Home Left

ଅମିତ ଶାହା ହେବେ ପ୍ରଧାନମନ୍ତ୍ରୀ, ୨ ମାସ ଭିତରେ ହଟିବେ ଯୋଗୀ

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିୱାଲ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିଷୟରେ ଏକ ବଡ଼ ଦାବି କରିଛନ୍ତି। କେଜ୍‌ରିୱାଲ କହିଛନ୍ତି ଯେ, ଯଦି ଭାଜପା ନିର୍ବାଚନରେ…

ଗଭୀର ହେଉଛି ଋଷ-ଚାଇନା ସମ୍ପର୍କ, ବିଭିନ୍ନ ଚୁକ୍ତିନାମାରେ କଲେ ସ୍ଵାକ୍ଷର

ବେଜିଂ,୧୬ା୫: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଉଭୟର ଦେଶର ୭୫ ବର୍ଷ ସମ୍ପର୍କ ପୂର୍ତ୍ତି ଅବସରରେ ବ୍ୟାପକ ରଣନୀତିକ ଭାଗିଦାରୀକୁ ଗଭୀର କରିବା ଉପରେ ମିଳିତ ବିବୃତ୍ତି ଜାରି କରିଛନ୍ତି। ଯାହାଦ୍ୱାରା ଦୁଇ ଦେଶ…

ବିପକ୍ଷର କୌଣସି ନେତା ମୋଦିଙ୍କ ସମକକ୍ଷ ହୋଇପାରିବେ ନାହିଁ: ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କଲେ ଆମେରିକୀୟ ବ୍ୟବସାୟୀ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହେଉଛନ୍ତି ଭାରତର ଏକମାତ୍ର ନେତା ଯିଏ ଭବିଷ୍ୟତ ବିଷୟରେ କହୁଛନ୍ତି। ବିରୋଧୀ ଦଳର କେହି ନାହାଁନ୍ତି ଯିଏ ମୋଦିଙ୍କ ଗତିଶୀଳତା ସହ ସମକକ୍ଷ ହୋଇପାରିବ। ଏକ ସାକ୍ଷାତକାରରେ ଭାରତ-ଆମେରିକୀୟ ବ୍ୟବସାୟୀ ସୁରେଶ ଭି ଶେନୋୟ ଏହା…

ବେଆଇନ ମହୁଲ ବୋଝେଇ ପିକଅପ ଭ୍ୟାନ ଜବତ: ୪ ଗିରଫ

ଦେବଗଡ଼,୧୬।୫(ଶଶାଙ୍କ ଶେଖର ଝାଙ୍କର):ଚୋରା ଚାଲାଣ ବେଳେ ଅବକାରୀ ବିଭାଗ ଚଢଉ କରି ଏକ ମହୁଲ ବୋଝେଇ ପିକଅପ୍‌ ଭ୍ୟାନକୁ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅବକାରୀ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ, ଦେବଗଡ…

ପୁଣି ଝାରସୁଗୁଡ଼ାରୁ ସେବା ଆରମ୍ଭ କଲା ଇଣ୍ଡିଗୋ

ଭୁବନେଶ୍ୱର,୧୬ା୫: ବୁଧବାର ଇଣ୍ଡିଗୋ ଏୟାର ଲାଇନ ଝାରସୁଗୁଡା ଏବଂ ଦିଲ୍ଲୀ ମଧ୍ୟରେ ଏହାର ସେବା ଆରମ୍ଭ ପୁନର୍ବାର କରିଛି। ଅପରାହ୍ନ ୩ ଟା ୨୦ ମିନିଟରେ ବିମାନ ଦିଲ୍ଲୀରୁ ବାହାରି ସନ୍ଧ୍ୟା ୫ଟା ୧୫ ମିନିଟରେ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ…

ଖଲ୍ଲିକୋଟରେ ରାଜନୈତିକ ହିଂସା: ୮ ଗିରଫ

ଖଲ୍ଲିକୋଟ,୧୬ା୫: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ବୁଧବାର ଦିନ ଗଞ୍ଜାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନିଜଣ ଗୁରୁତର ଆହତ ହୋଇଛନ୍ତି। ଯେଉଁଥିରେ ଖଲ୍ଲିକୋଟର ଶ୍ରୀକୃଷ୍ଣଶରଣପୁର ହିଂସାକାଣ୍ଡ ଘଟଣାରେ ୮…

ଧସିଲା ପଥର ଖାଦାନ: ଜଣେ ଶ୍ରମିକ ମୃତ, ଆହୁରି ଶ୍ରମିକ ଚାପି ରହିଥିବା ସନ୍ଦେହ

ଯାଜପୁର,୧୬।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁରରେ ଗୁରୁବାର ଏକ ଅଘଟଣ ଘଟିଛି। ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳା ପଥର ଖାଦାନରେ ପଥର ଓ ମାଟି ଧସି ଜଣେ ଶ୍ରମିକଙ୍କ ମୃତଦେହ ମିଳିଛି । ପଥର ତଳେ ବିଭିନ୍ନ ମେଶିନ ଓ ଆହୁରି ଶ୍ରମିକ…

ହୋଷ୍ଟ ଭାବେ ନୂଆ ଇନିଂସ ଆରମ୍ଭ କରିବେ ଧାଓ୍ବନ୍‌, କଲେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟର ଶିଖର ଧାଓ୍ବନ୍‌ ଆସନ୍ତା ୨୦ରେ ନୂଆ ଚାଟ୍‌ ଶୋ’ ସହ ହୋଷ୍ଟ ଭାବେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହାର ନା ରହିଛି ‘ଧାଓ୍ବନ୍‌ କରେଙ୍ଗେ’। ଶୋ’ରେ ଅକ୍ଷୟ କୁମାର, ହରଭଜନ ସିଂ, ତାପସୀ ପନ୍ନୁ, ଭୁବନ ବାମ୍‌…

ପାଇପ ଲାଇନ କାମବେଳେ ଖସିଲା ମାଟି ଅତଡା: ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଯାଜପୁର,୧୬।୫(ହର୍ଷବର୍ଦ୍ଧନ ବେହେରା):: ଯାଜପୁର ବିଞ୍ଝାରପୁର ଥାନା କପିଳା ପଞ୍ଚାୟତ ରାହାସ ଗାଁରେ ମାଟି ଅତଡା ଖସି ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାସହ ଜଣେ ଆହତ ହୋଇଛନ୍ତି। ପାଇପ ଲାଇନ କାମ ବେଳେ ମାଟି ଧସିବାରୁ ୩ ଶ୍ରମିକ ଚାପି ହୋଇଯାଇଥିଲେ।…

”ଟ୍ୟାକ୍ସ ଟଙ୍କାରେ ଦିଆଯାଉଛି ମାଗଣା ରାସନ, ଶ୍ରେୟ ନେବାକୁ ଚେଷ୍ଟା କରୁଛି ଭାଜପା”: ମାୟାବତୀ

ନୂଆଦିଲ୍ଲୀ,୧୬ା୫: ”ସାଧାରଣ ଲୋକଙ୍କ ଟଙ୍କାରେ ଦେଶର ଗରିବ ଲୋକଙ୍କୁ ମାଗଣା ରାସନ ଦିଆଯାଉଛି, କିନ୍ତୁ କେନ୍ଦ୍ରରେ ଭାଜପା ସରକାର ଏହାର ଶ୍ରେୟ ନେବାକୁ ଚେଷ୍ଟା କରୁଛି।” ଗୁରୁବାର ଏଭଳି ସାଙ୍ଘାତିକ ଅଭିଯୋଗ ଲଗାଇଛନ୍ତି ବହୁଜନ ସମାଜ ପାର୍ଟି (ବିଏସପି) ସୁପ୍ରିମୋ ମାୟାବତୀ।…

ଭାରତ ଚନ୍ଦ୍ରରେ ପହଞ୍ଚିଲାଣି, ଆମ ପିଲା ଖାଲରେ ପଡ଼ି ମରୁଛନ୍ତି: ଭାରତକୁ ହୃଦୟ ଖୋଲି ପ୍ରଶଂସା କଲେ ପାକିସ୍ତାନ ସାଂସଦ

ଇସଲାମାବାଦ୍‌,୧୬।୫: ପାକିସ୍ତାନର ସାଂସଦ ସୟଦ ମୁସ୍ତାଫା କମଲ ଭାରତକୁ ହୃଦୟ ଖୋଲି ପ୍ରଶଂସା କରିଛନ୍ତି। ପାକିସ୍ତାନୀ ସାଂସଦ କହିଛନ୍ତି, ଗୋଟିଏ ପଟେ ଖାଲରେ ପଡି ପିଲାମାନେ ମରୁଛନ୍ତି, ଅନ୍ୟ ପଟେ ଭାରତ ଚନ୍ଦ୍ରରେ ପହଞ୍ଚିଛି। ପାକିସ୍ତାନର ରାଜନୈତିକ ଦଳ ମୁତାହିଦା କୌମି…

ରାଜଧାନୀରେ ନଡ୍ଡାଙ୍କ ମେଗା ରୋଡ ଶୋ’: ହଜାର ହଜାର କର୍ମୀଙ୍କ ଭିଡ଼

ଭୁବନେଶ୍ୱର,୧୬।୫: ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନେତାମାନେ ଓଡ଼ିଶାରେ ଡେରା ପକାଇଛନ୍ତି। ଏହି କ୍ରମରେ ଗୁରୁବାର ଭାଜପାର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଭୁବନେଶ୍ୱରଠାରେ ଅନୁଷ୍ଠିତ ଏକ ରୋଡ ଶୋ’ କାର୍ଯ୍ୟକ୍ରମରେ ଯୋଗଦେବା ଦେଇଛନ୍ତି। ଏମ୍‌ପି ପ୍ରାର୍ଥୀ ଅପରାଜିତ ଷଡଙ୍ଗୀ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri