Home Left

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଭ୍ୟାନ୍‌ ଯୋଗେ ନେଉଥିବା ବେଳେ ଉତ୍ତ୍ୟକ୍ତ ଲୋକଙ୍କ ମଧ୍ୟରୁ କେହିଜଣେ ଟେକା ମାରିବା ଫଳରେ…

ଅମିତ ଶାହା କହିଲେ-”କେଜ୍‌ରିଓ୍ବାଲଙ୍କୁ ଦିଆଯାଇଛି ସ୍ବତନ୍ତ୍ର ଟ୍ରିଟ୍‌ମେଣ୍ଟ୍‌”, ପ୍ରତିକ୍ରିୟା ଦେଲେ ସୁପ୍ରିମକୋର୍ଟ

ନୁଆଦିଲ୍ଲୀ,୧ା୫: ଏଏପି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ବେଲ୍‌ ପ୍ରସଙ୍ଗରେ କେନ୍ଦ୍ର ସ୍ବରାଷ୍ଟ୍ର୍‌ମନ୍ତ୍ରୀ ଅମିତ ଶାହା ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେଇଛନ୍ତି ସୁପ୍ରିମକୋର୍ଟ। କେଜ୍‌ରିଓ୍ବାଲଙ୍କୁ ବେଲ୍‌ ମିଳିବାକୁ ଶାହା ସ୍ବତନ୍ତ୍ର ଟ୍ରିଟ୍‌ମେଣ୍ଟ କହିଥିଲାବେଳେ, କେର୍ଟ ତାଙ୍କ ରାୟର କୌଣସି ପ୍ରକାର ଆଲୋଚନାକୁ…

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି । ପୋଲସରା ତୋଟାସାହିର ଜଣଙ୍କ ଉପରକୁ ଗୋଟିଏ ରାଉଣ୍ଡ ଗୁଳିମାଡ ହୋଇଛି । ଗୁଳିମାଡର…

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। କହିରଖୁଛୁ କି, ଖଲ୍ଲିକୋଟର…

ଏବେ ଶ୍ରୀଲଙ୍କାରେ ବି ଚାଲିବ UPI

ନୂଆଦିଲ୍ଲୀ,୧୬।୫: ଏଣିକି ଶ୍ରୀଲଙ୍କାରେ ମଧ୍ୟ ଚାଲିବ ଫୋନ୍‌ ପେ’। କମ୍ପାନୀ ଲଙ୍କା ପେ’ ସହ ସହଭାଗିତା ଘୋଷଣା କରିଛି। ଏହାଦ୍ୱାରା ବ୍ୟବହାରକାରୀ ଶ୍ରୀଲଙ୍କାରେ ୟୁପିଆଇ ଯେଗେ ଟଙ୍କା ନେଣଦେଣ କରିପାରିବେ। ଫୋନ୍‌ ପେ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରିତେଶ କହିଛନ୍ତି, ଲଙ୍କା…

କେଜ୍‌ରିଓ୍ବାଲ୍‌ଙ୍କୁ ଆତ୍ମସମର୍ପଣ କରିବାକୁ ପଡ଼ିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ ଅବକାରୀ ନୀତି ମାମଲାରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆବେଦନ ଉପରେ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ମାମଲାର ଶୁଣାଣି କରି ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଦୀପଙ୍କର ଦତ୍ତ କହିଛନ୍ତି ଯେ, କେଜ୍‌ରିଓ୍ବାଲଙ୍କୁ ଜୁନ…

ନିର୍ଦ୍ଧାରିତ ସମୟ ପୂର୍ବରୁ କେରଳରେ ମୌସୁମୀର ଏଣ୍ଟ୍ରି, IMD ଦେଲା ସୂଚନା

ନୂଆଦିଲ୍ଲୀ,୧୬।୫: ଦକ୍ଷିଣ-ପଶ୍ଚିମ ମୌସୁମୀ ସମୟ ପୂର୍ବରୁ କେରଳ ପହଞ୍ଚିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ଅନୁସାରେ ମେ ୩୧ ତାରିଖ ପାଖାପାଖି ମୌସୁମୀ କେରଳ ପହଞ୍ଚିଯିବ। ଯାହାକୁ ନେଇ ଅନ୍ୟ ରାଜ୍ୟମାନଙ୍କରେ ମୌସୁମୀ ଗତିବିଧିକୁ ନେଇ ସୂଚନା ଜାରି କରାଯାଇଛି।…

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍‌ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର କରିବା ସହ ଭୋଟ୍‌ ଭିକ୍ଷା କରୁଛନ୍ତି। ଘରକୁ ଘର ଯାଇ ଭୋଟରମାନଙ୍କୁ ଭାଜପା ପୁସିଂ…

୧ ନଂ ଜୋନ୍‌ରେ ଜମୁଛି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ଗୁରୁବାର ୧ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ପ୍ରଥମେ କର୍ମୀମାନେ ଗହଲମୁଣ୍ଡା ଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେ ସମର୍ଥକଙ୍କ ସହ…

‘୫୬ ଇଞ୍ଚ ଛାତିରେ ସାହସ ନାହିଁ’, ଖୋଲା ବିତର୍କ ପ୍ରସଙ୍ଗରେ ମୋଦିଙ୍କୁ ଟାର୍ଗେଟ କଲେ ଜୟରାମ ରମେଶ

ନୂଆଦିଲ୍ଲୀ,୧୬।୫: ନିକଟରେ ଏକ ଚିଠିରେ ଦୁଇଜଣ ପୂର୍ବତନ ବିଚାରପତି ରାହୁଲ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବସାଧାରଣରେ ବିତର୍କ କରିବାକୁ କହିଥିଲେ। ଯାହା ଉପରେ ପ୍ରତିକ୍ରିୟା ଦେଇ ରାହୁଲ ଗାନ୍ଧୀ ଏଥିପାଇଁ ପ୍ରସ୍ତୁତ ଥିବା କହିଥିଲେ। ଯଦି ପ୍ରଧାନମନ୍ତ୍ରୀ ପ୍ରସ୍ତୁତ ଅଛନ୍ତି…

ଭାଜପା ସମର୍ଥକଙ୍କୁ ହତ୍ୟା: ଟାୟାର ଜାଳି ରାସ୍ତାରୋକୋ କଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଙ୍ଘର ଶ୍ରୀକୃଷ୍ଣ ଶରଣପୁର ଗ୍ରାମରେ ବୁଧବାର ରାତିରେ ପୋଷ୍ଟର ମାରିବାକୁ ନେଇ ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ହଣାହଣି ହୋଇ ଉଭୟ ପକ୍ଷର ୭ ଜଣ ଆହତ ହୋଇଥିଲେ।…

ଏହିଦିନ ପ୍ରଧାନମନ୍ତ୍ରୀ ମୋଦି ନେବେ ଅବସର: କେଜ୍‌ରିଓ୍ବାଲ କଲେ ପୂର୍ବାନୁମାନ

ଲକ୍ଷ୍ନୌ,୧୬।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ନିର୍ବାଚନ ପ୍ରଚାର ପାଇଁ ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ପହଞ୍ଚିଛନ୍ତି। ଇଣ୍ଡି ମେଣ୍ଟ ସଦସ୍ୟ ଅଖିଳେଶ ଯାଦବଙ୍କ ସହ ଏକ ଖବରଦାତା ସମ୍ମିଳନୀରେ ସେ ଭାଜପା ଉପରେ ବର୍ଷିଛନ୍ତି। କେଜ୍‌ରିୱାଲ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅବସର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri