ବୁଝିହେଉଛି
ଆମ୍ ଆଦ୍ମୀ ପାର୍ଟି (ଆପ୍) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ୍ କେଜ୍ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରି ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ନିଜ ହେପାଜତରେ ରଖିଛି। ଲୋକ ସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦବୀରେ ଥିବା ବ୍ୟକ୍ତିଙ୍କୁ…
ସୁବ୍ରତଙ୍କୁ ଓଡ଼ିଶା ଉଦ୍ୟୋଗୀ ପୁରସ୍କାର
ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଷ୍ଟଲଓ୍ବାର୍ଟ ପ୍ରୋଜେକ୍ଟସ ପ୍ରାଇଭେଟ ଲିମିଟେଡର ଏମ୍ଡି ସୁବ୍ରତ ଦାସଙ୍କୁ ନିକଟରେ ଆଉ ଏକ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ସାମାଜିକ କାର୍ଯ୍ୟକ୍ରମ ଓ ଗୃହନିର୍ମାଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ସଫଳ…
ଟାଟା ଟ୍ରଷ୍ଟର ଅନ୍ତରଣ ଉତ୍ସବ
ଭୁବନେଶ୍ୱର,୨୫।୩: ଟାଟା ଟ୍ରଷ୍ଟ ପକ୍ଷରୁ ନିକଟରେ ଆୟୋଜିତ ୩ ଦିନିଆ ‘ଅନ୍ତରଣ ଆର୍ଟିସାନ’ ପ୍ରଦର୍ଶନୀ ରବିବାର ଉଦ୍ଯାପିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ମାର୍ଚ୍ଚ ୨୨ରୁ ଆରମ୍ଭ ହୋଇଥିବା ଏହି ପ୍ରଦର୍ଶନୀ ମାର୍ଚ୍ଚ ୨୪ (ରବିବାର)ରେ ଆନୁଷ୍ଠାନିକ ଭାବେ ଶେଷ ହୋଇଥିଲା। ବିଶେଷକରି…
କଳିଙ୍ଗ ହସ୍ପିଟାଲର ନୂତନ ବ୍ଲକ୍ ଉଦ୍ଘାଟିତ
ଭୁବନେଶ୍ୱର,୨୫।୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କଳିଙ୍ଗ ହସ୍ପିଟାଲ ଲିମିଟେଡ୍ (କେଏଚ୍ଏଲ୍)ର ୨୭ତମ ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେଏଚ୍ଏଲ୍ର ନୂତନ ବ୍ଲକ୍ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ…
ବ୍ୟୁଟିଫୁଲ ଇଣ୍ଡିଆନ୍ସ-୨୦୨୪, ‘ମାମାଆର୍ଥ’ର ୩ୟ ସଂସ୍କରଣ
ଭୁବନେଶ୍ୱର,,୨୫।୩ (ଅଭୟ ଦାଶ): ଦେଶର ପ୍ରମୁଖ ବ୍ୟୁଟି ଆଣ୍ଡ ପର୍ସନାଲ କେୟାର ବ୍ରାଣ୍ଡ୍ ତଥା ଦ୍ରୁତ ଅଭିବୃଦ୍ଧିଶୀଳ (ଫାଷ୍ଟେଷ୍ଟ ଗ୍ରୋଇଙ୍ଗ) ଘରୋଇ ସଂସ୍ଥା ମାମାଆର୍ଥର ବହୁ ପ୍ରତୀକ୍ଷିତ ଏବଂ ବ୍ରାଣ୍ଡ୍ର ୩ୟ ସଂସ୍କରଣ ‘ବ୍ୟୁଟିଫୁଲ ଇଣ୍ଡିଆନ୍ସ-୨୦୨୪’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ,…
ହୋଲି ସ୍ବତନ୍ତ୍ର ଟ୍ରେନ୍ରେ ଠକେଇ ସମ୍ଭାବନା, ଯାତ୍ରୀଙ୍କ ହେଲ୍ପଲାଇନ ନମ୍ବର ୧୩୯ ଜାରି
ଭୁବନେଶ୍ୱର,୨୫।୩(ଅନୁରାଧା ମହାରଣା): ଭାରତୀୟ ରେଳପଥ ଏହାର ଯାତ୍ରୀମାନଙ୍କୁ ଉତ୍ତମ ଅନୁଭୂତି ପ୍ରଦାନ ପାଇଁ ବିଭିନ୍ନ ପଦକ୍ଷେପ ଗହଣ କରୁଥିବାବେଳେ ହୋଲି ଅବସରରେ ସ୍ବତନ୍ତ୍ର ରେଳ ଚଳାଚଳ କରିବ। ତେବେ ଏହି ଯାତ୍ରା ସମୟରେ କୌଣସି ଯାତ୍ରୀ ଯେପରି ଖାଦ୍ୟପାନୀୟ କିଣାରେ ଠକାମିର…
ପୁଣି ଖଣିିରୁ ଚୋରି ବଢୁଛି
ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ୍ ମହାନ୍ତ),୨୫ା୩: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ପୁଣି କ୍ରୋମାଇଟ ମାଫିଆମାନଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ରବିବାର ଓଡ଼ିଶା ଖଣି ନିଗମର ଦକ୍ଷିଣ କାଳିଆପାଣି ଖଣିରୁ ପଶ୍ଚିମବଙ୍ଗ ପୋଲିସ ଖଣିଜ ପଦାର୍ଥ ଚୋରି କରୁଥିବା ଜଣେ ଅଭିଯୁକ୍ତଙ୍କୁ ଉଠାଇ…
ଭୋଟ୍ ଫର୍ ମୋଦି ବାର୍ତ୍ତା ନେଇ ତାମିଲନାଡ଼ୁରୁ ଦିଲ୍ଲୀ ଅଭିମୁଖେ ରାଜଲକ୍ଷ୍ମୀ
କଟକ,୨୫।୩(ଶିଳ୍ପା ପ୍ରିୟଦର୍ଶିନୀ): ଭୋଟ ଫର୍ ନେଶନ ବାର୍ତ୍ତା ନେଇ ତାମିଲନାଡୁ ମଦୁରାଇରୁ ବାଇକ୍ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ରାଜଲକ୍ଷ୍ମୀ ମାଣ୍ଡା। ଇତିମଧ୍ୟରେ ସେ ୮ଟି ରାଜ୍ୟ ବୁଲି ସାରିଥିବାବେଳେ ୯ମ ରାଜ୍ୟ ଭାବେ ଓଡ଼ିଶା ଆସିଛନ୍ତି। ଏହି…
ପାଟଣାରେ ଭାଜପା ଖୋଜୁଛି ଦକ୍ଷ ପ୍ରାର୍ଥୀ
କେନ୍ଦୁଝର,୨୫।୩((ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ପାଟଣା ବିଜେଡି ହାତରେ ରହିଥିବା ବେଳେ ଯୁବ ବିଧାୟକ ଜଗନ୍ନାଥ ନାୟକଙ୍କୁ ଆଉ ଥରେ ଦଳ ପ୍ରାର୍ଥୀ କରିବା ସମ୍ଭାବନା ରହିଛି। ବିଜେଡି ଛାଡ଼ି କଂଗ୍ରେସରେ ଯୋଗଦେଇଥିବା ୬ ଥରର…
ଭାଜପାରେ ୫ ଆଶାୟୀ: ଚର୍ଚ୍ଚାରେ ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀ
ଭଦ୍ରକ,୨୫।୩(ସନାତନ ରାଉତ): ଆସନ୍ତା ସାଧାରଣ ନିର୍ବାଚନରେ ମେଣ୍ଟ ଆଲୋଚନାରେ ପୂର୍ଣ୍ଣଛେଦ ପଡ଼ିଥିବା ବେଳେ ଭାଜପା ଓ ବିଜେଡି ଏକାକୀ ନିର୍ବାଚନ ଲଢ଼ିବା ଏକପ୍ରକାର ନିଶ୍ଚିତ ହୋଇଛି। ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ଆଶାୟୀ ସଂଖ୍ୟା ବଢ଼ି ଚାଲିଛି। ଶହୀଦ ଭଗତ ସେନାର…
କୋରାପୁଟ ଲୋକସଭା ଆସନ: ୩ ଆଶାୟୀଙ୍କ ମଧ୍ୟରୁ କାଳୀରାମଙ୍କ ଉପରେ ଆସ୍ଥା ପ୍ରକଟ କଲା ଭାଜପା
ରାୟଗଡ଼ା,୨୪।୩(ଆଶିଷ ରଞ୍ଜନ ପଣ୍ଡା)-ପଞ୍ଚମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। କୋରାପୁଟରୁ ଜଣେ ମହିଳାଙ୍କ ସମେତ ୩ ପ୍ରମୁଖ ଆଶାୟୀ ରହିଥିବା ବେଳେ ଭାଜପା ଜାତୀୟ ଆଦିବାସୀ ମୋର୍ଚ୍ଚା ସମ୍ପାଦକ କାଳୀରାମ ମାଝୀଙ୍କ ଉପରେ…
ବୟସ୍କଙ୍କ ପାଇଁ ଆସିବ ଯକ୍ଷ୍ମା ଟିକା
ହାଇଦ୍ରାବାଦ,୨୪।୩ : ଦୂରେଇବ ଯକ୍ଷ୍ମା। ଦେଶରେ ବୟସ୍କଙ୍କ ପାଇଁ ଖୁବ୍ଶୀଘ୍ର ଯକ୍ଷ୍ମା ଟିକା ଉପଲବ୍ଧ ହେବାକୁ ଯାଉଥିବା ଜଣାପଡିଛି। ଭାରତ ବାୟୋଟେକ୍ ଇଣ୍ଟରନ୍ୟାଶନାଲ ଲିଃ ଏହି ଟିକା ଏମ୍ଟିବିଭାକ୍ର କ୍ଲିନିକାଲ ପରୀକ୍ଷା ଆରମ୍ଭ କରିଥିବା ରବିବାର ସୂଚନା ଦେଇଛି। ଏହି ପ୍ରଥମ…
Archives


