Home Left

ବଡ଼ ଅଡୁଆରେ ଫସିଲେ ଅଲ୍ଲୁ ଅର୍ଜୁନ, ବିଧାୟକ ବନ୍ଧୁଙ୍କ ଘରକୁ ଯିବାକୁ ନେଇ…

ହାଇଦ୍ରାବାଦ: ଅଡୁଆରେ ଫସିଛନ୍ତି ଦକ୍ଷିଣ ଭାରତୀୟ ସିନେମାର ମେଗାଷ୍ଟାର ଅଲ୍ଲୁ ଅର୍ଜୁନ। ତାଙ୍କ ବିରୋଧରେ ଆନ୍ଧ୍ର ପ୍ରଦେଶରେ ଏଫ୍‌ଆଇଆର୍‌ ରୁଜୁ ହୋଇଛି। ତେବେ ଏହି କାରଣରୁ ତାଙ୍କୁ ଜେଲ ଯିବାକୁ ପଡ଼ିପାରେ ବୋଲି କୁହାଯାଉଛି। ଆନ୍ଧ୍ରପ୍ରଦେଶର ନାଘାଂଲ ଆସନରେ ଆଲ୍ଲୁଙ୍କ ବନ୍ଧୁ…

ଫ୍ୟାନ୍‌ ସଜାଡୁଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ଯୁବକଙ୍କ ଜୀବନ

ଭୁବନ,୧୨ା୫(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଶ୍ୟାମଳ ଗ୍ରାମର ପ୍ରକାଶ ଥାଟୋଇଙ୍କର ଶନିବାର ରାତିରେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ହୋଇଛି। ଅସହ୍ୟ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଟେବୁଲ ଫ୍ୟାନ୍‌ ସଜାଡୁଥିବା ସମୟରେ ଏହି ଅଘଟଣା ଘଟିଥିଲା। ସେ…

ରେକର୍ଡ କଲେ ନେପାଳ ପର୍ବତାରୋହୀ, ଏଭ୍‌ରେଷ୍ଟ ଚଢ଼ିଲେଣି ଏତିକି ଥର…

କାଠମାଣ୍ଡୁ,୧୨ା୫: ନେପାଳର ‘ଏଭରେଷ୍ଟ ମ୍ୟାନ୍‌’ ଭାବରେ ଜଣାଶୁଣା କାମି ରୀତା ଶେର୍ପା ରବିବାର ୨୯ତମ ଥର ପାଇଁ ବିଶ୍ୱର ସର୍ବୋଚ୍ଚ ଶିଖର ମାଉଣ୍ଟ ଏଭରେଷ୍ଟ ଉପରକୁ ଚଢ଼ି ନିଜର ରେକର୍ଡ ଭାଙ୍ଗିଛନ୍ତି। ୫୪ ବର୍ଷୀୟ ଶେର୍ପା ପର୍ବତାରୋହୀ ତଥା ଗାଇଡ୍‌ ଗତ…

ଧୋନୀ ଚାହିଁଲେ ବି ହୋଇପାରିବେ ନାହିଁ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌, ଜାଣନ୍ତୁ କାରଣ?

ନୂଆଦିଲ୍ଲୀ,୧୨।୫: ଟିମ୍‌ ଇଣ୍ଡିଆର କୋଚ୍‌ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ୨୦୨୪ ଟି୨୦ ବିଶ୍ୱକପ୍‌ ପରେ ଶେଷ ହେବାକୁ ଯାଉଛି। ନିକଟରେ ବିସିସିଆଇ ସଚିବ ଜୟ ଶାହା ଏନେଇ ସୂଚନା ଦେଇ ଖୁବ୍‌ଶୀଘ୍ର ନୂଆ କୋଚ୍‌ ଲାଗି ଆବେଦନ ମଗାଯିବ ବୋଲି…

ଅବାଧ ନିର୍ବାଚନ ପାଇଁ ପ୍ରଶାସନର ଜୋର୍‌ଦାର ପ୍ରୟାସ

ଦାରିଙ୍ଗବାଡ଼ି,୧୨ା୫(ଅରୁଣ ସାହୁ): ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ସାରା ରାଜ୍ୟରେ ପୋଲିସ ସକ୍ରିୟ ହୋଇ ଉଠିଥିବା ବେଳେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯିବା ସହ ଫ୍ଲାଗ୍‌ମାର୍ଚ୍ଚ ଆଦି କରି ଲୋକଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ କନ୍ଧମାଳ ପ୍ରଶାସନର ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି…

ଏକ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି କରିବ ”ପିଏମ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା”

ନୂଆଦିଲ୍ଲୀ,୧୨ା୫: ୧୦ ନିୟୁତ ଘରକୁ ସୌର ପ୍ୟାନେଲ ଯୋଗାଇବାରେ ସାହାଯ୍ୟ କରିବା ପାଇଁ ସରକାର ସୌର ପ୍ୟାନେଲ ସ୍ଥାପନ ଏବଂ ପରିଚାଳନାରେ ପାରଦର୍ଶୀ ଥିବା ୧୦୦,୦୦୦-ଶକ୍ତିଶାଳୀ କର୍ମଜୀବୀ ପ୍ରସ୍ତୁତ କରିବାକୁ ସରକାର କାର୍ଯ୍ୟ କରୁଛନ୍ତି। ଏହି ଯୋଜନାର ଅଗ୍ରଗତି ବିଷୟରେ ଅବଗତ…

ସୋମବାର ନିର୍ବାଚନ: ବୁଥ୍‌ରେ ପହଞ୍ଚିଲେ ପୋଲିଂ କର୍ମଚାରୀ

ଛତ୍ରପୁର,୧୨ା୫(ଦିଲ୍ଲୀପ ସାମଲ): ସାଧାରଣ ନିର୍ବାଚନ ମହାପର୍ବ ଲାଗି ବୁଥ୍‌ ମୁହାଁ ହୋଇଛନ୍ତି କର୍ମଚାରୀ। ରାଜ୍ୟର ପ୍ରଥମ ପର୍ଯ୍ୟାୟରେ ମେ’ ୧୩ ତାରିଖ ସୋମବାର ନିର୍ବାଚନ ଲାଗି ମତଦାନ ଗ୍ରହଣ କରାଯିବ। ଏହି ପ୍ରରିପ୍ରେକ୍ଷୀରେ ଗଞ୍ଜାମ ଜିଲା ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର…

ବୁଥ୍‌ ଅଭିମୁଖେ ପୋଲିଂ ପାର୍ଟିଂ

ଚିତ୍ରକୋଣ୍ଡା,୧୨ା୫(କ୍ଷୀରୋଦ ବେହେରା): ଆସନ୍ତା ୧୩ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଗତକାଲି ପ୍ରାର୍ଥୀମାନଙ୍କର ପ୍ରଚାର ଶେଷ ହୋଇଥିବା ବେଳେ ଆଜି ସକାଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୂରଦୂରାନ୍ତର ଅତି ଦୁର୍ଗମ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ବୁଥ୍‌…

ତୁମେ କ’ଣ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ? ମୋଦିଙ୍କ ସହିତ ବିତର୍କ ପ୍ରସ୍ତାବକୁ ନେଇ ରାହୁଲଙ୍କୁ କଟାକ୍ଷ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୨ା୫: ବିଭିନ୍ନ ନିର୍ବାଚନୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିତର୍କ କରିବାକୁ ନିମନ୍ତ୍ରଣ ଗ୍ରହଣ କରିବା ପରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏକ ଜବାବ ଦେଇଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ ରାହୁଲ…

ଘାଟିରେ ଓଲଟିଲା ଅଟୋ, ୧୮ ଆହତ

ଝରିଗାଁ,୧୨ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଘାଟିରେ ରବିବାର ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ନିର୍ବାଚନ ପାଇଁ ପ୍ରାୟ ଗାଡ଼ି ନିର୍ବାଚନ ଡ୍ୟୁଟିରେ ନିୟୋଜିତ…

କେନାଲ ହିଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ

ଦିଗପହଣ୍ଡି/ଚିକିଟି,୧୨ା୫(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ନାରାୟଣପୁର ଗ୍ରାମ ନିକଟ ରାସ୍ତା କଡ଼ କେନାଲ ହିଡ଼ରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହକୁ କେ.ନୂଆଗାଁ ଥାନା ପୋଲିସ ଜବତ କରିଛନ୍ତି। ମୃତକଙ୍କ ପରିଚୟ ମିଳିପାରିନାହିଁ।…

ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍‌ ନୁହେଁ, ଜାଣନ୍ତୁ…

ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ। କିନ୍ତୁ ଜରୁରୀ ନୁହେଁ, ସବୁ ଲୋକଙ୍କୁ ସମାନ ମାତ୍ରାର ପାଣି ପିଇବା ଦରକାର। ଶରୀରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri