Home Left

ଯେକୌଣସି ସମୟରେ ଆସିପାରେ ପରବର୍ତ୍ତୀ ମହାମାରୀ, ଚେତାବନୀ ଦେଲେ ବିଶେଷଜ୍ଞ: ରିପୋର୍ଟ

ନୂଆଦିଲ୍ଲୀ,୨୫ା୩ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) କୋଭିଡି-୧୯କୁ ମହାମାରୀ ଘୋଷଣା କରିବାର ଚାରି ବର୍ଷ ବିତିଗଲା, ଯାହା ମାର୍ଚ୍ଚ ୧୧, ୨୦୨୦ ରେ କରୋନା ଭାଇରସ୍ ନାମରେ ମଧ୍ୟ ଜଣା। ଏହାର ପ୍ରଭାବ ହ୍ରାସ ହ୍ରାସ ସତ୍ତ୍ୱେ ଯେକୌଣସି ସମୟରେ ଅନ୍ୟ…

ହୋଲିରେ କଂଗ୍ରେସକୁ ଝଟ୍‌କା

ଗୁଆହାଟି,୨୫।୩: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ କ୍ରମାଗତ ଭାବେ ଝଟକା ଲାଗି ଚାଲିଛି। ଏହି ସମୟରେ ଆସାମରେ କଂଗ୍ରେସ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। କଂଗ୍ରେସ ବିଧାୟକ ଭରତ ଚନ୍ଦ୍ର ନାରା ମଧ୍ୟ ଦଳ ଛାଡିଛନ୍ତି। କୁହାଯାଇଛି…

ରାସ୍ତା ପାର୍ଶ୍ୱରେ ବିପଜ୍ଜନକ ଅବସ୍ଥାରେ ଚାଲୁଛି ପରିବା ବଜାର

ବଅଁରପାଳ/ଅନୁଗୋଳ,୨୫ା୩(ଅମିତ କୁମାର ସାମଲ): ବଅଁରପାଳ ବ୍ଲକ କୁଲା଼ଡ ଏଫ୍‌ସିଆଇ ଛକରୁ ନାଲ୍‌କୋ ସିପିପିକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାଖରେ ଚାଲିଛି ପରିବା ବଜାର। କରୋନା ସମୟରେ ଭିଡ଼ ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଏଠାରେ ଅସ୍ଥାୟୀ ଭାବେ ପରିବା ବଜାର ପାଇଁ…

ଅଭାବୀ ବିକ୍ରିର ଶିକାର ହେଉଛନ୍ତି ହଳଦୀଚାଷୀ

ଦାରିଙ୍ଗବାଡି,୨୫ା୩ (ଅରୁଣ ସାହୁ)କନ୍ଧମାଳ ହଳଦୀର ଅଭାବି ବିକ୍ରୀ ଏବେ ଚାଷୀଙ୍କୁ ସଂକଟରେ ପକାଇଛି। ଗୋଟିଏ ପଟେ ସାହୁକାର ଋଣ, ଅନ୍ୟପଟେ ଅମଳରେ ହ୍ରାସ ପାଇ ଚାଷୀ ଏବେ ଚିନ୍ତାରେ। ଚଳିତ ଥର ହଳଦୀ ଅମଳରେ ବହୁ ବିଳମ୍ବ ଦେଖାଯାଇଥିବା ବେଳେ ବର୍ଷା…

ଖୁବ୍‌ ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୫।୩: କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି।ଏଥର ୪୬ ପ୍ରାଥୀଙ୍କୁ ମିଶାଇ ମୋଟ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିଲେ ମଧ୍ୟ ଏଥିରେ ବି ଓଡ଼ିଶାର କୌଣସି ପ୍ରାର୍ଥୀଙ୍କ ନାଁ ନାହିଁ । ପୂର୍ବରୁ କୁହାଯାଉଥିଲା, ପ୍ରଦେଶ କଂଗ୍ରେସ…

୧୫ ଦିନ ତଳେ ହୋଇଥିଲା ଉଦ୍‌ଘାଟନ, ଧସିଲା ସେତୁ

ଆଳି,୨୫ା୩ (ବନମାଳୀ ସେନାପତି): ବହୁ ପ୍ରତୀକ୍ଷିତ ପଦନିପାଳ ସେତୁ ଉଦ୍‌ଘାଟନ ହେବାର ୧୫ଦିନ ମଧ୍ୟରେ ସଂଯୋଗୀକରଣ ରାସ୍ତା ସାମାନ୍ୟ ବର୍ଷାରେ ଧୋଇଯାଇଛି। ଫଳରେ ପଞ୍ଚାୟତବାସୀ ପୁନର୍ବାର ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛନ୍ତି। ସେତୁ ସଂଯୋଗୀକରଣ ରାସ୍ତା ଧସିବା ଘଟଣାକୁ ନେଇ ଅନେକ…

ପ୍ରାର୍ଥୀ ଘୋଷଣା ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଧର୍ମେନ୍ଦ୍ର,ସମ୍ବିତ: କହିଲେ… 

ଭୁବନେଶ୍ୱର,୨୫।୩: ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି।   କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ପ୍ରାର୍ଥୀ ହେବାପରେ ସୋମବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି  । ସେ ସକାଳେ ସ୍ତ୍ରୀ ମୁର୍ଦଳା ଠାକୁରଙ୍କ ସହ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି…

ଓଡ଼ିଆ ଜନଜୀବନରେ ଦୋଳଯାତ୍ରା

ଫାଲ୍‌ଗୁନ ଶୁକ୍ଳ ଦଶମୀ ତିଥିଠାରୁ ସାଧାରଣତଃ ଓଡ଼ିଆ ଜନଜୀବନରେ ଦୋଳଯାତ୍ରା ଆଧ୍ୟାତ୍ମିକ ଭକ୍ତିପୂତ ପରିବେଶରେ ଆରମ୍ଭ ହୋଇଥାଏ। ଏହି ପର୍ବର ମୁଖ୍ୟ ଆରାଧ୍ୟ ଠାକୁର ପ୍ରେମମୟ କୃଷ୍ଣ ଓ ରାଧାଙ୍କ ନିକଟରେ ଅବିର ଅର୍ପଣ କରାଯାଇ ରାଧାକୃଷ୍ଣ ମନ୍ଦିରରେ ବିଭିନ୍ନ କାର୍ଯ୍ୟକ୍ରମ…

ମଗାଇଲେ ପତିତପାବନ ବାନା, ଆସିଲା ଭାଜପା ପତାକା

ପୁରୀ,୨୫ା୩(ଅଜିତ୍‌ ମହାନ୍ତି): ଅନ୍‌ଲାଇନ୍‌ରେ ମଗାଇଲେ ପତିତପାବନ ବାନା, କିନ୍ତୁ ଆସିଲା ଭାରତୀୟ ଜନତା ଦଳ (ଭାଜପା)ର ପତାକା। ଫଳରେ ଠକେଇର ଶିକାର ହୋଇଥିବା ନେଇ ଅନ୍‌ଲାଇନ୍‌ ଆପ୍‌ ଆମାଜନ୍‌ ନାଁରେ ପୁରୀ ବାସେଳିସାହିର ଭଗବାନ ମହାପାତ୍ର ଅଭିଯୋଗ ଆଣିଛନ୍ତି। ଏ ସଂକ୍ରାନ୍ତରେ…

ଫିଲ୍ଡିଂ କରିବାକୁ ଲଙ୍ଗ ଅନ୍ ପଠାଇଲେ ହାର୍ଦ୍ଦିକ, ସ୍ତବ୍ଧ ହୋଇ ଅନାଇ ରହିଲେ ରୋହିତ

ଅହମ୍ମଦାବାଦ,୨୫।୩: ଆଇକନିକ୍ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜୁରାଟ ଟାଇଟାନ୍ସ (ଜିଟି) ବିପକ୍ଷରେ ୨୦୨୪ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ର ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)ର ଉଦଘାଟନୀ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ରୋହିତ ଶର୍ମାଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ୨୦୨୪…

ବାଇକ୍‌-ଟ୍ରାକ୍ଟର ମୁହାଁମୁହିଁ: ଜଣେ ଗୁରୁତର

ଦାରିଙ୍ଗବାଡ଼ି,୨୫।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିର ଜାତୀୟ ରାଜପଥ ଉପରେ ସୋମବାର ଏକ ଦୁର୍ଘଟଣାରେ ବାଇକ୍‌ ଚାଳକ ମିଲନ ପ୍ରଧାନ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇବା ସହ ତାଙ୍କ…

ବର୍ଷର ପ୍ରଥମ  ଚନ୍ଦ୍ରଗ୍ରହଣ: ହୋଲିରେ କ’ଣ ରହିବ ପ୍ରଭାବ? ଏ ସବୁ ରାଶିର ଲୋକଙ୍କ ପାଇଁ ହେବ ଶୁଭ 

୨୦୨୪ ମାର୍ଚ୍ଚ ୨୫ରେ ବର୍ଷର  ପ୍ରଥମ ଚନ୍ଦ୍ରଗ୍ରହଣ ପଡ଼ୁଛି। ତେବେ ଏହାଭାରତକୁ ଦୃଶ୍ୟମାନ ହେବ ନାହିଁ, ବା ଏହାର କୌଣସି ପ୍ରଭାବ ଦେଖାଯିବ ନାହିଁ । ଯେଉଁ କାରଣରୁ ଏହା ପାଳନ ହେବ ନାହିଁ। ହୋଲିରେ ମଧ୍ୟ କୌଣସି ପ୍ରଭାବ ପଡ଼ିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri