Home Left

କୋଚ୍‌ ଦୌଡ଼ରେ ଲକ୍ଷ୍ମଣ, ଲାଙ୍ଗର, ଗମ୍ଭୀର

ନୂଆଦିଲ୍ଳୀ୍‌,୧୫ା୫: ଆସନ୍ତା ଟି୨୦ କ୍ରିକେଟ ବିଶ୍ୱକପ୍‌ ଶେଷ ହେବା ସହ ଭାରତୀୟ ଦଳର ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହେବ। ଡ୍ରାଭିଡ୍‌ଙ୍କ ସ୍ଥାନରେ ପୂର୍ବତନ ଭାରତୀୟ କ୍ରିକେଟର ତଥା ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ) ମୁଖ୍ୟ ଭି.ଭି.ଏସ୍‌. ଲକ୍ଷ୍ମଣଙ୍କୁ…

ଷ୍ଟବ୍ସ, ପୋରେଲଙ୍କ ଅର୍ଦ୍ଧଶତକ

ନୂଆଦିଲ୍ଲୀ,୧୫ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସର ଟ୍ରିଷ୍ଟାନ ଷ୍ଟବ୍ସ ଓ ଅଭିଷେକ ପୋରେଲ। ଉଭୟ ଖେଳାଳିଙ୍କ ଅର୍ଦ୍ଧଶତକ ବଳରେ ଦିଲ୍ଲୀ ନିର୍ଦ୍ଧାରିତ ଓଭରରେ ୪ ଉଇକେଟରେ ୨୦୮ ରନ୍‌…

ମହିଳା ପୋଲ୍‌ଭଲ୍ଟରେ ରୋଜିଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୫।୫(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ୨୭ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ତୃତୀୟ ଦିବସରେ ଅନୁଷ୍ଠିତ ମହିଳା ପୋଲଭଲ୍ଟ ଫାଇନାଲରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ତାମିଲନାଡ଼ୁର ରୋଜି ମୀନା ପଲରାଜ। ସେ ୪.୦୫ ମିଟର କ୍ଲିୟର…

ବେଦାନ୍ତ ଆଲୁମିନିୟମକୁ ସିଓସି ପ୍ରମାଣପତ୍ର

ଭୁବନେଶ୍ୱର,୧୫।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମର ଝାରସୁଗୁଡା ୟୁନିଟକୁ ନିକଟରେ ଆଉ ଏକ ମାନ୍ୟତା ଓ ଚେନ୍‌ ଅଫ୍‌ କଷ୍ଟୋଡି (ସିଓସି) ସାର୍ଟିଫିକେଶନ ବା ପ୍ରମାଣପତ୍ର ଦିଆଯାଇଛି। ଏପରିକି ଓଡ଼ିଶାର ଝାରସୁଗୁଡାସ୍ଥିତ କମ୍ପାନୀର ସ୍ପେଶାଲ ଇକୋନୋମିକ୍‌ ଜୋନ୍‌…

ନିଯୁକ୍ତି ପ୍ରକ୍ରିୟାରେ ବିଜିୟୁର ଉତ୍ତମ ପ୍ରଦର୍ଶନ

ଭୁବନେଶ୍ୱର,୧୫।୫: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନିଯୁକ୍ତି ପ୍ରକ୍ରିୟାରେ ବିର୍ଲା ଗ୍ଲୋବାଲ ୟୁନିଭରସିଟି(ବିଜିୟୁ)ର ଉତ୍ତମ ପ୍ରଦର୍ଶନ ଜାରି ରହିଛି। ବିଜିୟୁର ପ୍ଲେସମେଣ୍ଟ ବିଭାଗ ବିଭିନ୍ନ କ୍ଷେତ୍ରକୁ ବିସ୍ତାର କରୁଥିବା ବେଳେ ନିଯୁକ୍ତି ପ୍ରୋଫାଇଲ ସହ ଜଡିତ ହୋଇଛି। ବିଜିୟୁ…

ପ୍ରାର୍ଥୀ କିଏ ଆମେ ଜାଣିନୁ

ଭୁବନେଶ୍ୱର,୧୫ା୫(ଅନିଲ ଦାସ):କେଉଁ ଦଳର କିଏ ଏମ୍‌ପି ଓ ବିଧାୟକ ପ୍ରାର୍ଥୀ ଆମେ ତାଙ୍କ ନଁା ଜାଣିନୁ। ଚିହ୍ନ ଦେଖି ଭୋଟ ଦେଉଛୁ। ଏଥର ବି ଦେବୁ। ଆମକୁ ଯିଏ ଚାଉଳ, ଭତ୍ତା ଦେଉଛି, ଆମେ ତାଙ୍କୁ ଭୋଟ ଦେଉଛୁ। ଏଥର ବି…

ବଜାରରେ ମାରୁତି ସୁଜୁକିର ଏପିକ୍‌ ନ୍ୟୁ ସୁ୍‌ଇଫ୍ଟ

ଭୁବନେଶ୍ୱର,୧୫।୫(ଅଭୟ ଦାଶ): ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ ବା ଏମ୍‌ଏସଆଇଏଲ୍‌ର ବହୁ ପ୍ରତୀକ୍ଷିତ ତଥା ୪ର୍ଥ ପିଢ଼ିର ନୂତନ ମଡେଲ ‘ଏପିକ୍‌ ନ୍ୟୁ ସୁଇଫ୍ଟ’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ସହ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏମଏସଆଇଏଲ ସ୍ବୀକୃତିପ୍ରାପ୍ତ…

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୧୫।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ (ଜେଏସ୍‌ଏଲ୍‌)ନିକଟରେ ଆଉ ଏକ ସଫଳତା ସହ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କମ୍ପାନୀ ଉଚ୍ଚ ଶକ୍ତିସମ୍ପନ୍ନ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଟେମ୍ପର୍ଡ୨୦୧ଏଲଏନ୍‌ ଗ୍ରେଡ୍‌ର ବିକଶିତ କରାଇଛି, ଯାହା…

ଚୋରି ପାଇଁ ୨୦୦ ଥର ବିମାନ ଯାତ୍ରା

ନୂଆଦିଲ୍ଲୀ, ୧୫ା୫:୧୧୦ ଦିନରେ ୨୦୦ ଥର ବିମାନ ଯାତ୍ରା କରି ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କରିଥିବା ଏକ ହାଇ ପ୍ରୋଫାଇଲ ଚୋରକୁ ମଙ୍ଗଳବାର ଦିଲ୍ଲୀ ପୋଲିସ ଧରିବାରେ ସଫଳ ହୋଇଛି। ସାଧାରଣତଃ ବିମାନ ଯାତ୍ରାରେ ସାମଗ୍ରୀ ଅଧିକ ସୁରକ୍ଷିତ ବୋଲି…

ପ୍ରତି ଘରେ ଇଣ୍ଟରନେଟ୍‌ ପାଇଁ ଖର୍ଚ୍ଚ ହେବ ୪.୨ ଟ୍ରିଲିୟନ୍‌

ଭୁବନେଶ୍ୱର,୧୫।୫(ଅନୁରାଧା ମହାରଣା): ଭାରତରେ ଡିଜିଟାଲ ବିପ୍ଳବ ଅନେକ କ୍ଷେତ୍ରକୁ ଦ୍ରୁତ ଗତିରେ ଅଗ୍ରଗତି କରିବାରେ ସାହାଯ୍ୟ କରିଛି। ଶସ୍ତାରେ ଉପଲବ୍ଧ ହେଉଥିବା ଡାଟା ଦ୍ୱାରା ଗ୍ରାହକ ମଧ୍ୟ ଉପକୃତ ହୋଇଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରତ୍ୟେକ ଗ୍ରାମକୁ ବ୍ରଡବ୍ୟାଣ୍ଡ ସଂଯୋଗ ପାଇଁ ଉଦ୍ୟମ…

ଆଜି ଆସୁଛନ୍ତି ରାହୁଲ, ଶାହା, ନଡ୍ଡା

ଭୁବନେଶ୍ୱର,୧୫ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ବୁଧବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେହିପରି…

ଏକମାତ୍ର ଗ୍ୟାରେଣ୍ଟି ‘ମୋଦି ଜିତିବେନି’

କଲ୍ୟାଣୀ,୧୫ା୫: ଚଳିତ ଲୋକ ସଭା ନିର୍ବାଚନରେ ‘ଇଣ୍ଡିଆ’ ବ୍ଲକ୍‌ ୩୦୦ ଆସନ ଦଖଲ କରି ସରକାର ଗଢ଼ିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥର କ୍ଷମତାକୁ ଫେରିପାରିବେ ନାହିଁ। ସେ ତୃତୀୟ ଥର ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ। ଏହା ଏକମାତ୍ର ଗ୍ୟାରେଣ୍ଟି ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri