନିର୍ମାତାଙ୍କ ଝିଅ ସହ କାମ କରିବେ ଅମୀରଙ୍କ ପୁଅ
ମୁମ୍ବାଇ: ‘ମହାରାଜ’ ଏବଂ ସାଇ ପଲ୍ଲବୀଙ୍କ ସହିତ ଅନ୍ଟାଇଟେଲ୍ଡ ଫିଲ୍ମ ସମେତ ତାଙ୍କର ବହୁ ପ୍ରତୀକ୍ଷିତ ପ୍ରୋଜେକ୍ଟ ସମାପ୍ତ କରିବା ପରେ ଅମୀର ଖାନଙ୍କ ପ୍ରତିଭାବାନ ପୁଅ ଜୁନୈଦ ଖାନ ଅନ୍ୟ ଏକ ଫିଲ୍ମ କରିବାକୁ ପ୍ରସ୍ତୁତ ଅଛନ୍ତି। ଜୁନୈଦ ତାଙ୍କର…
ଅମିତ ଶାହାଙ୍କ ଚେତାବନୀ, ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କର ଓଲଟା ଲଟକେଇ..
ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବିହାରର ମଧୁବନୀରେ ଏକ ରାଲିରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଥିଲେ, ଏହାପୂର୍ବରୁ ଏହି ଅଞ୍ଚଳରେ ବହୁ ସଂଖ୍ୟାରେ ଗୋହତ୍ୟା ମାମଲା ରୁଜୁ ହୋଇଥିଲା। ଆପଣ…
୪ ଦିନ ୫ ମ୍ୟାଚ୍, ରୋଚକ ସ୍ଥିତିରେ ପ୍ଲେ ଅଫ୍ ରେସ୍: କିଏ ମାରିବ ବାଜି
ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ ଏକ ମଜାଦାର ପ୍ରତିଯୋଗିତା ଅଛି। ତେବେ ବର୍ତ୍ତମାନ ଗ୍ରୁପ ପର୍ଯ୍ୟାୟର ୫ଟି ମ୍ୟାଚ ବାକି…
ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…
ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ ଲେଖିଛନ୍ତି, ମୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମନେ କରଛି।…
ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍ ଦିଅନ୍ତୁ: ନଡ୍ଡା
ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍ ଦିଅନ୍ତୁ। ଓଡ଼ିଶା ଉପରେ ବହୁତ ଅତ୍ୟାଚାର…
ଅଭ୍ୟାସ ମ୍ୟାଚ୍ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video
ନୂଆଦିଲ୍ଲୀ,୧୬।୫: ଆଇପିଏଲ୍ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍ ରେସ୍ରୁ ପ୍ରଥମେ ବାଦ୍ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍ କେବଳ ଔପଚାରିକତା ବିଶିଷ୍ଟ ରହିବ। ଏହାପୂର୍ବରୁ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି। ଓ୍ବାଙ୍ଖଡେରେ ମୁମ୍ବାଇର…
‘ଇଣ୍ଡିଆ’ ମେଣ୍ଟ ସରକାର ଗଢିଲେ କିଏ ହେବେ ପ୍ରଧାନମନ୍ତ୍ରୀ? ମନର କଥା କହିଲେ ଦିଗବିଜୟ
ନୂଆଦିଲ୍ଲୀ,୧୬।୫: ଭୁପେଶ ବାଘେଲଙ୍କ ପରେ ବର୍ତ୍ତମାନ କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ମଧ୍ୟ ରାହୁଲ ରାଗ ଛାଡିଛନ୍ତି। ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ଭାବେ ବାଛିବା ପାଇଁ ଦିଗବିଜୟ ସିଂ ଭୁପେଶ ବାଘେଲଙ୍କ ବିବୃତ୍ତିକୁ ସମର୍ଥନ…
ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା
ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍ ଧରିଛି। ଗୁରୁବାର ବିଜେଡି ତରଫରୁ ଅନୁଷ୍ଠିତ ରାଲିରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ଯୋଡ଼ି ସବ୍ୟସାଚୀ ଓ…
Archives


