କୋରାପୁଟରେ ପ୍ରବଳ ବର୍ଷା, ବିପଦ ସଂକେତ ଉପରେ ମାଛକୁଣ୍ଡ ଡ୍ୟାମ୍
କୋରାପୁଟ/କୁନ୍ଦୁରା,୯ା୯(ଅମିତାଭ ବେହେରା/ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲାରେ ରବିବାର ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋଲାବ ନଦୀ ଫୁଲୁଥିବାରୁ କେତେକ ତଳିଆ ଅଞ୍ଚଳରେ ପାଣି ପଶିଛି। ଏଥିଯୋଗୁ ଲମତାପୁଟ ବ୍ଲକ ଅନକାଡ଼େଲିଠାରେ ଥିବା ମାଛକୁଣ୍ଡ ଡ୍ୟାମରେ…
ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ହରାଇଲା ଭାରତ
ହୁଲୁନ୍ବୁଇର(ଚାଇନା), ୮ା୯: ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ପ୍ରତିଯୋଗିତାରେ ଏଠାରେ ରବିବାର ଖେଳାଯାଇଥିବା ଏକ ମ୍ୟାଚରେ ଗତଥରର ଚାମ୍ପିୟନ ଭାରତୀୟ ପୁରୁଷ ଦଳ ୩-୦ ଗୋଲ୍ରେ ଆୟୋଜକ ଚାଇନାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ସୁଖଜିତ୍ ସିଂ(୧୪ତମ ମିନିଟ), ଉତ୍ତମ ସିଂ…
ପ୍ରଥମ ଥର ମୁହଁ ଖୋଲିଲେ ମନୋଜ ମିଶ୍ରଙ୍କ ସ୍ତ୍ରୀ, କହୁ କହୁ କହିଦେଲେ ଏମିତି…
ଭୁବନେଶ୍ୱର,୮।୯: ଓଡ଼ିଆ ସିନେମାର ସ୍ଥିତି ଏବେ ଏବେ କିଛି ମାତ୍ରାରେ ସୁଧୁରିବାବେଳେ ବିବାଦ ଓ କଳି ସିନେ ଜଗତକୁ ପୁଣି ପଛକୁ ନେଇଯାଉଛି। ପାଖାପାଖି ବର୍ଷେ ତଳେ ଓଲିଉଡକୁ ନେଇ ଏକ ବଡ଼ ବିବାଦ ମୁଣ୍ଡ ଟେକିଥିଲା। ସେ କଥାର ସମାଧାନ…
କେନ୍ଦୁଝରରେ ବେଙ୍ଗଲ ବ୍ରିଡ ଲେମ୍ବୁ: ବାସ୍ନା ଆଉ ସ୍ବାଦରେ ସମ୍ପୂର୍ଣ୍ଣ ଘରୋଇ
କେନ୍ଦୁଝର,୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବେଙ୍ଗଲ ବ୍ରିଡ୍ ଲେମ୍ବୁ ବିକ୍ରି ଦେଖି ସବୁ ଚକିତ। ଏହି ଲେମ୍ବୁ ଗୋଟା ୨୦ରୁ ୩୦ ଟଙ୍କାରେ ବିକ୍ରି ହେଉଛି। ଏହାର ମଞ୍ଜି କଲିକତାରୁ ଆଣି ବାଡ଼ିରେ ଲଗାଇଥିଲେ। ଦୁଇଟି ଗଛରେ ଏଭଳି ବହୁତ୍…
ସିଏମ କିଷାନକୁ ନେଇ ଟାର୍ଗେଟ କଲେ ସମ୍ବିତ ରାଉତରାୟ, କହିଲେ ନାଁ ବଦଳାଇଦେଲେ…
ଭୁବନେଶ୍ୱର,୮।୯: ରାଜ୍ୟର ଭାଜପା ସରକାର ନୂଆଖାଇ ଅବସରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାକୁ ନେଇ ରାଜ୍ୟ ସରକାର ଚାଷୀଙ୍କ ଉପକାର ହେବ ବୋଲି କହୁଥିବା ବେଳେ ଟାର୍ଗେଟ କରିଛି ବିରୋଧୀ ବିଜେଡି। ଏହି ଯୋଜନାକୁ ନେଇ ଶାସକ…
ବନ୍ଦ ଘରୁ କଳାକନା ବୁଲାଇଲେ ଦୁର୍ବୁତ୍ତ: ପୋଲିସ ଓ ସାଇଣ୍ଟିଫିକ ଟିମ୍ ର ତଦନ୍ତ
ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ବ୍ୟାଙ୍କ କଲୋନୀ ରଘୁନାଥ ଯୋତିଙ୍କ ବନ୍ଦ ଘରୁ କଳାକନା ବୁଲାଇଛନ୍ତି ଦୁର୍ବୁତ୍ତ। ଘରେ କେହି ନଥିବାର ସୁଯୋଗ ନେଇ ଏହି ଚୋରି ହୋଇଥିବା ଜଣାପଡିଛି । ଏନେଇ ରଘୁନାଥ ଛତ୍ରପୁର ଥାନାରେ ଲିଖିତ ଅଭିଯୋଗ…
ଦିନ ରାତି ଜଳି ରହୁଛି ବିଭିନ୍ନ କାର୍ଯ୍ୟାଳୟର ଷ୍ଟ୍ରିଟ୍ ଲାଇଟ୍
ଥୁଆମୂଳ ରାମପୁର,୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ମୁଖ୍ୟାଳୟର ତହସିଲ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ଦୈନିକ ମାର୍କେଟ ପର୍ଯ୍ୟନ୍ତ ଲାଗିଥିବା ଷ୍ଟ୍ରିଟଲାଇଟ୍ ଦୀର୍ଘ ବର୍ଷ ଧରି ଅଚଳ ହୋଇ ପଡ଼ି ରହିଥିବା ବେଳେ ଦିନ ରାତିସାରା ଜଳୁଛି…
ଧର୍ମେନ୍ଦ୍ରଙ୍କ ବିସ୍ଫୋରକ ବୟାନ, କହିଲେ ମଉଜ ପାଇ ନବୀନ-ପାଣ୍ଡିଆନ…
ସମ୍ବଲପୁର,୮।୯: ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତେବେ ଏ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ତେବେ ଏଥିରେ ସେ ସମ୍ବୋଧନ କରି କହିଛନ୍ତି, ଓଡ଼ିଆ ଅସ୍ମିତାର ବିଜୟ…
ନାବାଳିକାଙ୍କୁ ଅପହରଣ କରି ବିବାହ କରିଥିଲେ ଯୁବକ: ୨ ବର୍ଷ ପରେ ଗିରଫ କଲା ପୋଲିସ
ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୋଲିସ ରବିବାର ରିତୁ ଦାସ ନାମକ ଜଣେ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ସ୍ଵତନ୍ତ୍ର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ପ୍ରାୟ ୨ ବର୍ଷ ହେଲା ଫେରାର…
କଙ୍ଗନାଙ୍କ ଫିଲ୍ମକୁ ମିଳିଲା ସେନ୍ସର ବୋର୍ଡର ସାର୍ଟିଫିକେଟ୍, ଖୁବ୍ଶୀଘ୍ର ହେବ ରିଲିଜ୍
ମୁମ୍ବାଇ: ଖୁବ୍ଶୀଘ୍ର ରିଲିଜ୍ ହେବ କଙ୍ଗନା ରଣାଓ୍ବତଙ୍କ ଫିଲ୍ମ ଏମରଜେନ୍ସି। ସେନ୍ସର ବୋର୍ଡ କିଛି ସର୍ତ୍ତ ରଖି ଏହି ଫିଲ୍ମକୁ ସାର୍ଟିଫିକେଟ୍ ଦେଇଛନ୍ତି। ବୋର୍ଡ ନିର୍ଦ୍ଦେଶ ଦେଇଛନ୍ତି କି, ଫିଲ୍ମରୁ କିଛି ସିନ୍ କୁ କଟାଯିବ। ଏବଂ ଶେଷଦୃଶ୍ୟ ପରସମାପ୍ତି ଏକ…
ସମ୍ବଲପୁରରେ ହେବ ଦ୍ୱିତୀୟ ଏମ୍ସ, ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୮।୯: ରାଜ୍ୟରେ ହେବାକୁ ଯାଉଛି ଦ୍ୱିତୀୟ ଏମ୍ସ। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍ଶୀଘ୍ର ଏମ୍ସ ସମ୍ବଲପୁରରେ ହେବାକୁ ଯାଉଛି । ରାଜ୍ୟ ସରକାର ଏନେଇ…
CM Kisan Yojana: କୃଷକଙ୍କ ପାଇଁ ଖୁସି ଖବର, ଜାଣନ୍ତୁ ଖାତାକୁ ଆସିବ କେତେ ଟଙ୍କା…
ଭୁବନେଶ୍ୱର,୮।୯: ନୂଆଁଖାଇରେ ବଡ଼ ଭେଟି ଦେଲେ ସରକାର। ଆଜି ଆକାଉଣ୍ଟକୁ ଆସିବ ସିଏମ କିଷାନ ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ. କିଷାନ ଯୋଜନାର ରବିବାର ନୂଆଁଖାଇ ଅବସରରେ ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ବିନୀ ପ୍ରେକ୍ଷାଳୟରେ ଆୟୋଜିତ…

