ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ନେବେ ଚାଷୀ
କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): ଆସନ୍ତା ଜୁନ୍ ୧ରେ ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ନିର୍ବାଚନ ହେବ। ଆଞ୍ଚଳିକ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇ ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳ ବିଜେଡି,…
ଅସରାଏ ବର୍ଷାରେ କୃଷକ ବଜାରରେ ଆଣ୍ଠୁଏ ପାଣି
ଜଗତ୍ସିଂହପୁର, ୧୩ା୫(ପ୍ରମୋଦ କୁମାର ନାୟକ): ସ୍ବାଧୀନତାର ୭୭ ବର୍ଷ ପରେ ବି ଜଗତ୍ସିଂହପୁର ଜିଲା ମୁଖ୍ୟାଳୟରେ ଡ୍ରେନେଜ୍ ସମସ୍ୟାର ସ୍ଥାୟୀ ସମାଧାନ ହୋଇପାରିଲା ନାହିଁ। ଯେଉଁ ସମସ୍ୟା ଥିଲା ତାହା ଦୂରହେବା ତ ଦୂରର କଥା ବରଂ ଦିନକୁ ଦିନ ନୂଆ…
ବସତି କଲୋନୀ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ
ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୩ା୫: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ମାଙ୍କଡ଼ିଆ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ବସତି କଲୋନୀର ଅଧାପନ୍ତରିଆ ଗୃହ ଏବେ ଅସାମାଜିକଙ୍କ ଆଡ୍ଡାସ୍ଥଳ ପାଲଟିଛି। ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍ଏଫ୍) ପାଣ୍ଠିରେ ନିର୍ମିତ ଏହି ପ୍ରକଳ୍ପରେ ବ୍ୟାପକ…
୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଭୁଶୁଡ଼ିଲା
ଚଣ୍ଡିଖୋଲ,୧୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ ଅନ୍ତର୍ଗତ ସମିଆ ପଞ୍ଚାୟତର କୋହ୍ଲା ଗ୍ରାମ ନିକଟରେ ୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଶନିବାର ଭୁଶୁଡ଼ିପଡିଛି। ଏହି ରାସ୍ତା ଦେଇ ଏକ ଚିପ୍ସ ବୋଝେଇ ହାଇଓ୍ବା ଅତିକ୍ରମ କରୁଥିବାବେଳେ କଲଭର୍ଟଟି ଭାଙ୍ଗି…
ଇଭିଏମ୍ରେ ତ୍ରୁଟି, ବିଳମ୍ବରେ ମତଦାନ ଆରମ୍ଭ
ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌର ପରିଷଦ ଅଞ୍ଚଳ କୁମୁଟିଗୁଡ଼ା ପୋଲିଂ କେନ୍ଦ୍ରରେ ଭୋଟ୍ ଦେବା ପାଇଁ ସକାଳ ୭ଟାରେ ମହିଳା ପୁରୁଷ ଭୋଟରଙ୍କ ପ୍ରବଳ ଭିଡ଼ ହୋଇଥିବା ଦେଖିବାକୁ ମିଳିଥିଲା। କିନ୍ତୁ ଇଭିଏମ୍ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ଭୋଟ୍୍ଦାନ କେନ୍ଦ୍ରରେ ଥିବା…
କେସିଙ୍ଗାରେ ଚାଲିଛି ମତଦାନ
କେସିଙ୍ଗା,୧୩ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ବାଲସି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମତଦାନ କେନ୍ଦ୍ର ଅନୁଷ୍ଠିତ…
ପ୍ଲେ ଅଫ୍ ଆଶା ଉଜ୍ଜୀବିତ ରଖିଲା ଆରସିବି
ବେଙ୍ଗାଲୁରୁ,୧୨ା୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ)ରେ ଦିଲ୍ଳୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍କୁ ୪୭ ରନରେ ଜିତି ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟରେ ଆରସିବି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟରେ ୧୮୭ ରନ୍ କରିଥିଲା ଜବାବରେ…
ବିପଦରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ
ବିପଦରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ, ମଳିନ ଦିଶୁଛି ମହାପ୍ରଭୁଙ୍କ ଶ୍ରୀମୁଖ। ଶ୍ରୀଅଙ୍ଗ ରେ ଲାଗି ହେଉଥିବା କସ୍ତୁରୀ ଅଭାବରୁ ଏବେ ଚନ୍ତାରେ ଶ୍ରୀମନ୍ଦିର ପ୍ରଶାସନ।
କେନ୍ଦ୍ରମନ୍ତ୍ରୀ ଥାଇ ଦେବଗଡ଼ ପାଇଁ କ’ଣ କରିଛନ୍ତି: ପ୍ରଣବ
ଦେବଗଡ଼,୧୩।୫(ଶଶାଙ୍କ ଶେଖର ଝାଙ୍କର): ନିର୍ବାଚନୀ ପ୍ରଚାର ପାଇଁ ବିଭିନ୍ନ ନିର୍ବାଚନମଣ୍ଡଳୀ ଓ ବ୍ଲକ ବୁଲି ସଭାରେ ଯୋଗଦେଉଛନ୍ତି ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ସେ କର୍ମୀମାନଙ୍କୁ…
‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’
ଖୋର୍ଦ୍ଧା,୧୨ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାରେ ରବିବାର ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍ ନିର୍ବାଚନୀ ପ୍ରଚାର କରିଛନ୍ତି। ସେ ସନ୍ଧ୍ୟା ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ମୁକୁନ୍ଦପ୍ରସାଦଠାରୁ ନୂଆ ବସ୍ଷ୍ଟାଣ୍ଡ ପର୍ଯ୍ୟନ୍ତ ପ୍ରାୟ ୫କିମି ବ୍ୟାପୀ ରୋଡ୍ ଶୋ’ କରିଥିଲେ। ରାସ୍ତାର ଉଭୟ…
ଓଡ଼ିଶୀ ସଙ୍ଗୀତ ଓ ଓଡ଼ିଶୀ ନୃତ୍ୟ ମଧ୍ୟରେ ପାର୍ଥକ୍ୟ ଜାଣିନାହାନ୍ତି ଧର୍ମେନ୍ଦ୍ର: ଲେନିନ୍
ସମ୍ବଲପୁର,୧୩।୫(ବି.ଶଙ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକ୍ଷେପର କଡ଼ା ଜବାବ ଦେବା ପରେ ଓଡ଼ିଶା ଭାଜପା ବର୍ତ୍ତମାନ ଚିନ୍ତାରେ ପଡିଛି। କାରଣ ଓଡ଼ିଶା ପ୍ରତି କେନ୍ଦ୍ର କରୁଥିବା ପ୍ରତାରଣାର କାହାଣୀ ଲୋକଙ୍କ ଆଗରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…
ନିର୍ବାଚନ ପାଇଁ ୧୭ ହଜାର ପୋଲିସ
ଭୁବନେଶ୍ୱର,୧୩।୫(ସତ୍ୟଜିତ୍ ରାଉତ): ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ୯ ଜିଲାରେ ଶୃଙ୍ଖଳିତ ତଥା ସୁରକ୍ଷିତ ନିର୍ବାଚନ କରିବାକୁ ବିଭିନ୍ନ ର଼୍ୟାଙ୍କର ୧୭ ହଜାର ପୋଲିସ ନିୟୋଜିତ ହୋଇଛନ୍ତି। ବିଶେଷକରି ମାଓବାଦୀ ଅଧ୍ୟୁଷିତ…
Archives


