ଭୟାବହ ଧୂଳିଝଡ: ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି
ମୁମ୍ବାଇ,୧୪ା୫:ମୁମ୍ବାଇରେ ସୋମବାର ଅପରାହ୍ନରେ ଭୟାବହ ଧୂଳିଝଡ଼ରେ ୧୪ ଜଣଙ୍କ ମୃତ୍ୟୁ ଘଟିବା ସହ ୭୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରଯାଇଛି। ଘାଟକୋପର ଅଞ୍ଚଳରେ ଏକ ପେଟ୍ରୋଲ ପମ୍ପ୍ ନିକଟରେ ଲାଗିଥିବା ୧୦୦ ଫୁଟ୍ ଉଚ୍ଚତା ବିଶିଷ୍ଟ…
ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୧୩ା୫: ରାଜ୍ୟ ସଭା ସଦସ୍ୟ ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ କ୍ୟାନ୍ସରରେ ପୀଡ଼ିତ ଥିବା ଗତ ମାସରେ ଜଣାପଡ଼ିଥିଲା। ଏନେଇ ସେ ଲୋକ ସଭା ନିର୍ବାଚନରେ ଭାଗନେବାକୁ…
ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର-ପ୍ରଦୀପ ପାଣିଗ୍ରାହୀ ହାତାହାତି
ବ୍ରହ୍ମପୁର,୧୩।୫: ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଏବଂ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଛନ୍ତି। ଗୋଷାଣୀ ନୂଆଗାଁ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ମୁହଁମୁହିଁ ହୋଇଛନ୍ତି। ଏହି ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା ମିଳିଛି।…
ଭୋଟ ଦେଇ ଫେରୁଥିଲେ କୋଟିଆ ଭୋଟର: ବାଟରେ ଘଟିଲା ଦୁର୍ଘଟଣା
ପଟ୍ଟାଙ୍ଗି,୧୩।୫(ଶରତ ଧଳ): ରାଜ୍ୟରେ ଲୋକସଭା ଏବଂ ବିଧାନସଭାର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ମତଦାନ କରି ଘରକୁ ଫେରୁଥିବା ବେଳେ ଏକ ମିନିବସ୍ ଦୁର୍ଘଟଣାର ଶିକାର ହୋଇଛି। ଦୁର୍ଘଟଣାରେ କୋଟିଆର କେତେକ ଭୋଟର୍ ଆହତ ହୋଇଥିବା ଜଣାପଡିଛି।…
କଂଗ୍ରେସର ଗ୍ୟାରେଣ୍ଟି ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିବ: ଏଭଳି କିଛି ପ୍ରତିଶ୍ରୁତି ଦେଲେ ସୋନିଆ
ନୂଆଦିଲ୍ଲୀ,୧୩ା୫ : ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସର ଇସ୍ତାହାରରେ ଦିଆଯାଇଥିବା ଗ୍ୟାରେଣ୍ଟିଗୁଡ଼ିକ ଲୋକମାନଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିବ ବୋଲି ଦଳର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ପ୍ରତିଶ୍ରୁତି ଦେଇଛନ୍ତି। କଂଗ୍ରେସ ପକ୍ଷରୁ ସୋସିଆଲ ମିଡିଆରେ ଶେୟାର ହୋଇଥିବା ଏକ…
ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଚାଲିଗଲା ୨ ନାବାଳକଙ୍କ ଜୀବନ
ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ କ୍ଷେତରେ ଖଞ୍ଜା ଯାଇଥିବା ୟୁଜିବି ଲ୍ୟାଣ୍ଡମାଇନ୍ ସଂସ୍ପର୍ଶରେ ଆସି ସୋମବାର ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୋଡଗା ଗ୍ରାମର ଲକ୍ଷ୍ମଣ ଓୟାମ (୧୩) ଓ ବେଟି ଓୟାମ (୧୧)। ମିଳିଥିବା ସୂଚନା…
ବୋଲେରୋରୁ ମିଳିଲା ୨ଲକ୍ଷ ୬୪ ହଜାରରୁ ଅଧିକ ଟଙ୍କା
ବାରିପଦା,୧୨।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ଶାମାଖୁଣ୍ଟା ବ୍ଳକ ରଙ୍ଗମାଟିଆ ଛକରୁ ଏକ ବୋଲେରୋ ଗାଡିରୁ ବିପୁଳ ପରିମାଣର ଟଙ୍କା ଜବତ କରାଯାଇଛି । ୪ ନମ୍ବର ଫ୍ଲାଇଂ ସ୍କ୍ବାଡ୍ ଅଧିକାରୀମାନେ ଯାଞ୍ଚ କରିବା ସମୟରେ…
କୋଟିଆରେ ୭୬.୫୩ ପ୍ରତିଶତ ମତଦାନ: ଭୋଟରଙ୍କ ପାଇଁ ତତ୍ପରତା ଦେଖାଇଲା ଓଡ଼ିଶା, ଆନ୍ଧ୍ର
ପଟ୍ଟାଙ୍ଗି,୧୩ା୫(ଶରତ ଧଳ): ପ୍ରଥମ ପର୍ଯ୍ୟାୟ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ସୋମବାର ଭୋଟର ନିଜ ନିଜ ମତ ସାବ୍ୟସ୍ତ କରିଛନ୍ତି। ସୀମାନ୍ତ ଭୋଟରଙ୍କ ପାଇଁ ଓଡ଼ିଶା-ଆନ୍ଧ୍ର ଦୁଇ ରାଜ୍ୟର ଜିଲା ଓ ବ୍ଲକ ପ୍ରଶାସନ ଭୋଟରଙ୍କୁ ଗାଡିରେ ମତଦାନ କେନ୍ଦ୍ରରେ…
ଜେଲ୍ରୁ ଫେରିବା ପରେ ବଡ଼ ବୟାନ ଦେଲେ କେଜ୍ରିଓ୍ବାଲ, କହିଲେ ଭାଜପା…
ନୂଆଦିଲ୍ଲୀ,୧୩।୫: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସୋମବାର ଦଳର ସମସ୍ତ କାଉନସିଲରଙ୍କ ସହ ଏକ ବୈଠକ କରିଛନ୍ତି। ଅନ୍ତରୀଣ ଜାମିନ ପାଇବା ପରେ କାଉନସିଲରଙ୍କ ସହ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ବୈଠକ ଥିଲା। କଠିନ ପରିଶ୍ରମ ଏବଂ ନିଷ୍ଠା ସହିତ ସ୍ବଚ୍ଛତା କାର୍ଯ୍ୟରେ…
ବୁଥ ନ ହେବାରୁ ଭୋଟ ଦେଲେନି ଗ୍ରାମବାସୀ
କୋକସରା,୧୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସୋମବାର ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ପାଇଁ ମତଦାନ ପ୍ରକିୟା ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ ମତଦାନ ହୋଇଥିବା ବେଳେ ଗାଁରେ ମତଦାନ କେନ୍ଦ୍ର କରିବାକୁ ଦାବି କରି ଭୋଟ ବର୍ଜନ କରିଛନ୍ତି…
୩୦ ବର୍ଷ ପୂର୍ବେ ମୃତ୍ୟୁ ହୋଇଯାଇଥିବା ଝିଅ ପାଇଁ ବର ଖୋଜିଲେ ପରିବାର, ଦେଲେ ଏଭଳି ବିଜ୍ଞାପନ, ଜାଣିଲେ…
ବେଙ୍ଗାଲୁରୁ,୧୩।୫: କର୍ନାଟକର ଦକ୍ଷିଣ କନ୍ନଡ ଜିଲ୍ଲାର ପୁତୁରରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ୩୦ ବର୍ଷ ପୂର୍ବେ ମୃତ୍ୟୁବରଣ କରିଥିବା ଝିଅର ବିବାହ ପାଇଁ ଏକ ପରିବାର ସ୍ଥାନୀୟ ଖବରକାଗଜରେ ଏକ ବିଜ୍ଞାପନ ପ୍ରକାଶ କରିଛନ୍ତି। ଦକ୍ଷିଣ କନ୍ନଡର ଏକ…
ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍: ୨୦ ଆହତ
କେନ୍ଦୁଝର,୧୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ତେଲକୋଇ ଦେଇ ରାଉରକେଲା ଯାଉଥିବା ମା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ସୋମବାର ଅପରାହ୍ନରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨୦ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆହତମାନଙ୍କୁ ଉଦ୍ଧାର କରି ତେଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟ…
Archives


