ସମନ୍ବୟ-ସହଯୋଗିତାକୁ ଗୁରୁତ୍ୱ
ଭୁବନେଶ୍ୱର,୧୧।୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍)ର ଆନୁଆଲ ବିଜନେସ୍ ଆସୋସିଏଟ୍ ମିଟ୍ ଭୁବନେଶ୍ୱରର ଏମ୍ଡିସି ବରମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ତଥା ଦେଶର ବିଭିନ୍ନ…
ଟି୨୦ ବିଶ୍ୱକପ୍ରେ ସ୍ଥାନ ନ ମିଳିବାରୁ ଅବସର ନେଲେ ନ୍ୟୁଜିଲାଣ୍ଡର ଏହି ବ୍ୟାଟର
ଖ୍ରିଷ୍ଟଚର୍ଚ୍ଚ,୧୧ା୫: ନ୍ୟୁଜିଲାଣ୍ଡର ଅନ୍ୟତମ ଟପ୍ ଅର୍ଡର ବ୍ୟାଟର କଲିନ୍ ମୁନ୍ରୋ ଶୁକ୍ରବାର ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଆଗାମୀ ଟି୨୦ ବିଶ୍ୱକପ୍ ପାଇଁ ଜାତୀୟ ଦଳରେ ସ୍ଥାନ ନ ମିଳିବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ୩୭…
ପୱନଙ୍କୁ ଅଲ୍ଲୁ ଅର୍ଜୁନଙ୍କ ସମର୍ଥନ
ଅମରାବତୀ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଏବେ ନିଜ ଫିଲ୍ମ ‘ପୁଷ୍ପା ଦି ରୁଲ୍’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ସେ ଏହି ହାଇ ବଜେଟ ଫିଲ୍ମକୁ ନେଇ କ୍ରମାଗତ ଭାବେ ଚର୍ଚ୍ଚାରେ ରହି ଆସୁଛନ୍ତି। ଆସନ୍ତା ୧୩ରେ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ହେବାକୁ…
ଚଳନ୍ତା ବିମାନରେ ମାରପିଟ
ସାନ୍ ଫ୍ରାନ୍ସିସ୍କୋ: ସାମ୍ପ୍ରତିକ ସମୟରେ ବିମାନରେ ଯାତ୍ରା କରିବାବେଳେ ଯାତ୍ରୀଙ୍କ ମଧ୍ୟରେ ଝଗଡ଼ା ଓ ମାରପିଟ ଲାଗିବାର ଅନେକ ଖବର ସାମ୍ନାକୁ ଆସିଛି। ସୋସିଆଲ ମିଡିଆର ଯୁଗ ହୋଇଥିବାରୁ ଏହି ସବୁ ଭିଡିଓ ଅଳ୍ପ କିଛି ସମୟ ମଧ୍ୟରେ ଇଣ୍ଟରନେଟରେ ଭାଇରାଲ ହେବାକୁ…
ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ଜାରି ରହିବ
ନୂଆଦିଲ୍ଲୀ,୧୧ା୫(ପି.ଟି.): ସୁପ୍ରିମକୋର୍ଟ ଶୁକ୍ରବାର ଅନ୍ତରୀଣ ଜାମିନ ପ୍ରଦାନ କରିବାର କିଛି ଘଣ୍ଟା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ତିହାର ଜେଲରୁ ମୁକୁଳିଛନ୍ତି। ସେ ଭଗବାନ ହନୁମାନଙ୍କୁ ଧନ୍ୟବାଦ ଜଣାଇବା ସହ ଏକଚ୍ଛତ୍ରବାଦ ବିରୋଧରେ ଲଢ଼େଇ ପାଇଁ ଜନସାଧାରଣଙ୍କ ସମର୍ଥନ ଲୋଡ଼ିଛନ୍ତି। ଲୋକ…
କାନାଡ଼ାରେ ଗୁପ୍ତଚର ବୃତ୍ତିରେ ସାମିଲ ଥିଲା ଭାରତ
ଅଟାଓ୍ବା, ୧୧।୫: ଭାରତ କାନାଡ଼ାର ବିଭିନ୍ନ ଗୁପ୍ତଚର କାର୍ଯ୍ୟକଳାପରେ ସାମିଲ ଥିବା ନେଇ କାନାଡ଼ାର ଗୋଇନ୍ଦା ଏଜେନ୍ସି ‘କାନାଡ଼ିଆନ ସୁରକ୍ଷା ଗୁପ୍ତଚର ସେବା(ସିଏସ୍ଆଇଏସ୍)’ ଦାବି କରିଛି। ଏନେଇ ସିଏସ୍ଆଇଏସ୍ ପକ୍ଷରୁ ଏକ ସାର୍ବଜନୀନ ରିପୋର୍ଟ ପ୍ରକାଶ କରାଯାଇଛି। ଏହି ରିପୋର୍ଟରେ ଭାରତ ସହ…
ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଥମିବ ପ୍ରଚାର
ଭୁବନେଶ୍ୱର,୧୧।୫: ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ ଅନୁଷ୍ଠିତ ହେବ। ତେବେ ମତଦାନ ପାଇଁ ଆଜି ପ୍ରଚାର ସରିବ । ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକ ସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ମତଦାନ…
ନାମାଙ୍କନ ଦାଖଲ ବେଳେ ସାମ୍ନାକୁ ଆସିଲା ବଡ଼ ସତ୍ୟତା, ବର୍ଷାଙ୍କର ରହିଛି ୮ ନାଁ
ଭୁବନେଶ୍ୱର,୧୧।୫: ବଡ଼ଚଣା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଶୁକ୍ରବାର ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବର୍ଷା ଦାଖଲ କରିଥିବା ସତ୍ୟପାଠ ଏବେ ବିଜେଡିର ନିଦ ହଜାଇ ଦେଇଛି। ବର୍ଷାଙ୍କ ବିଭିନ୍ନ ସରକାରୀ ରେକର୍ଡରେ ଭିନ୍ନ ଭିନ୍ନ…
ଓଡ଼ିଶାରୁ ଭାଗନେବେ ୧୮ ଆଥ୍ଲେଟ
ଭୁବନେଶ୍ୱର, ୧୧।୫ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ହେବାକୁଥିବା ୨୭ତମ ଜାତୀୟ ଫେଡେରେଶନ କପ୍ ସିନିୟର ଆଥ୍ଲେଟିକ୍ସ ପ୍ରତିଯୋଗିତାରେ ଓଡ଼ିଶାର ମୋଟ ୧୮ ଆଥ୍ଲେଟ ଅଂଶଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ୫ ମହିଳା ପ୍ରତିଯୋଗୀ…
ଇନ୍ଷ୍ଟାଗ୍ରାମ୍ରେ ପାଣ୍ଡିଆନ୍
ଭୁବନେଶ୍ୱର, ୧୧।୫(ଅନିଲ ଦାସ): ସାମାଜିକ ଗଣମାଧ୍ୟମ ଇନ୍ଷ୍ଟାଗ୍ରାମ୍ରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଦଳର ନିର୍ବାଚନ ଇସ୍ତାହାର ସମ୍ପର୍କରେ ଯୁବପିଢ଼ିଙ୍କୁ ସୂଚନା ଦେଇ ଭୋଟ ଭିକ୍ଷା କରୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ସେ ଏକ ମୋଟରସାଇକେଲରେ ଆସି ହେଲ୍ମେଟ…
ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍
ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାକୁ ଦୃଷ୍ଟିରେ ରଖି ବିଜେଡିର ନିର୍ବାଚନୀ ଇସ୍ତାହାରରେ ବିକଶିତ ଓଡ଼ିଶାର ଚିତ୍ର ପ୍ରତିଫଳିତ ହେଉଛି।…
ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି
ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର ରାଜନୈତିକ ମାହୋଲରେ ଭିନ୍ନ ଏକ ଚିତ୍ର ଦେଖିବାକୁ ମିଳିଥିଲା। ପ୍ରତିଦିନ ବିଜେଡି ଭାଜପା ମଧ୍ୟରେ…
Archives


