Home Left

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ ଖେଳାଳିଙ୍କ ନାମ ଘୋଷଣା କରାଯାଇଛି। ଇର୍ଫାନ ପଠାନଙ୍କୁ ଏହି ଅବସରରେ କୋଣାର୍କ ସୂର୍ଯ୍ୟର ଅଧିନାୟକ…

ଟିକେଟ ମିଳିଲାନି, କାନ୍ଦିଲେ ଭାଜପାର ପୂର୍ବ ବିଧାୟକ

ନୂଆଦିଲ୍ଲୀ,୬।୯: ଭାଜପାର ପୂର୍ବତନ ବିଧାୟକ ଶଶୀ ରଞ୍ଜନ ପରମାରଙ୍କୁ ହରିୟାଣା ବିଧାନସଭା ନିର୍ବାଚନରେ ଟିକେଟ ନ ମିଳି ନ ଥିବାରୁ ଶୁକ୍ରବାର ସେ କାନ୍ଦି ପକାଇଛନ୍ତି। ପୂର୍ବରୁ ଭିଓ୍ବାନୀ ଓ ତୋଶମ୍‌ ଆସନରୁ ପ୍ରତିନିଧିତ୍ୱ କରିଥିବା ପରମାର ଏକ ଟିଭି ଇଣ୍ଟରଭ୍ୟୁ…

ଜନ୍ମଦିନ ପାର୍ଟିରେ ଯୁବତୀଙ୍କୁ ବଳାତ୍କାର

ଠାଣେ,୬ା୯: ମହାରାଷ୍ଟ୍ରର ଠାଣେ ଜିଲାରେ ଏକ ଜନ୍ମଦିନ ପାର୍ଟି ଚାଲିଥିବା ବେଳେ ଜଣେ ୨୨ ବର୍ଷୀୟା ଯୁବତୀଙ୍କୁ ନିଶା ଦେଇ ବଳାତ୍କାର କରାଯାଇଛି। ଏହି ମାମଲାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ବୁଧବାର…

୮୫% ଜିଲା ଜଳବାୟୁ ପରିବର୍ତ୍ତନ ଜନିତ ଭୀଷଣ ପାଗର ସମ୍ମୁଖୀନ

ନୂଆଦିଲ୍ଲୀ,୬ା୯: ଭାରତର ୮୫ ପ୍ରତିଶତରୁ ଊର୍ଦ୍ଧ୍ୱ ଜିଲା ଜଳବାୟୁ ପରିବର୍ତ୍ତନ ଜନିତ ଭୀଷଣ ଭାଗ ଯଥା ବନ୍ୟା, ବାତ୍ୟା, ଅନାବୃଷ୍ଟି ଆଦିର ସମ୍ମୁଖୀନ ହୋଇଥିବା ଏକ ନୂତନ ଅଧ୍ୟୟନରୁ ଜଣାପଡ଼ିଛି। ଆଇପିଇ ଗ୍ଲୋବାଲ ଏବଂ ଏସ୍ରି ଇଣ୍ଡିଆ ପକ୍ଷରୁ ହୋଇଥିବା ଏହି…

ଭାଟି ମ୍ୟାନେଜରଙ୍କୁ ମହିଳାଙ୍କ କଡ଼ା ଚେତାବନୀ

ବଡ଼ଗାଁ,୬ା୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତେଜୁଛି। ଗତ ୨ ସପ୍ତାହ ମଧ୍ୟରେ ଫୁଲବାରି ପଞ୍ଚାୟତର ଛାମୁଣ୍ଡା ଓ ଇତମା ପଞ୍ଚାୟତର ନକଟୀ ଗ୍ରାମର ମହିଳାମାନେ ଗାଁରେ ମଦ ବିକ୍ରି ବନ୍ଦ କରିବା ପାଇଁ…

ପୋଲିସକୁ ମିଳିଲା ବଡ଼ ସଫଳତା: ୩୦ ଚୋରା ବାଇକ୍‌ ଜବତ

ଟେନସା,୬।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡା ଏବଂ କେ ବଲାଙ୍ଗ ଥାନା ଅଞ୍ଚଳରୁ ପୋଲିସ ୩୦ ଚୋରା ବାଇକ୍‌ ଜବତ କରିବା ସହ ୭ ଜଣଙ୍କୁ ଗିରଫ କରିଛି। ଏନେଇ କୋଇଡା ଏବଂ କେ.ବଲାଙ୍ଗ ଥାନାରେ ପୃଥକ ପୃଥକ ୨ଟି…

ମଣିଷ ଚିହ୍ନିବାରେ କରିଛନ୍ତି କି ବଡ଼ ଭୁଲ? ପଶ୍ଚାତାପ କରୁଥିଲେ ଜାଣନ୍ତୁ ଚାଣକ୍ୟଙ୍କ ଏହି ୪କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ବର୍ଣ୍ଣନା କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହେଲେ ହେଁ ଯିଏ ତାହା କରିପାରିଛନ୍ତି ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା। ଆଜିର ବ୍ୟସ୍ତବହୁଳ ସମୟରେ ମଣିଷ ଚିହ୍ନିବାରେ…

ଓଡ଼ିଶାରେ ପ୍ରଥମ: ଖୋଲିବ RIR ପାୱର୍‌ ଇଲୋଟ୍ରୋନିକ, ୫୦୦ ଜଣଙ୍କୁ ମିଳବ….

ଭୁବନେଶ୍ୱର,୬।୯: ଓଡ଼ିଶାରେ ପ୍ରଥମ ଥର ପାଇଁ ଆରଆଇଆର ପାୱାର୍‌ ଇଲୋଟ୍ରୋନିକ ଖୋଲିବ । ଖୋର୍ଦ୍ଧା ଇନ୍‌ଫୋଭ୍ୟାଲିରେ ୬୦୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବାକୁ ଥିବା ଏହି କମ୍ପାନୀ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭୂମିପୂଜନ କରିଛନ୍ତି । ପ୍ରଥମ…

ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ B.Ed ବୈଧ ଯୋଗ୍ୟତା ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୯: ଏକ ଗୁରୁତ୍ୱପୂର୍ଣ୍ଣ ବିଚାରରେ, ଭାରତର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ସ୍ନାତକୋତ୍ତର ଶିକ୍ଷା (B.Ed.) ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ବୈଧ ଯୋଗ୍ୟତା ନୁହେଁ। ସର୍ବୋଚ୍ଚ ନ୍ୟାୟାଳୟ ଦୋହରାଇଛନ୍ତି ଯେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତି ପାଇଁ ଅତ୍ୟାବଶ୍ୟକ ଯୋଗ୍ୟତା…

ସାକ୍ଷୀଗୋପାଳ ଗସ୍ତରେ ଜିଲାପାଳ: ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର…

ସାକ୍ଷୀଗୋପାଳ,୨୯।୮(କିଶୋର ମହାପାତ୍ର/ ପ୍ରଶାନ୍ତ ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ରୁପରେଖ ନେଇ ସତ୍ୟବାଦୀ ବିଧାୟକ ଓମ୍‌ ପ୍ରକାଶ ମିଶ୍ର ଏବଂ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଅନ୍ୟ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଏବଂ ସ୍ଥାନୀୟ…

ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସପାଲ

ଭବାନୀପାଟଣା/ଥୁଆମୂଳ ରାମପୁର,୬।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତୀ ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି କଳାହାଣ୍ଡି…

ଭାଜପାର ଘୋଷଣାପତ୍ର, ପରିବାରର ବରିଷ୍ଠ ମହିଳାଙ୍କୁ ପ୍ରତିବର୍ଷ ମିଳିବ ୧୮ହଜାର ଟଙ୍କା

ଶ୍ରୀନଗର,୬।୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଭାଜପାର ଘୋଷଣାପତ୍ର ପ୍ରକାଶ କରିଛନ୍ତି। ଏହି ସମୟରେ ସେ ନ୍ୟାଶନାଲ କନଫରେନ୍ସର ମନିଫେଷ୍ଟୋ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ। ଧାରା ୩୭୦ ସମ୍ବନ୍ଧରେ ଏନସିର ଏଜେଣ୍ଡାକୁ କଂଗ୍ରେସ ସମର୍ଥନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?