ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ
ପୁରୀ,୯।୫: ପୁରୀରେ ପହଞ୍ଚିଲେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ବରରୁ ବାହାରି ପୁରୀରେ ପହଞ୍ଚିଛନ୍ତି। ସେଠାରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଆସନ୍ତାକାଲି ପୁଣି…
ଅମିତ ଶାହାଙ୍କ ଭବିଷ୍ୟବାଣୀ: ୩ ପର୍ଯ୍ୟାୟ ନିର୍ବାଚନରେ ଏତିକି ଆସନ ଆଣିବ ଭାଜପା
ନୂଆଦିଲ୍ଲୀ,୯।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ଭାରତୀୟ ଜନତା ପାର୍ଟି ପୁଣି ଥରେ କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କ ଉପରେ ଆକ୍ରମଣ କରିଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା…
ରାଜଧାନୀରେ ବଡ଼ ଧରଣର ଆଇଟି ରେଡ୍, ୨ କୋଟିରୁ ଅଧିକ ଟଙ୍କା ଜବତ
ଭୁବନେଶ୍ୱର,୯ା୫: ରାଜଧାନୀରେ ଗୁରୁବାର ବଡ଼ ଧରଣର ଆଇଟି ରେଡ୍ ହୋଇଛି। ପୁରୁଣ ପୋଷ୍ଟ ଅଫିସ୍ ଲେନ୍ ବୁଦ୍ଧେଶ୍ୱରୀ କଲୋନୀରେ ଥିବା ଏକ ଫ୍ଲେକ୍ସ ପ୍ରିଣ୍ଟ ମିଡିଆ ହାଉସ୍ ଉପରେ ଆଜି ଆୟକର ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି।…
ତୁମ ସମୟ ଆସିବାକୁ ଯାଉଛି… ନିଜ ଶିଷ୍ୟଙ୍କ ପ୍ରଶଂସାରେ ଶତମୁଖ ହେଲେ ସିକ୍ସର କିଙ୍ଗ୍
ନୂଆଦିଲ୍ଲୀ,୯।୫: ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍ରେ ସନରାଇଜର୍ସ ହାଇଦ୍ରାବାଦ ୧୬୭ ରନ୍ର ବିଜୟ ଲକ୍ଷ୍ୟ କେବଳ ୫୮ ବଲ୍ରେ ହାସଲ କରିନେଇଥିଲା। ଏହି ମୁକାବିଲାରେ ହାଇଦ୍ରାବାଦର ଓପନିଂ ଯୋଡ଼ି ଏଭଳି ବ୍ୟାଟିଂ କରିଥିଲେ ଯେ ସଚିନ ତେନ୍ଦୁଲକର ଚକିତ ହୋଇଥିଲେ। ପ୍ରଥମେ ବ୍ୟାଟିଂ…
ମୋ ସହ ହୋଇନାହିଁ ବଳାତ୍କାର, ଟିଏମ୍ସି ନେତାଙ୍କ ନାଁରେ ମିଥ୍ୟା କେସ୍ କରିଛି ଭାଜପା: ସନ୍ଦେଶଖାଲି ପୀଡିତାଙ୍କ ଚାଞ୍ଚଲ୍ୟକର ଖୁଲାସା
କୋଲକାତା,୯।୫:ପଶ୍ଚିମବଙ୍ଗର ସନ୍ଦେଶଖାଲି ନିବାସୀ ତିନିଜଣ ମହିଳାଙ୍କ ମଧ୍ୟରୁ ଜଣେ ତୃଣମୂଳ କଂଗ୍ରେସ (ଟିଏମସି) ନେତାଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ପ୍ରତ୍ୟାହାର କରିନେଇଛନ୍ତି। ବଙ୍ଗଳାର ଉତ୍ତର ୨୪ ପରଗାନା ଜିଲାର ସନ୍ଦେଶଖାଲିର ଏହି ମହିଳା ଏହି ଅଭିଯୋଗ ପ୍ରତ୍ୟାହାର କରି କହିଛନ୍ତି,ତାଙ୍କ ସହ…
କେ.ଏଲ ରାହୁଲଙ୍କ ଉପରେ ରାଗି ଉଠିଲେ LSG ମାଲିକ, ଭିଡିଓ ହେଲା ଭାଇରାଲ
ନୂଆଦିଲ୍ଲୀ,୯।୫: ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ଲକ୍ଷ୍ନୌ ସୁପରଜିଆଣ୍ଟସ ମଧ୍ୟରେ ମ୍ୟାଚ ପରେ ଏକ ବିବାଦ ସାମ୍ନାକୁ ଆସିଛି ଯାହା କ୍ରିକେଟ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି । ଏହି ମ୍ୟାଚରେ ଲକ୍ଷ୍ନୌ ଟିମ୍କୁ ସନରାଇଜର୍ସ ହାଇଦ୍ରାବାଦ ଠାରୁ ୧୦ ୱିକେଟ…
ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ
ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ସେ କଟକର ଚଣ୍ଡୀମନ୍ଦିର ଯାଇ ମା’ଙ୍କ…
ରାମଲାଲାଙ୍କ ଦର୍ଶନ କଲେ କେରଳ ରାଜ୍ୟପାଳ ଆରିଫ ମହମ୍ମଦ୍ ଖାନ୍; କହିଲେ ଏମିତି
ଅଯୋଧ୍ୟା,୯।୫: କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍ ବୁଧବାର ଅଯୋଧ୍ୟା ରାମ ମନ୍ଦିର ଗସ୍ତ କରିଛନ୍ତି। ଏହାକୁ ସେ ଶାନ୍ତିର ସ୍ଥାନ ବୋଲି କହିଛନ୍ତି। ଜାନୁଆରୀ ୨୨ରେ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସେ ଦୁଇ ଥର ମନ୍ଦିରକୁ ଆସିଥିଲେ। ବହରାଇଚରେ ରହୁଥିବାରୁ…
ଏହି ଭୁଲ୍ ଅଭ୍ୟାସ, ଏବେ ଅଧାରୁ ଅଧିକ ରୋଗର କାରଣ: ଜାଣନ୍ତୁ କ’ଣ ସେହି ଅଭ୍ୟାସ
ନୂଆଦିଲ୍ଲୀ,୯।୫: ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ମୁଖ୍ୟ ଭାରତୀୟଙ୍କ ଖାଦ୍ୟ ଅଭ୍ୟାସ ସମ୍ବନ୍ଧରେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅଧାରୁ ଅଧିକ ରୋଗର କାରଣ ହେଉଛି ଆମର ଭୁଲ ଖାଇବା ଅଭ୍ୟାସ ବୋଲି ଆଇସିଏମଆର ପକ୍ଷରୁ କୁହାଯାଇଛି। ଅସ୍ବାସ୍ଥ୍ୟକର ଖାଦ୍ୟ…
ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି
ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର ଲଖନପୁର ଥାନା ବାଣୀପାହା ନିକଟରେ। ମୃତକ ଜଣକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର…
କାହିଁକି ଅଧାରୁ ରାଜନୀତି ଛାଡିଥିଲେ ଅମିତାଭ ବଚ୍ଚନ
ଗଣତନ୍ତ୍ରର ମହାନ ପର୍ବ ଅର୍ଥାତ୍ ନିର୍ବାଚନ ଚାଲିଛି। ନିର୍ବାଚନବେଳେ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ଏକ ଘଟଣା ମନେ ପଡିଯାଏ। ବିଗ ବି ରାଜନୀତି ପ୍ରବେଶ କରିଥିଲେ। କିନ୍ତୁ ପରେ ନିଜକୁ ରାଜନୀତିରୁ ଦୂରେଇ ଯାଇଥିଲେ। ୮୧ ବର୍ଷ ବୟସ୍କ ଅମିତାଭଙ୍କୁ ଶତାବ୍ଦୀର…
ଅକ୍ଷୟ ତୃତୀୟା ପୂର୍ବରୁ ବୃଦ୍ଧି ପାଇଲା ସୁନା ଓ ରୂପା ମୂଲ୍ୟ, ଜାଣନ୍ତୁ ପ୍ରମୁଖ ସହର ଗୁଡିକର ତାଜା ରେଟ୍ ?
ନୂଆଦିଲ୍ଲୀ,୯।୫: ଶୁକ୍ରବାର ଅକ୍ଷୟ ତୃତୀୟା ପର୍ବ ସାରା ଦେଶରେ ପାଳନ କରାଯିବ। ଏହି ଦିନ ସୁନା କିଣିବାର ବିଶେଷ ମହତ୍ତ୍ୱ ରହିଛି। ଯଦି ଆପଣ ମଧ୍ୟ ସୁନା କିଣିବାକୁ ଚିନ୍ତା କରୁଛନ୍ତି, ତେବେ ସୁନା ଓ ରୂପା ମୂଲ୍ୟ କ’ଣ ଜାଣି…
Archives


