Home Left

ମୁମ୍ବାଇକୁ ହରାଇଲା ଗୁଜରାଟ

ଅହମ୍ମଦାବାଦ,୨୪।୩: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୪ର ପଞ୍ଚମ ମ୍ୟାଚ୍‌ରେ ଗୁଜୁରାଟ ଟାଇଟନ୍ସ ୬ ରନ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଗୁଜରାଟ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୬୮ ରନ୍‌ କରିଥିଲା।…

ଚୋରି ହେଲା ଜେପି ନଡ୍ଡାଙ୍କ ପତ୍ନୀଙ୍କ କାର

ନୂଆଦିଲ୍ଲୀ,୨୪।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ପତ୍ନୀ ମଲ୍ଲିକା ନଡ୍ଡାଙ୍କ କାର ଚୋରି ହେବାର ଖବର ଆସିଛି। ଡ୍ରାଇଭର ଜୋଗିନ୍ଦରଙ୍କ ଅଭିଯୋଗ ଉପରେ ଏଫଆଇଆର ଦାଖଲ କରାଯାଇଛି। ଡ୍ରାଇଭର ସର୍ଭିସିଂ ପାଇଁ ଦିଲ୍ଲୀର ଗୋବିନ୍ଦପୁରୀକୁ କାର ନେଇ ଯାଇଥିଲେ। ମାର୍ଚ୍ଚ…

ଭାଜପାର ୫ମ ତାଲିକାରେ କଙ୍ଗନା ରାନାଓ୍ବତ, ସୀତା ସୋରେନ, ଅରୁଣ ଗୋଭିଲ

ନୂଆଦିଲ୍ଲୀ,୨୪।୩: ଭାଜପା ପକ୍ଷରୁ ରବିବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ୧୧୧ ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ପ୍ରକାଶ କରିଛି। ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ମଧ୍ୟ ଏଥର ଟିକେଟ ଦିଆଯାଇଛି। ସେ ମଣ୍ଡିରୁ ନିର୍ବାଚନ ଲଢିବେ। ସୀତା ସୋରେନଙ୍କୁ ଦୁମକାରୁ…

୨ ଭାଇଙ୍କ ମଧ୍ୟରେ ହାତାହାତି, ଚାଲିଗଲା ବଡ଼ ଭାଇଙ୍କ ଜୀବନ

ଓଡ଼ାପଡ଼ା,୨୪।୩(ରଞ୍ଜିତ ନାୟକ): ଢେଙ୍କାନାଳ ସଦର ଥାନା ଗୁଣଦେଇ ପଞ୍ଚାୟତ ଅଧୀନ କାଉଁରିଆପାଳ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ସମସ୍ୟାକୁ କେନ୍ଦ୍ର କରି ଦୁଇ ଭାଇଙ୍କ ମଧ୍ୟରେ କଳହ ସହ ହାତାହାତି ହେବା ସମୟରେ ବଡ଼ ଭାଇଙ୍କ ମୃତ୍ୟୁ…

ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟ୍‌କା

ନୂଆଦିଲ୍ଲୀ,୨୪।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା ଲାଗିଛି। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ଏମପି ନବୀନ ଜିନ୍ଦଲ ରବିବାର କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି (ଭାଜପା) ରେ ଯୋଗ ଦେଇଥିଲେ। ଦଳର ବରିଷ୍ଠ ନେତା…

ମୁମ୍ବାଇ ଇଣ୍ଡିଆନ୍ସ ଆଗରେ ୧୬୯ ରନ୍‌ର ବିଜୟ ଟାର୍ଗେଟ୍‌

ଅହମ୍ମଦାବାଦ,୨୪।୩: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୪ର ପଞ୍ଚମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଗୁଜୁରାଟ ଟାଇଟାନ୍ସ ବ୍ୟାଟିଂ କରି…

୫୧ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହେଲେ ଏହି ଅଭିନେତ୍ରୀ

ଓ୍ବାଶିଂଟନ: ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କ୍ୟାମେରନ ଡିଆଜଙ୍କ ଘରେ ପୁଣିଥରେ ଖୁସିର ମୁହୂର୍ତ୍ତ ଆସିଛି। ଅଭିନେତ୍ରୀଙ୍କ ଘରେ କୁଆଁ କୁଆଁ ଡାକ ଶୁଭିଛି। ହଁ, କାମେରନ ପୁଣି ମା’ ହୋଇଛନ୍ତି। ସେ ୫୧ ବର୍ଷ ବୟସରେ ଏକ ସୁନ୍ଦର ପୁତ୍ରକୁ ଜନ୍ମ…

 ଜୀ-ସାର୍ଥକରେ ‘ରଙ୍ଗ ମହୋତ୍ସବ’

ଭୁବନେଶ୍ୱର,୨୪।୩: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଜୀ-ସାର୍ଥକର ହୋଲି କାର୍ଯ୍ୟକ୍ରମ ବେଶ୍‌ ସ୍ମରଣୀୟ ହେବ। ଏପରିକି ପ୍ରଥମଥର ପାଇଁ ଓଡ଼ିଶା ଟେଲିଭିଜନ ଜଗତର ଦର୍ଶକମାନେ ଚଳିତ ବର୍ଷ ହୋଲିରେ ୩ ଘଣ୍ଟାର ଏ ନିଆରା କାହାଣୀ ଦେଖିବାକୁ ପାଇବେ। ଯେଉଁଥିରେ ଜୀ-ସାର୍ଥକର…

ହୀରାକୁଦରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରାଯାଉ: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ଧର୍ମେନ୍ଦ୍ର

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଝାଡ଼ାବାନ୍ତି ସଂକ୍ରମଣକୁ ରୋକିବା ପାଇଁ ପ୍ରଭାବିତ ଅଞ୍ଚଳରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.…

କେଜରିଓ୍ବାଲଙ୍କ ଅବକାରୀ ନୀତି ସମୟର ଫୋନ ଗାୟବ, ଇଡି ପଚାରିବାରୁ ମିଳିଲା ଏମିତି ଉତ୍ତର

ନୂଆଦିଲ୍ଲୀ,୨୪।୩: ଦିଲ୍ଲୀର ଅବକାରୀ ନୀତିକୁ ନେଇ ଏକ ବଡ କଥା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ନୂଆ ଏକ୍ସାଇଜ ପଲିସି ୨୦୨୧ ପ୍ରସ୍ତୁତ ହେଉଥିବା ସମୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଯେଉଁ ଫୋନ ବ୍ୟବହାର କରୁଥିଲେ ତାହା ଏବେ ହଜି…

ବନ୍ଧୁକ କାରବାର ମାମଲା: ବିହାରରୁ ଧରାପଡ଼ିଲେ କିଙ୍ଗପିନ

କଟକ, ୨୪ା୩ (କାର୍ତ୍ତିକ ସାହୁ)- ବେଆଇନ ବନ୍ଧୁକ କାରବାର ମାମଲାରେ କମିଶନରେଟ୍‌ ପୋଲିସ ୨ ଜଣଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଉକ୍ତ କାରବାରର ମୁଖ୍ୟ ଅଭିଯୁକ୍ତ ତଥା କିଙ୍ଗପିନ ବିହାର ମୁଙ୍ଗେର ଅଞ୍ଚଳର ଗୋଲ୍‌ଡେନ୍‌…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତିି ନେଇ ହାର୍ଦ୍ଦିକ ପାଣ୍ଡ୍ୟା: ଗୁଜୁରାଟ ଟାଇଟାନ୍ସର ବ୍ୟାଟିଂ ଜାରି

ଅହମ୍ମଦାବାଦ,୨୪।୩: ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ୍‌)-୨୦୨୪ର ପଞ୍ଚମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଗୁଜୁରାଟ ଟାଇଟାନ୍ସ ବ୍ୟାଟିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri