Home Left

ଏମିତି ଚମତ୍କାର କ୍ୟାଚ୍‌ ଧରିଲେ ରାହୁଲ, ଛିଡାହୋଇ କରତାଳି ଦେଲେ ମାଲିକ

ନୂଆଦିଲ୍ଲୀ,୧୫।୫: ଲକ୍ଷ୍ନୌ ସୁପର ଜିଆଣ୍ଟସ କେ.ଏଲ ରାହୁଲଙ୍କ ଅଧିନାୟକତ୍ୱରେ ଆଉ ଏକ ମ୍ୟାଚ ହାରିଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଲକ୍ଷ୍ନୌ କ୍ରମାଗତ ତୃତୀୟ ପରାଜୟର ସମ୍ମୁଖୀନ ହୋଇଥିଲା। ଲକ୍ଷ୍ନୌ ଦଳ ହୁଏତ ମ୍ୟାଚ ହାରିଥାଇପାରେ, କିନ୍ତୁ ଅଧିନାୟକ କେ.ଏଲ…

୧ କୋଟି ୭୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

ବୌଦ୍ଧ,୧୫ା୫( ଅଜିତ କୁମାର ବାରିକ ): ବୌଦ୍ଧ ଥାନା ବଘିଆପଡା ଫାଣ୍ଡି ଅଞ୍ଚଳରେ ଜଙ୍ଗଲ ମଧ୍ୟରେ ରଖା ଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜିଲା ଅବକାରୀ ବିଭାଗ ପକ୍ଷରୁ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୭୫…

କୋହଲିଙ୍କ ବଡ ରେକର୍ଡ ଭାଙ୍ଗିଦେଲେ ପାକିସ୍ତାନ ଅଧିନାୟକ

ଡବଲିନ୍‌,୧୫।୫: ଆୟର୍ଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ ଜିତି ସିରିଜ କବ୍‌ଜା କରିଛି ପାକିସ୍ତାନ। ଡବଲିନ୍‌ରେ ଖେଳାଯାଇଥିବା ମ୍ୟାଚରେ ପାକିସ୍ତାନ ଆୟର୍ଲାଣ୍ଡକୁ ୬ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ପାକିସ୍ତାନ ୨-୧ରେ ସିରିଜ ଜିତିଛି। ତୃତୀୟ ଟି-୨୦ରେ…

ନିର୍ମାଣ ଆରମ୍ଭରୁ ବିଭ୍ରାଟ

ଖଇରା,୧୫।୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଓ ଔପଦା ୨ ବ୍ଲକକୁ ସଂଯୋଗ କରୁଥିବା ଖଇରା-ଭଞ୍ଜପଦା ଗ୍ରାମ୍ୟ ଉନ୍ନୟନ ରାସ୍ତା କାମ ଆରମ୍ଭ ହୋଇଛି  । ତେବେ ରାସ୍ତା ନିର୍ମାଣକୁ ନେଇ ରାସ୍ତା ସଂଲଗ୍ନ ଗ୍ରାମଗୁଡିକର ଅଧିବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ…

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଜୀବନ୍ତ ଜଳିଗଲେ ୬ ଲୋକ

ନୂଆଦିଲ୍ଲୀ,୧୫।୫: ଆନ୍ଧ୍ରପ୍ରଦେଶର ବାପାଟଲା ଜିଲାର ହାଇଦ୍ରାବାଦ-ବିଜୟୱାଡା ରାଜପଥରେ ବୁଧବାର ସକାଳେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟି ୬ ଜଣଙ୍କର ମୃତ୍ୟୁ ଘଟିଛି। ବାପାଟଲା ଠାରୁ ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦ ଅଭିମୁଖେ ଯାଉଥିବା ଏକ ବସ ଟ୍ରକ ସହିତ ମୁହାଁମୁହିଁ ଧକ୍କା…

ଘର ଘର ବୁଲି ପ୍ରଚାର କରୁଛନ୍ତି ନିରଞ୍ଜନ

ବନ୍ତ,୧୫।୫(ହରି ନାରାୟଣ ମହାନ୍ତି): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର କଂଗ୍ରେସ ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଘର ଘର ବୁଲି ପ୍ରଚାର ଜୋରଦାର କରିଛନ୍ତି। ମଙ୍ଗଳବାର ବନ୍ତ ପଞ୍ଚାୟତ ରଘୁନାଥପୁର ତାରିଣୀ ମନ୍ଦିରରୁ ପୂଜାର୍ଚ୍ଚନା କରିବା ପରେ ସେ ରଘୁନାଥପୁର,…

ଚାଇନାକୁ ବଡ଼ ଝଟ୍‌କା ଦେଲା ଆମେରିକା

ଓ୍ବାଶିଂଟନ୍‌,୧୫।୫: ଚାଇନାର ଉତ୍ପାଦ ଉପରେ ଆମେରିକା ଭାରି ଟିକସ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି। ଏଥିରେ ଇଲେକ୍ଟ୍ରିକ ଯାନ, ବ୍ୟାଟେରୀ, ଷ୍ଟିଲ, ସୌର ସେଲ୍‌ ଏବଂ ଆଲୁମିନିୟମ ସାମିଲ ଅଛି। ବୈଦ୍ୟୁତିକ ଯାନ ଉପରେ ୧୦୦ ପ୍ରତିଶତ, ସେମିକଣ୍ଡକ୍ଟର ଉପରେ ୫୦ପ୍ରତିଶତ…

୧୦୫ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ତିହିଡ଼ି,୧୫।୫ (ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ୧୦୫ଟି ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ବିଭିନ୍ନ କାରଣ ନେଇ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ହୋଇପାରି ନ ଥିବାବେଳେ ଶିକ୍ଷାଦାନରେ ସମସ୍ୟା ଉପୁଜୁଛି। କେଉଁଠି ଅଙ୍ଗନଓ୍ବାଡି…

ଚିନ୍ମୟ ଏସିଆନ ଟାଏକୋଣ୍ଡୋ ଜାତୀୟ ଦଳର କୋଚ୍‌ ଭାବେ ମନୋନୀତ

ଭଦ୍ରକ,୧୫।୫ (ସନାତନ ରାଉତ): ଭିଏତ୍‌ନାମର ଦାନାଙ୍ଗଠାରେ ଆୟୋଜିତ ଏସିଆନ ଟାଏକୋଣ୍ଡୋ ପ୍ରତିଯୋଗିତା ପାଇଁ ଜାତୀୟ ଦଳର କୋଚ୍‌ ଭାବେ ଓଡ଼ିଶା ଟାଏକୋଣ୍ଡୋର ସମ୍ପାଦକ ଭଦ୍ରକ ଜିଲା ବନ୍ତ ବ୍ଲକର ଚିନ୍ମୟ ବେହେରା(୩୬) ମନୋନୀତ ହୋଇଛନ୍ତି। ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି…

୧୮୦୦ ଫୁଟ୍‌ ଗଭୀର ଖାଦାନରେ ଫସିଗଲେ ୧୪ ଅଧିକାରୀ

ନୂଆଦିଲ୍ଲୀ,୧୩।୫: ରାଜସ୍ଥାନର ଝୁନୁଝୁନ୍‌ ଜିଲାର ଏକ ଖଣିରେ ହିନ୍ଦୁସ୍ତାନ କପର୍‌ ଲିମିଟେଡ୍‌ର ୧୪ ଜଣ ଅଧିକାରୀ ଏବଂ ସଦସ୍ୟମାନେ ୧୮୦୦ ଫୁଟ୍‌ ଗଭୀର ଖାଦାନରେ ଫସି ରହିଛନ୍ତି। କର୍ମଚାରୀମାନଙ୍କୁ ଭିତରକୁ ଓ ବାହାରକୁ ପରିବହନ ପାଇଁ ବ୍ୟବହୃତ ଭର୍ଟିକାଲ ଲିଫ୍ଟରେ ତ୍ରୁଟି…

ଭାଜପା ପ୍ରାର୍ଥୀଙ୍କଠାରୁ ୫ ଲକ୍ଷ ଦାବିକଲେ ୨ ଯୁବକ

ଖୋର୍ଦ୍ଧା,୧୫ା୫(ପ୍ରଭାତ ପାଣିଗ୍ରାହୀ):ପୁରୀ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ଭାଜପା ପ୍ରାର୍ଥୀଙ୍କ ବାଇକ୍‌ ଶୋଭାଯାତ୍ରା ଚାଲିଥିବା ବେଳେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବ୍ରଜରାଜପୁର ଗ୍ରାମଠାରେ ଦୁଇଜଣ ଯୁବକ ହଠାତ୍‌ ପ୍ରଚାର ଗାଡ଼ିକୁ ଅଟକାଇବା ସହ ଲୋକ ସଭା ପ୍ରାର୍ଥୀ…

୧୫ ଲକ୍ଷ ଭଳି ମହିଳାଙ୍କ ନିକଟକୁ ୫୦ ହଜାର ଟଙ୍କାର ଭାଉଚର ଆସିବ

ଅନୁଗୋଳ,୧୫।୫(ଅମିତ କୁମାର ସାମଲ):ଅନୁଗୋଳ ଗସ୍ତରେ ଆସିଥିବା ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଶୈଳଶ୍ରୀକ୍ଷେତ୍ରରେ ଜଗନ୍ନାଥ ଓ ଏହାପରେ ମା’ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରିଥିଲେ। ପରେ ସ୍ଥାନୀୟ ସଭାଘର ଠାରେ ଆୟୋଜିତ ଅଭିଯୋଗ ଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri