ନବୀନଙ୍କ ଉପରେ ଖୁବ୍ ବର୍ଷିଲେ ଶାହା
ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାର ବିରୋଧରେ ବର୍ଷିଥିଲେ। ଶାହା କହିଛନ୍ତି, ଭାଜପା…
କଟକରେ ଶାହାଙ୍କ ରୋଡ୍ ଶୋ’
କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ…
ଏହି ଜମା ଉପରେ ସୁଧ ହାର ବଢ଼ାଇଲା ଏସବିଆଇ
ମୁମ୍ବାଇ,୧୫ା୫: ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ବୁଧବାର, ନିର୍ଦ୍ଦିଷ୍ଟ ସ୍ଥିର ଜମା (ଏଫଡି) ଉପରେ ସୁଧ ହାରକୁ ୨୫-୭୫ ଆଧାର ପଏଣ୍ଟ କିମ୍ବା ୦.୨୫% -୦.୭୫% ପର୍ଯ୍ୟନ୍ତ ବୃଦ୍ଧି କରିଛି। ୨ କୋଟି ଟଙ୍କାରୁ କମ୍ ଜମା ଉପରେ ଏହି…
ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା, ପାଣିପାଗ କେନ୍ଦ୍ରର ସୂଚନା
ଭୁବନେଶ୍ୱର,୧୫ା୫: ରାଜ୍ୟରେ ଆସନ୍ତା ଦୁଇଦିନପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅର୍ଥାତ ମେ ୧୮ ଏବଂ ୧୯ ରେ ଓଡ଼ିଶାର ଅନେକ ଜିଲାରେ ହିଟ୍ୱେଭ୍ ସ୍ଥିତି…
ରାହୁଲ ଦ୍ରାବିଡଙ୍କ ପରେ କିଏ ହେବେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍? ରେସ୍ରେ ୩ କ୍ରିକେଟର
ନୂଆଦିଲ୍ଲୀ,୧୫।୫: ଭାରତରେ ଏବେ ଚାଲିଛି ଆଇପିଏଲ କ୍ରେଜ । ଏହା ପରେ ପରେ ଆରମ୍ଭ ହୋଇଯିବ ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ । T20 ବିଶ୍ବକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି । ତେବେ ଏହାରି ମଧ୍ୟରେ ଏକ…
”ନବୀନ ବାବୁ ଆଉ ଆସିବାର ନାହିଁ”: ଅମିତ ଶାହା
ସୋରଡ଼ା,୧୫ା୫: ବୁଧବାର ଓଡିଶା ଗସ୍ତରେ ଆସି ବିଜୁ ଜନତା ଦଳ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ଓଡ଼ିଶାରେ ଚାଷୀ ବିକ୍ରି କରୁଥିବା ଧାନର ଦରଠାରୁ ଆରମ୍ଭ କରି କେନ୍ଦ୍ର ସରକାର ଦେଉଥିବା…
ଏହି ଯୁବତୀଙ୍କ ଡିମାଣ୍ଡ ଶୁଣି ତରଳିଗଲେ ଗୌତମ ଗମ୍ଭୀର, ହସିକରି କହିଲେ ଏମିତି…
ନୂଆଦିଲ୍ଲୀ,୧୫।୫: ଆଇପିଏଲ୍ ୨୦୨୪ରେ କୋଲକାତା ନାଇଟ୍ ରାଇଡର୍ସ ଟିମ୍ ଜବରଦସ୍ତ ପ୍ରଦର୍ଶନ କରୁଛି। ଦଳ ୧୩ରୁ ୯ ମ୍ୟାଚ୍ରେ ବିଜେତା ହୋଇଛି। ଫଳରେ କେକେଆର୍ ପ୍ରଥମ ଦଳ ଭାବେ ପ୍ଲେଅଫ୍ ଲାଗି ଯୋଗ୍ୟତା ହାସଲ କରିନେଇଛି। ଏମିତିରେ ଦଳର ପ୍ରଦର୍ଶନର ଶ୍ରେୟ…
ନିଜକୁ ଗୁଳି କରି ଆତ୍ମହତ୍ୟା କଲେ ସଚିନ ତେନ୍ଦୁଲକରଙ୍କ ବଡିଗାର୍ଡ, ପୋଲିସର ତନାଘନା
ନୂଆଦିଲ୍ଲୀ,୧୫।୫: ଭାରତର ପୂର୍ବତନ ଭେଟେରାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ସୁରକ୍ଷାରେ ନିୟୋଜିତ ଜଣେ ଯବାନ ନିଜକୁ ଗୁଳିକରିଛନ୍ତି। ଏହି ଘଟଣାରେ ବଡିଗାର୍ଡଙ୍କ ମୃତ୍ୟୁ ଘଟିଛି। ତେବେ ସେ ଛୁଟିରେ ନିଜ ଘରକୁ ଯାଇଥିଲେ। ସେଠାରେ ସେ ମଙ୍ଗଳବାର ବିଳମ୍ବିତ ରାତିରେ ନିଜକୁ…
୭ ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଜୋର୍ଦାର
ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): ବୁଧବାର ୭ଟି ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଜୋର୍ଦାର କରିଛି ବିଜେଡି। ପ୍ରଥମେ କର୍ମୀମାନେ ବିଦ୍ୟାଧରପୁର ବଜାରଠାରେ ଏକଜୁଟ୍ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ସମର୍ଥକଙ୍କ ସହ ହଦଗଡ଼, ବାଲିବରେଇ, ବାଙ୍ଗୋର,ସୋସୋ, କେ. ବାଲିପାଳ, ପଢ଼ିଆରିପଲ୍ଲୀ,…
‘ଆମେ ୧୦ କିଲୋ ରାଶନ ଦେବୁ’
ନୂଆଦିଲ୍ଲୀ,୧୫।୫: ଦେଶରେ ଲୋକ ସଭା ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଶେଷ ହୋଇଛି। ଆଉ ୩ ପର୍ଯ୍ୟାୟର ଭୋଟିଂ ବାକି ଅଛି। ଏମିତିରେ ସମସ୍ତ ଦଳ ପକ୍ଷରୁ ପ୍ରଚାର ଜୋରଦାର କରାଯାଉଛି। ତେବେ ୫ମ ପର୍ଯ୍ୟାୟ ଭୋଟିଂ ପୂର୍ବରୁ ଲକ୍ଷ୍ନୌରେ ‘ଇଣ୍ଡିଆ’ ମେଣ୍ଟ…
ଦାନା ବାନ୍ଧୁଛି ବଡ଼ ଲଘୁଚାପ! ଏହି ସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୫।୫: ରାଜ୍ୟରେ ଆହୁରି ଦୁଇ ଦିନ ରହିବ କାଳବୈଶାଖୀ ପ୍ରଭାବ । ଫଳରେ ଆଜି କେତେକ ଜିଲାରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାୟଗଡ଼ା, ସୋନପୁର, ବୌଦ୍ଧ ଓ ଦେବଗଡ଼କୁ ଛାଡ଼ିଦେଲେ ଅନ୍ୟ ସମସ୍ତ ଜିଲାକୁ ବର୍ଷା ପାଇଁ…
ଉତ୍କଣ୍ଠା ବଢ଼ାଇଲା ‘ଚନ୍ଦୁ ଚାମ୍ପିୟନ’; କାର୍ତ୍ତିକଙ୍କୁ ଚିହ୍ନିବା ହେଉଛି ମୁସ୍କିଲ
ବମ୍ବେ: ରିଲିଜ ହୋଇଛି ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଅପକମିଂ ଫିଲ୍ମ ‘ଚନ୍ଦୁ ଚାମ୍ପିୟନ’ର ନୂଆ ପୋଷ୍ଟର। ଏଥିରେ ଅଭିନେତାଙ୍କ ଲୁକ୍ ପ୍ରଶଂସକଙ୍କ ହୃଦୟ ଜିତୁଛି। କାରଣ ଚେହେରାଠାରୁ ଆରମ୍ଭ କରି ପୁରା ଶରୀର ଉପରେ ସେ କାମ କରିଛନ୍ତି। ସେ…
Archives


