କ୍ରିକେଟ ଖେଳୁଥିବା ବେଳେ ଟଳିପଡିଲେ ଯୁବକ, ଅଂଶୁଘାତ ଆଶଙ୍କା
ବ୍ରହ୍ମପୁର,୧୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ଖଲ୍ଲିକୋଟ କଲେଜ ଖେଳପଡ଼ିଆରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଖେଳୁଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୈଦ୍ୟନାଥପୁର ଥାନା ଆଙ୍କୁଲି କୁମ୍ଭାରପଲ୍ଲୀର ସୁନୀଲ କୁମାର ନାହାକ(୩୧)। ଅଂଶୁଘାତରେ ତାଙ୍କର…
ପ୍ରଧାନମନ୍ତ୍ରୀଙ୍କୁ ଜିତାଇବା ଲାଗି ମୋଦି-ଯୋଗୀଙ୍କ ନାମର ମେହେନ୍ଦୀ ଲଗାଇଲେ ମୁସଲମାନ ମହିଳା, ଦେଖନ୍ତୁ ଭିଡିଓ…
ନୂଆଦିଲ୍ଲୀ,୧୦।୫: ଲୋକ ସଭା ନିର୍ବାଚନ ୨୦୨୪ର ୩ ପର୍ଯ୍ୟାୟ ଶେଷ ହୋଇଛି। ଏସବୁ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟକୁ ନେଇ ଦଳଗୁଡ଼ିକ ପକ୍ଷରୁ ଜୋରଦାର ନିର୍ବାଚନୀ ପ୍ରଚାର ଚାଲିଛି। ଏମିତିରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ମୁସଲମାନ ମହିଳାମାନେ ପିଏମ୍ ମୋଦିଙ୍କ ନାମର ମେହେନ୍ଦୀ ନିଜ…
ଛତିଶଗଡରେ ବଡ଼ ଏନକାଉଣ୍ଟର, ୮ ମାଓବାଦୀ ନିହତ
ବିଜାପୁର,୧୦।୫: ଛତିଶଗଡ ବିଜାପୁରରେ ବଡ଼ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ । ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା । ଯେଉଁଥିରେ ବିଜାପୁର ପୋଲିସ ଏବଂ ସିଆରପିଏଫ କୋବ୍ରା ଯବାନଙ୍କୁ ବଡ଼ ସଫଳତା ମିଳିଛି।…
ସମୀରଙ୍କୁ ରାଜା ସ୍ବାଇଁଙ୍କ ଚେତାବନୀ, ପଛରୁ ଛୁରାଘାତ…
ଭୁବନେଶ୍ୱର,୧୦।୫: ନିମାପଡା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଚେତାବନୀ । ନିର୍ବାଚନରେ ପଛରୁ ଛୁରାଘାତ କଲେ ବରଦାସ୍ତ କରାଯିବନି ବୋଲି ସିଧା ସିଧା ଶୁଣାଇଛନ୍ତି ରାଜା ସ୍ବାଇଁ। ସେ ଆହୁରି କହିଛନ୍ତି,…
ଅକ୍ଷୟ ତୃତୀୟାରେ ଅନୁକୂଳ ହେଲା ଅଖିମୁଠି
କେନ୍ଦୁଝର,୧୦।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ କେନ୍ଦୁଝର ସରକାରୀ ଫାର୍ମରେ ଜିଲାସ୍ତରୀୟ ଅକ୍ଷୟ ତୃତୀୟା ତଥା କୃଷକ ଦିବସ ପାଳନ ହୋଇଯାଇଛି । କୃଷି ଓ କୃଷକଙ୍କ ଗୁରୁତ୍ୱ ରଖୁଥିବା ଏହି ଦିବସ ପାଳନ ସମାରୋହରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ…
ମୋଦିଙ୍କ ରୋଡ ଶୋ’ରେ ବାଧକ ସାଜିବ କି ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୦।୫: ଆଗାମୀ ୩ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଜିଲାରେ ବର୍ଷା ନେଇ ଆକଳନ କରିଛି ବିଭାଗ ।…
ପୋଟଳି ନେଇ କଲେକ୍ଟରଙ୍କ ଅଫିସ ପହଞ୍ଚିଲେ ବିଧାୟକ, ଖୋଲିବା ପରେ ସମସ୍ତେ ହେଲେ ଆଶ୍ଚର୍ଯ୍ୟ
ବାରାଣସୀ,୧୦।୫: ବାରାଣାସୀ ଲୋକ ସଭା ଆସନରେ ଏକ ଅଜବ ଚିତ୍ର ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ସ୍ବାଧୀନ ପ୍ରାର୍ଥୀ କଏନ ନେଇ ନାମାଙ୍କନ ଫର୍ମ ଫି ସହିତ ଆସିଥିଲେ, ତାହା ମଧ୍ୟ ୧୦୦ କିମ୍ବା ୨୦୦ ଟଙ୍କା ନୁହେଁ ବରଂ ପୂରା…
ବୃଦ୍ଧଙ୍କ ଉପରେ ମାଡ଼ିଗଲା ଚିପ୍ସ ବୋଝେଇ ହାଇୱା
ଦେଓଗାଁ,୧୦।୫(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଦେଓଗାଁ କଲେଜ ଛକରେ ଶୁକ୍ରବାର ଏକ ହାଇୱା ଚାପାରେ ଜଣେ ସାଇକେଲ ଆରୋହୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ ସାଗରପାଲି ଗ୍ରାମର ୬୨ ବର୍ଷୀୟ ବୃଦ୍ଧ ମହେଶ୍ୱର ରଣା ।…
ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିରେ ଭିଜିଗଲା ସମସ୍ତ ଦେଶବାସୀଙ୍କ ଆଖି: ରାଘବ ଚଢା
ନୂଆଦିଲ୍ଲୀ,୧୦।୫: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଜାମିନ ପାଇବା ମାତ୍ରେ ଏଏପି ନେତାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିବା ଆରମ୍ଭ କରିଛି। ଏଏପିର ରାଜ୍ୟ ସଭା ଏମପି ରାଘବ ଚଢା ମଧ୍ୟ ତାଙ୍କ ନିରବତାକୁ ଭାଙ୍ଗି କିଛି ହୃଦୟସ୍ପର୍ଶୀ କଥା…
କେଜରିଓ୍ବାଲଙ୍କୁ ଜାମିନ ମିଳିବା ପରେ ପ୍ରଥମେ କାହାକୁ ଭେଟିଥିଲେ ସୁନିତା
ନୂଆଦିଲ୍ଲୀ,୧୦।୫: ଶୁକ୍ରବାର ସୁପ୍ରିମକୋର୍ଟ ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ସ୍ତ୍ରୀ ସୁନୀତା କେଜରିୱାଲଙ୍କ ସମେତ ସମଗ୍ର ଆମ ଆଦମୀ ପାର୍ଟି ଉତ୍ସବ ପାଳନ କରୁଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ…
କେଜରିଓ୍ବାଲଙ୍କୁ ଜାମିନ ମିଳିବା ପରେ…, ଏଏପିର ବଡ ନିଷ୍ପତ୍ତି, ରଦ୍ଦ ହେଲା ସମସ୍ତ କାର୍ଯ୍ୟକ୍ରମ
ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିୱାଲ ସୁପ୍ରିମକୋର୍ଟରୁ ଜାମିନ ପାଇଛନ୍ତି। ଏହା ପରେ ଦଳ ଶୁକ୍ରବାର ନିଜର ସମସ୍ତ ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମକୁ ବାତିଲ କରିଦେଇଛି। ଅରବିନ୍ଦ କେଜରିୱାଲଙ୍କ ଜାମିନକୁ ଦୃଷ୍ଟିରେ ରଖି ଦଳର…
ବିମାନ ବନ୍ଦରରେ ଲାଗିଲା ନିଆଁ, ଇମିଗ୍ରେଶନ ସିଷ୍ଟମ ପ୍ରଭାବିତ
ଲାହୋର,୧୦।୫: ଗୁରୁବାର ପାକିସ୍ତାନର ପଞ୍ଜାବ ପ୍ରଦେଶ ଲାହୋରର ଆଲାମା ଇକବାଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ସମଗ୍ର ଇମିଗ୍ରେସନ ସିଷ୍ଟମକୁ କ୍ଷତି ପହଞ୍ଚାଇଛି ଏବଂ ବିମାନ ଚଳାଚଳକୁ ବାଧା ଦେଇଛି। ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ (CAA)…
Archives


