Home Left

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା ନିର୍ମିତ ସାମଗ୍ର ପରିବର୍ତ୍ତେ ସ୍ବଦେଶୀ ଉତ୍ପାଦ ପ୍ରତି ଆଗ୍ରହ ପ୍ରକାଶ କରୁଥିବା ଦେଖିବାକୁ ମିଳୁଛି।…

ହୋଇଗଲା ଘୋଷଣା, ଏଇଠୁ ନିର୍ବାଚନ ଲଢିବେ ଭିନେଶ ଫୋଗଟ, କଂଗ୍ରେସ ଜାରି କଲା ତାଲିକା

ନୂଆଦିଲ୍ଲୀ,୭।୯: ଭାରତୀୟ ରେସଲର ଭିନେଶ ଫୋଗଟ ଶୁକ୍ରବାର କଂଗ୍ରେସରେ ଯୋଗ ଦେଇ ରାଜନୀତିରେ ପ୍ରବେଶ କରିଛନ୍ତି। ଅକ୍ଟୋବର ୫ରେ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ତାଲିକା ପ୍ରକାଶ କରିଛି। ହରିୟାଣାରେ ସମୁଦାୟ ୯୦ଟି ବିଧାନସଭା ନିର୍ବାଚନମଣ୍ଡଳୀ…

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ କଟକ ପକ୍ଷରୁ ଅନ୍‌ଲାଇନ ମାଧ୍ୟମରେ ‘ଓଡ଼ିଶାରେ ମହିଳା ଉଦ୍ୟମିତା ମଞ୍ଚ’…

ସୁଜିତ ଭାଜପାରେ ମିଶିବା ପରେ ବିଜେଡି ଗୁମର ଖୋଲିଦେଲେ ମମତା ମହନ୍ତ: ଆହୁରି….

ଭୁବନେଶ୍ୱର,୭।୯: ବିଜେଡିକୁ ଗୋଟିଏ ପରେ ଗୋଟେ ଝଟକା ଲାଗୁଛି। ପୂର୍ବତନ ବିଜେଡି ନେତ୍ରୀ ମମତା ମହାନ୍ତ କିଛିଦିନ ତଳେ ରାଜ୍ୟ ସଭାରୁ ଇସ୍ତଫା ଦେଇ ଭାଜପାରେ ଯୋଗଦେଇଥିଲେ। ଏହାପରେ ସେ ପୁଣି ଥରେ ଭାଜପାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇ ନିଜ…

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ୍‌ ବଜାର ଉପରେ ପଡିଛି। ଫଳରେ କ୍ରମାଗତ ଭାବେ ଘରୋଇ ଶେୟାର ବଜାରର କାରବାରରେ…

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ କମ୍ପାନୀ ନିକଟରେ ଆଉ ଏକ ନୂଆ ମାଇଲଷ୍ଟୋନ ହାସଲ କରିଛି। ବିଶେଷ କରି ବନ୍ଦେ…

ସହରମୁହାଁ ଦନ୍ତା ହାତୀ: ଏକାମ୍ର ଛକରେ ଆତଙ୍କ; ଦେଖନ୍ତୁ ଭିଡିଓ

ବରଗଡ,୭।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ସହରମୁହାଁ ହୋଇଛନ୍ତି ଦନ୍ତା ହାତୀ। ସହରର ଅନତିଦୂର ବରଗଡ-ବଲାଙ୍ଗୀର ରାସ୍ତାର ଏକାମ୍ର ଛକ ନିକଟରେ ବୁଲାବୁଲି କରୁଛନ୍ତି। ହାତୀ ଆସିଥିବା ଜଣାପଡିବା ପରେ ଶନିବାର ସକାଳୁ ଆଖପାଖ ଅଞ୍ଚଳରେ ଲୋକେ ଆତଙ୍କିତ ହୋଇପଡିଛନ୍ତି। ହାତୀମାନେ ଅଞ୍ଚଳର ଧାନ…

ପର୍ଯ୍ୟଟନସ୍ଥଳ ଅପେକ୍ଷାରେ ବିଲ ମହାଦେବ ମନ୍ଦିର

ମହାକାଳପଡ଼ା, ୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଶେଷ ସୀମା କଳପଡ଼ା ମୌଜା ଓ ପଟ୍ଟାମୁଣ୍ଡାଇ ବ୍ଲକ ଦେଉଳି ମୌଜା ସନ୍ନିକଟରେ ଅବସ୍ଥିତି ଶୈବ ପୀଠ ବିଲ ମହାଦେବ ( ନୀଳକଣ୍ଠେଶ୍ୱର) ମନ୍ଦିର । କେଉଁ ଆବହମାନ କାଳରୁ ଏହି…

ପୂଜା ବଜାରରେ ଚର୍ଚ୍ଚାକୁ ଆସିଲା ଓଲିଉଡ୍‌ କଳି

ଭୁବନେଶ୍ୱର,୭ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ସିନେମାର ସ୍ଥିତି ସୁଧୁରି ଆସୁଥିବାବେଳେ ବିବାଦ ଓ କଳି ସିନେ ଜଗତକୁ ପୁଣି ପଛକୁ ନେଇଯାଉଛି। ପାଖାପାଖି ବର୍ଷେ ତଳେ ଓଲିଉଡ୍‌ରେ ଏକ ବଡ଼ ବିବାଦ ମୁଣ୍ଡ ଟେକିଥିଲା। ରାମ ଚଳଚ୍ଚିତ୍ରକୁ ପଶ୍ଚିମ ଓଡ଼ିଶାରେ ଚଲାଇ ଦିଆ…

ଆଇନ ମନ୍ତ୍ରୀଙ୍କୁ ୪୮ ହିନ୍ଦୀ,ସଂସ୍କୃତ ଶିକ୍ଷକ ସଂଘର ଫେରାଦ

ବରଗଡ଼, ୭।୯( ପ୍ରେମାନନ୍ଦ ଖମାରୀ):୪୮ ହିନ୍ଦୀ/ସଂସ୍କୃତ ଶିକ୍ଷକ ସଂଘର ଏକ ପ୍ରତିନିଧି ଦଳ ରାଜ୍ୟ ସରକାରଙ୍କ ଆଇନ ମନ୍ତ୍ରୀଙ୍କୁ ଫେରାଦ ହୋଇଛନ୍ତି। ସଂଘର ନେତା ଅକ୍ଷୟ କୁମାର ନାୟକଙ୍କ ନେତୃତ୍ୱରେ ବରଗଡ଼ ଜିଲାର ପ୍ରତିନିଧି ସୁଦାମା ବାରିକ, ରମେଶ ଚନ୍ଦ୍ର ପ୍ରଧାନ,…

ରାଷ୍ଟ୍ରୀୟ ଯୁବ କଂଗ୍ରେସ ସଭାପତି ଦୌଡ଼ରେ ସାଗର

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ରାଷ୍ଟ୍ରୀୟ ଯୁବ କଂଗ୍ରେସ ସଭାପତି ଦୌଡ଼ରେ ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ରହିଥିବା ଚର୍ଚ୍ଚାକୁ ଆସିଛି। ଗତ କିଛି ଦିନ ତଳେ ତାଙ୍କୁ ଦିଲ୍ଲୀ ଡ଼କାଯାଇଥିବାବେଳେ ସେଠାରେ ସେ ମୌଖିକ ପରୀକ୍ଷା ଦେଇ ଫେରିଥିବା…

ସରକାରୀ ଦଳ ଅସହିଷ୍ଣୁତାର ସୀମା ଟପିଛି: ବିଜେଡି

ଭୁବନେଶ୍ୱର,୭।୯(ଅନିଲ ଦାସ): ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପ୍ରସଙ୍ଗରେ ରାଜ୍ୟ ସରକାର ତଥା ଭାଜପା ଯେଉଁଭଳି ଭାବେ ବିରୋଧୀ ଦଳଙ୍କ ପାଟି ବନ୍ଦ କରିବାକୁ ମିଛର ସାହାରା ନେଉଛି ତାହା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ। ସରକାରୀ ଦଳ ଅସହିଷ୍ଣୁତାର ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?