‘କଂଗ୍ରେସକୁ ଭୋଟ ଦେବା ପାକିସ୍ତାନକୁ ଭୋଟ ଦେବାଭଳି’, ନବନୀତ ରାଣାଙ୍କ ବୟାନକୁ ନେଇ ବିବାଦ
ନୂଆଦିଲ୍ଲୀ,୧୦।୫: ଭାଜପା ଏମପି ନବନୀତ କୌର ରାଣାଙ୍କ ବିରୋଧରେ ନିର୍ବାଚନ ଆୟୋଗଙ୍କ ଅଭିଯୋଗ ଉପରେ ତେଲଙ୍ଗାନାରେ ଏକ ମାମଲା ରୁଜୁ ହୋଇଛି। ନିର୍ବାଚନ ଆୟୋଗର ଅଧିକାରୀଙ୍କ ଅଭିଯୋଗକୁ ଭିତ୍ତି କରି ଶାଦନଗର ପୋଲିସ ଷ୍ଟେଶନରେ ନବନୀତ ରାଣାଙ୍କ ବିରୋଧରେ ମାମଲା ରୁଜୁ…
ପୁଣି ଅରେଞ୍ଜ୍ କ୍ୟାପ୍ ରେସ୍ରେ କୋହଲି ଆଗୁଆ: ପର୍ପଲ କ୍ୟାପ୍ ପିନ୍ଧିଛନ୍ତି ଏହି ଖେଳାଳି
ନୂଆଦିଲ୍ଲୀ,୧୦।୫:ବିରାଟ କୋହଲି ପଞ୍ଜାବ କିଙ୍ଗସ ବିପକ୍ଷରେ ୪୭ଟି ବଲରେ ୯୨ ରନ୍ର ଏକ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ ୭ ଚୌକା ଓ ୬ ଛକା ମାରିଥିଲେ। ଏଥି ସହିତ, ଏହା ପରେ ବିରାଟ କୋହଲି ପୁଣି ଅରେଞ୍ଜ୍ କ୍ୟାପ…
ବାଘ ନେଇଗଲା ଜୀବନ: ଗାଁରେ ଭୟ
ସମ୍ବଲପୁର,୧୦।୫: ସମ୍ବଲପୁର ଜିଲା ନାକଟିଦେଉଳ ରେଞ୍ଜ ସାହେବୀ ପଞ୍ଚାୟତ ମାନକୁଣ୍ଡା ଜଙ୍ଗଲରେ ଏକ ଅଭାବନୀ ଘଟଣା ଘଟିଛି। ଏକ କଲରା ପତରିଆ ବାଘ ଆକ୍ରମଣରେ ସାଦ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସାଦଙ୍କ ଘର ଧଣ୍ଡମୁଣ୍ଡା ଗାଁରେ। ମୃତ୍ୟୁ ବେଳକୁ…
ସୁପ୍ରିମକୋର୍ଟରୁ ହେମନ୍ତ ସୋରେନଙ୍କୁ ମିଳିଲା ନାହିଁ ଆଶ୍ୱସ୍ତି
ନୂଆଦିଲ୍ଲୀ,୧୦।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସିବାକୁ ଚାହୁଁଥିବା ହେମନ୍ତ ସୋରେନଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଗିରଫକୁ…
ଆଜି ନାମାଙ୍କନ ଭରିବେ ସିଦ୍ଧାର୍ଥ ରାଉତରାୟ: ଦେଲେ ପରିବେଶ ସୁରକ୍ଷା ବର୍ତ୍ତା
ଭୁବନେଶ୍ୱର,୧୦।୫: ନିମାପଡ଼ା କଂଗ୍ରେସ ବିଧାୟକ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ନାମାଙ୍କପତ୍ର ଦାଖଲ କରିବେ। ଏନେଇ ସିଦ୍ଧାର୍ଥ ନିଜ ସମର୍ଥକଙ୍କ ସହ ଏକ ବ୍ୟାଟେରୀ ଚାଳିତ ସାଇକେଲରେ ହରିପୁରରୁ ପୁରୀ ଅଭିମୁଖେ ଯାଉଛନ୍ତି। ଏହି ଅବସରରେ ବିଭିନ୍ନ ସଂଗଠନ ପକ୍ଷରୁ ତାଙ୍କୁ…
କାରରେ ବସିଲେ ହେଉଛି କ୍ୟାନସର? ଖରାରେ ଥିବା କାର ବିପଜ୍ଜନକ!
ଏହି ଗ୍ରୀଷ୍ମ ଋତୁରେ ଆପଣ କାରରେ ବସି ଏସି ଟର୍ନ କରିବା ମାତ୍ରେ ଆପଣଙ୍କ ନାକକୁ ଏକ ଅଦ୍ଭୁତ ଗନ୍ଧ ଆସେ। ଆପଣ ଜାଣନ୍ତି କି ଉତ୍ତାପ ହେତୁ ଏହି ଗନ୍ଧ ଆସେ ନାହିଁ। ସୂର୍ଯ୍ୟକିରଣରେ ରଖାଯାଇଥିବା କାର କର୍କଟ ସୃଷ୍ଟି…
ଏହି ସର୍ତ୍ତରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଣ୍ଟ୍ରାକ୍ଟ ଦେଇଛି ବିସିସିଆଇ, ଖୁଲାସା କଲେ ଜୟ ଶାହା
ମୁମ୍ବାଇ,୧୦।୫: ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କାହିଁକି ବିସିସିଆଇ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପଦାନ କଲା, ଏହାର ଖୁଲାସା କରିଛନ୍ତି ଜୟ ଶାହା। ବୁଧବାର ମୁମ୍ବାଇରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ଯେ, ‘ଘରୋଇ ଟୁର୍ଣ୍ଣାମେଣ୍ଟରେ ଖେଳିବା…
ଜମୁଛି ପ୍ରଚାର: ଏମ୍ପି, ବିଧାୟକ ପ୍ରାର୍ଥୀ ଘରକୁ ଘର ବୁଲି କରୁଛନ୍ତି ଭୋଟ୍ଭିକ୍ଷା
ଦାରିଙ୍ଗବାଡ଼ି,୧୦ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦୁର୍ଗମ ପଞ୍ଚାୟତ କାଟିଙ୍ଗିଆଠାରୁ କଂଗ୍ରେସ ଦଳର ଏମ୍ପି ଓ ବିଧାୟକ ପ୍ରାର୍ଥୀ ନିଜ ପ୍ରଚାର ଆରମ୍ଭ କରିଛନ୍ତି। ପ୍ରକାଶ ଯେ, ଏମ୍ପି ପ୍ରାର୍ଥୀ ଅମିରଚାନ୍ଦ ନାୟକ ଏବଂ ବିଧାୟକ ପ୍ରାର୍ଥୀ ପ୍ରଫୁଲ ପ୍ରଧାନ…
୧୧ ବର୍ଷ ପରେ ରାୟ: ନରେନ୍ଦ୍ର ଡୋଭାଲକର ହତ୍ୟାକାଣ୍ଡରେ ୨ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ, ୩ ଖଲାସ
ପୁଣେ,୧୦।୫: ନରେନ୍ଦ୍ର ଢୋଭାଲକର ହତ୍ୟା ମାମଲାରେ କୋର୍ଟଙ୍କ ରାୟ ୧୧ ବର୍ଷ ପରେ ଆସିଛି। ମହାରାଷ୍ଟ୍ର ପୁଣେର ସ୍ବତନ୍ତ୍ର କୋର୍ଟ ଶୁକ୍ରବାର ଅନ୍ଧବିଶ୍ୱାସ ବିରୋଧରେ ଲଢୁଥିବା କାର୍ମୀ ଡ. ନରେନ୍ଦ୍ର ଡୋଭାଲକରଙ୍କ ହତ୍ୟା ମାମଲାରେ ଏହାର ରାୟ ଦେଇଛନ୍ତି। ଅଦାଲତ ଦୁଇଜଣ…
ମଣି ଶଙ୍କରଙ୍କ ବିବାଦୀୟ ବୟାନ, କହିଲେ ପାକିସ୍ତାନ ପାଖରେ ରହିଛି ପରମାଣୁ ବୋମା ତାକୁ ଭାରତ ସମ୍ମାନ ଦେଉ
ନୂଆଦିଲ୍ଲୀ,୧୦।୫: ସାମ ପିଟ୍ରୋଡାଙ୍କ ପରେ ବର୍ତ୍ତମାନ କଂଗ୍ରେସ ନେତା ମଣି ଶଙ୍କର ଆୟାରଙ୍କ ସାକ୍ଷାତକାର ସାମ୍ନାକୁ ଆସିଛି। ଏକ ୟୁଟ୍ୟୁବ ଚ୍ୟାନେଲକୁ ଏକ ସାକ୍ଷାତକାର ଦେବାବେଳେ ଆୟର୍ ପୁନର୍ବାର ପାକିସ୍ତାନ ସହ ଆଲୋଚନାକୁ ସମର୍ଥନ କରିଥିଲେ। ସାମ ପିଟ୍ରୋଡାଙ୍କ ବିବୃତ୍ତି ପରେ,…
ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୦।୫: ଆଜି ହେଉଛି ଅକ୍ଷୟ ତୃତୀୟା। ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ତୃତୀୟା ତିଥିରେ ସମର୍ପଣ ଓ ଭକ୍ତିଭାବପୂର୍ବକ ପାରମ୍ପରିକ ରୀତିରେ କୃଷକ ତଥା ଲୋକମାନଙ୍କ ଦ୍ୱାରା ପାଳିତ ହୋଇଆସୁଅଛି ଏହି ମହାନ କୃଷିଭିତ୍ତିକ ପର୍ବ। ଅକ୍ଷୟ ତୃତୀୟା ଅବସରରେ ସମସ୍ତ ପରିବାର…
”ଆନ୍ଧ୍ରପ୍ରଦେଶରେ ୪% ମୁସଲିମଙ୍କୁ ମିଳିବ ସଂରକ୍ଷଣ”: ଜଗନ୍ ମୋହନ ରେଡ୍ଡୀ
ନୂଆଦିଲ୍ଲୀ,୧୦।୫: ସଂରକ୍ଷଣ ଏବଂ ସଂଖ୍ୟାଲଘୁ କୋଟାକୁ ନେଇ ଭାଜପା ଏବଂ ବିରୋଧୀଦଳର ନେତାଙ୍କ ମଧ୍ୟରେ ଚାଲିଥିବା ବିତର୍କ ମଧ୍ୟରେ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ କହିଛନ୍ତି ଯେ, ରାଜ୍ୟରେ ୪% ମୁସଲମାନ ସଂରକ୍ଷଣ “ରହିବ” ଏବଂ ଏହା ହେଉଛି YSR…
Archives


