ପ୍ରସ୍ତାବିତ ଜଳସେଚନ ପ୍ରକଳ୍ପ ନେଇ ପ୍ରତିବାଦ, ୧୨ ଘଣ୍ଟିଆ ଜାତୀୟ ରାଜପଥ ଅବରୋଧ
କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସମାକୋଇ ଚକାଦର ସମନ୍ବୟ ସମିତି ତେଲକୋଇ ଡାକରାରେ ପ୍ରସ୍ତାବିତ ଚକଧର ଜଳସେଚନ ପ୍ରକଳ୍ପ ପ୍ରତିବାଦରେ ୧୨ ଘଣ୍ଟିଆ ଏନ୍ଏଚ୍ ଅବରୋଧ କରି ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ଭାବେ କରିଛନ୍ତି। ଏହି ଅବସରରେ ସକାଳ ୬ଟାରୁ ଆନ୍ଦୋଳନକାରୀମାନେ ଜଗମୋହନପୁର ନିକଟରେ…
ଆପଣଙ୍କ ଘର ହାଇଓ୍ବେ ଉପରେ କି? ମିଳିବ ଏତେ ସୁବିଧା, ମାଗଣାରେ କରିପାରିବେ ଯାତ୍ରା
ନୂଆଦିଲ୍ଲୀ,୧୨।୯: ଦେଶରେ ଟୋଲ୍ପ୍ଲାଜାରେ ଟୋଲ୍ ଆଦାୟ କରିବାକୁ ନେଇ ନୂଆ ସିଷ୍ଟମ ଆରମ୍ଭ ହୋଇଛି। ଏହି ସିଷ୍ଟମ ସିଧା ସାଟେଲାଇଟ୍ରୁ କାମ କରିବ। ଯେଉଁ ଗାଡିରେ ଏହି ସିଷ୍ଟମ ଲଗାଯାଇଥିବ ତାକୁ ଗୌଣସି ବି ଟୋଲ୍ଗେଟ୍ରେ ଅପେକ୍ଷା କରିବାକୁ ପଡିବନି। ନା…
ଆଜି ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର,୧୨।୯: ଆଜି ଅପରାହ୍ନରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯିବେ। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଲୋକେ ପାଣି ଘେରରେ…
ଖାଦ୍ୟ-ପାନୀୟ ସାମଗ୍ରୀ ଠାରୁ ଦେଶରେ ବଡୁଛି ଶିକ୍ଷା ପାଇଁ ଖର୍ଚ୍ଚ, ରିପୋର୍ଟରେ ନୂଆ ଖୁଲାସା
ନୂଆଦିଲ୍ଲୀ,୧୨।୯: ଶିକ୍ଷା ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣେ ବୋଲି କେହି ଅସ୍ବୀକାର କରିପାରିବେ ନାହିଁ। ଏହାର କାରଣ ହେଉଛି ଭାରତୟମାନେ ଶିକ୍ଷା କ୍ଷେତ୍ରରେ ଭଲ ପୁଞ୍ଜି ବିନିଯୋଗ କରିବାକୁ ପଛଘୁଞ୍ଚା ଦିଅନ୍ତି ନାହିଁ। ନିକଟରେ ଏକ ରିପୋର୍ଟରୁ ଜଣାପଡିଛି ଯେ ଦେଶରେ…
ଆଜି ରାଜ୍ୟରେ ଅନୁଷ୍ଠିତ ହେବ ନିଯୁକ୍ତି ମେଳା: ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୋହନ ସରକାର
ଭୁବନେଶ୍ୱର,୧୨।୯: ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନ୍ଭେନ୍ଶନ ସେଣ୍ଟରରେ କାର୍ଯ୍ୟକ୍ରମ ହେବ। ଖୁବ୍ଶୀଘ୍ର ରାଜ୍ୟରେ ୩୫ ହଜାର ଯୁବତୀଯୁବକଙ୍କୁ ଯୋଗାଇ ଦିଆଯିବ ନିଯୁକ୍ତି।…
ସାଂଘାତିକ ଅଭିଯୋଗ ଆଣିଲେ ସୁନୀତି ମୁଣ୍ଡ, ଭାଜପାର ଏହି ନେତା ଦେଉଥିଲେ ନିର୍ଯାତନା ସହ ଧମକ
ଭୁବନେଶ୍ୱର,୧୨।୯: ଭାରତୀୟ ଜନତା ପାର୍ଟି ଭାଜପାରୁ ନିଲମ୍ବିତ ହେବାର କିଛି ଦିନ ପରେ ମୁହଁ ଖୋଲିଛନ୍ତି ସୁନୀତି ମୁଣ୍ଡ। ନିଲମ୍ବନ ପରେ ସେ ପାର୍ଟି ବିରୋଧରେ ଆଣିଛନ୍ତି ସାଂଘାତିକ ଅଭିଯୋଗ। ସେ କହିଛନ୍ତି, ଗତ କିଛି ମାସ ମଧ୍ୟରେ ତାଙ୍କୁ ନିର୍ଯାତନା…
ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୨ ଜନସେବା କର୍ମଚାରୀ
ଭୁବନେଶ୍ୱର,୧୨।୯: ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଅର୍ଥ ଦାବି ମହଙ୍ଗା ପଡ଼ିଲା। ଭୁବନେଶ୍ବରର ୨ ଜନସେବା କେନ୍ଦ୍ର କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ଉଭୟେ ନିଳାଦ୍ରିବିହାର ଏବଂ ସତ୍ୟନଗର ସ୍ଥିତ ଜନସେବା କେନ୍ଦ୍ରର କର୍ମଚାରୀ ବୋଲି ଜଣାପଡ଼ିଛି। ରାଜ୍ୟ ସରକାର ପ୍ରଣୟନ…
ହଠାତ୍ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ଘରେ ପହଞ୍ଚିଲେ ମୋଦି, ପୂଜାଥାଳି ଧରି କଲେ ଏମିତି କାମ
ନୂଆଦିଲ୍ଲୀ,୧୨।୯: ହଠାତ୍ ପ୍ରଧାନମନ୍ତ୍ରୀ ମୋଦି ଦେଶର ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡଙ୍କ ଘରେ ପହଞ୍ଚିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଦେଶବ୍ୟାପୀ ଗଣେଶତ୍ସୋବ ମହା ଆଡମ୍ବର ସହକାରେ ପାଳନ କରାଯାଉଛି। ସବୁ ସ୍ଥନାରେ ଗଣେଶ…
ଭାରତକୁ ନାଲି ଆଖି ଦେଖାଇଲେ ୟୁନୁସ ସରକାର, କହିଦେଲେ ଏମିତି, ଯାହାକୁ ଶୁଣି…
ଢାକା,୧୨।୯: ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ କ୍ଷମତାକୁ ଆସିବା ଦିନଠାରୁ ବାଂଲାଦେଶରେ ଭାରତ ବିରୋଧୀ କାର୍ଯ୍ୟକଳାପ ତୀବ୍ର ହୋଇଛି। ବୁଧବାର ପୁଣି ଥରେ ୟୁନୁସ କହିଛନ୍ତି ଯେ ବାଂଲାଦେଶ ଏହାର ପଡୋଶୀ ଦେଶ ଭାରତ ଏବଂ ଅନ୍ୟାନ୍ୟ ଦେଶ ସହିତ…
ରାହୁଲ ଗାନ୍ଧୀଙ୍କୁ ହତ୍ୟା ଧମକ ଦେଲେ ଭାଜପା ନେତା, କହିଲେ…
ନୂଆଦିଲ୍ଲୀ,୧୨।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଶିଖ’ ସମ୍ପ୍ରଦାୟ ସହ ଜଡିତ ବିବୃତ୍ତି ଉପରେ ଦେଶର ରାଜନୀତିରେ ଉତ୍ତେଜନା ଦେଖାଦେଇଛି। ଏହି ସମୟରେ ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ବୁଧବାର ସୋନିଆ ଗାନ୍ଧୀଙ୍କ ଦିଲ୍ଲୀର ବାସଭବନ ବାହାରେ ଭାଜପା ସମର୍ଥିତ ଶିଖ…
ମହିଳାଙ୍କ ବେକରୁ ସୁନା ଚେନ ଲୁଟ ଉଦ୍ୟମ ପଣ୍ଡ
ରାୟଗଡ଼ା,୧୨।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ପୁରୁଣା ପୋଲିସ ଷ୍ଟେସନ ସମ୍ମୁଖରେ ମହିଳାଙ୍କ ବେକରୁ ଚେନ ସ୍ନାଚିଂ ଘଟଣା ସାମ୍ନାକୁ ଆସିଛି। ତେବେ ବେକରେ ପିନ୍ଧିଥିବା ଚେନ ଟାଣିଥିଲେ ହେଁ ଦୃର୍ବୁତ୍ତ ଏଥିରେ ସଫଳ ହୋଇପାରି ନଥିଲେ। ହେଲେ ଏହି…
ଚିଲିକାରେ ମାଛ ଉପତ୍ାଦନ ବଢ଼ୁଛି: ଚିଙ୍ଗୁଡ଼ି , କଙ୍କଡ଼ା କମୁଛି
ଭୁବନେଶ୍ୱର,୧୨।୯ (ଅନୁରାଧା ମହାରଣା): ଚିଲିକାରୁ ଉପତ୍ାଦିତ ହେଉଥିବା ମାଛ, ଚିଙ୍ଗୁଡ଼ି ଓ କଙ୍କଡ଼ାର ଚାହିଦା ରାଜ୍ୟରୁ ଆରମ୍ଭକରି ସମଗ୍ର ଦେଶ ତଥା ବିଦେଶରେ ମଧ୍ୟ ରହିଛି। ପ୍ରତିବର୍ଷ ଚିଲିକା ହ୍ରଦରୁ ମାଛ ଉପତ୍ାଦନ ପରିମାଣ ବଢ଼ୁଛି। ମାତ୍ର ଚିଙ୍ଗୁଡ଼ି ଓ କଙ୍କଡ଼ା…

