Home Left

ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସପାଲ

ଭବାନୀପାଟଣା/ଥୁଆମୂଳ ରାମପୁର,୬।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତୀ ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି କଳାହାଣ୍ଡି…

ଭାଜପାର ଘୋଷଣାପତ୍ର, ପରିବାରର ବରିଷ୍ଠ ମହିଳାଙ୍କୁ ପ୍ରତିବର୍ଷ ମିଳିବ ୧୮ହଜାର ଟଙ୍କା

ଶ୍ରୀନଗର,୬।୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଭାଜପାର ଘୋଷଣାପତ୍ର ପ୍ରକାଶ କରିଛନ୍ତି। ଏହି ସମୟରେ ସେ ନ୍ୟାଶନାଲ କନଫରେନ୍ସର ମନିଫେଷ୍ଟୋ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ। ଧାରା ୩୭୦ ସମ୍ବନ୍ଧରେ ଏନସିର ଏଜେଣ୍ଡାକୁ କଂଗ୍ରେସ ସମର୍ଥନ…

ସିଏମ ଫେସକୁ ନେଇ ଏମିତି ଫର୍ମୁଲା କହିଲେ ଶରଦ ପାଓ୍ବାର ଖୁସି ହୋଇଯିବେ ଉଦ୍ଧବ, ଭାଜପା!

ମୁମ୍ବାଇ,୬।୯: କିଛି ସମୟ ପୂର୍ବରୁ ଉଦ୍ଧବ ଠାକରେ ଦିଲ୍ଲୀ ଯାଇ ସୋନିଆ ଗାନ୍ଧୀ ଏବଂ ଶରଦ ପାୱାରଙ୍କୁ ଭେଟିଥିଲେ। ଶିବସେନା (ୟୁବିଟି) ମହା ବିକାଶ ଆଘାଡି (ଏମଭିଏ) ମିଳିତ ମଞ୍ଚ ଉପରେ ଉଦ୍ଧବ ଠାକରେଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ ଘୋଷଣା କରିବାକୁ ଚାପ…

ମା’ଙ୍କ ଆଖି ଆଗରେ ପୁଅଙ୍କୁ ଗୁଳି ମାଡ଼

ଝାରସୁଗୁଡ଼ା,୬।୯: ନୂଆଁଖାଇ ପୂର୍ବରୁ ଅଶାନ୍ତ ହୋଇପଡିଛି ଝାରସୁଗୁଡ଼ା ସହର। ଦିନ ଦ୍ୱି ପ୍ରହରରେ ଘରେ ପଶି ଜଣେ ଯୁବକଙ୍କୁ ଗୁଳି କରି ଚମ୍ପଟ ମାରିଛନ୍ତି ଅଭିଯୁକ୍ତ। ଶୁକ୍ରବାର ମଧ୍ୟାହ୍ନରେ ଏପରି ଏକ ଘଟଣା ଘଟିଛି ଝାରସୁଗୁଡ଼ା ଶାନ୍ତିନଗର ଅଞ୍ଚଳରେ। ଗୁଳି ମାଡ଼ରେ…

ସ୍କୁଲ ହଷ୍ଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୧୭ ଛାତ୍ର, ୧୩ ଗୁରୁତର

ନାଇରୋବି,୬।୯: କେନିଆର ଏକ ପ୍ରାଥମିକ ବୋର୍ଡିଂ ସ୍କୁଲରେ ଅଗ୍ନିକାଣ୍ଡରେ ୧୭ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଗୁରୁବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି।…

ମାଆଙ୍କ ଘର ନା ଶାଶୁଘର… କେଉଁଠୁ ନିର୍ବାଚନ ଲଢିବେ ଭିନେଶ? ନିଜେ ଦେଲେ ଜବାବ

ନୂଆଦିଲ୍ଲୀ,୬।୯: ରେସଲର ଭିନେଶ ଫୋଗାଟ ଶୁକ୍ରବାର କଂଗ୍ରେସରେ ଯୋଗ ଦେଇଥିଲେ। ଯେତେବେଳେ ତାଙ୍କୁ ପଚରାଗଲା ଯେ ସେ ତାଙ୍କ ଜନ୍ମସ୍ଥାନ ବା ମାଆଙ୍କ ଘର ଆସନରୁ ନା ଶାଶୁଙ୍କ ଘର ଆସନରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ, ସେ ଉତ୍ତର ଦେଇଛନ୍ତି ଯେ…

କଂଗ୍ରେସରେ ସାମିଲ ହେଲେ ଭିନେଶ ଫୋଗାଟ, ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ,୬।୯: ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ରେସଲର ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସରେ ଯୋଗ ଦେଇଛନ୍ତି। ଉଭୟ କଂଗ୍ରେସ ଟିକେଟରେ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ବିଶ୍ୱାସ ରହିଛି। ଏହି ଅବସରରେ ଭିନେଶ ଫୋଗାଟ କହିଛନ୍ତି ଯେ…

‘ମୁଁ ଆଗ ଇସ୍ତଫା ଦେଇଥିଲି ବହିଷ୍କାର ଶୁଣି ହସମାଡ଼ୁଛି’

ଭୁବନେଶ୍ୱର,୬।୯: ଭାଜପାରେ ମିଶିବା ପରେ ସୁଜିତ କୁମାର ପ୍ରତିକ୍ରିୟା ରଖିଛନ୍ତି। ବହିଷ୍କାର ନେଇ ସେ କହିଛନ୍ତି, ଇସ୍ତଫା ପରେ ବହିଷ୍କାର ହାସ୍ୟାସ୍ପଦ । ଆଗ ମୁଁ ବିଜେଡିରୁ ଇସ୍ତଫା ଦେଇଥିଲି। ଏ ସଂପର୍କରେ ମୋ ଇ-ମେଲ୍ରେ ପ୍ରମାଣ ରହିଛି। ଇସ୍ତଫା ଦେବା…

‘ଲାଲବାଗ ରାଜା’ଙ୍କୁ ୨୦ କିଲୋ ସୁନାର ମୁକୁଟ ଦାନ କଲେ ଅନନ୍ତ ଅମ୍ବାନୀ: ଜାଣନ୍ତୁ ଏହାର ଦାମ୍‌ କେତେ

ମୁମ୍ବାଇ,୬।୯: ଗଣେଶ ଉତ୍କଳ ପାଇଁ ସାରା ଦେଶରେ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁମ୍ବାଇର ପ୍ରସିଦ୍ଧ ‘ଲାଲବାଗ ରାଜା’ଙ୍କ ପ୍ରତିମୂର୍ତ୍ତିରୁ ପରଦା ହଟାଇ ଦିଆଯାଇଛି। ଏଥର ବପ୍ପା ମେରୁନ ରଙ୍ଗର ପୋଷାକରେ ନଜର ଆସିଛନ୍ତି ଏବଂ ତାଙ୍କ ମସ୍ତକରେ ଏକ ସୁନା ମୁକୁଟ…

ପୁଣି ଭାଜପା ଛାଡି ଆର୍‌ଜେଡି ସହ ଯିବେ କି ନୀତୀଶ: ନିଜେ କଲେ ଖୁଲାସା

ପାଟନା,୬।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆରଜେଡି ମୁଖ୍ୟ ଲାଲୁ ଯାଦବଙ୍କୁ ଭେଟିବା ପାଇଁ ତାଙ୍କ ଘରକୁ ଯାଇଥିଲେ। ଏହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ନିକଟରେ ନୀତୀଶ ଆରଜେଡି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ଭେଟିଥିଲେ।…

ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ,୬।୯: ହରିୟାଣା ବିଧାନସଭା ନିର୍ବାଚନ ଆଗକୁ ଥିବାବେଳେ ଭାଜପାକୁ ଲାଗିଛି ବଡ଼ ଝଟ୍‌କା। ଦଳ ନିର୍ବାଚନ ପାଇଁ ଅଣ୍ଟା ଭିଡିଥିବାବେଳେ ଦେଶର ଚତୁର୍ଥ ଧନୀ ମହିଳା ସାବିତ୍ରୀ ଜିନ୍ଦଲ ଭାଜପାର ହାତ ଛାଡିଛନ୍ତି। ଦଳ ବିରୋଧରେ ବିଦ୍ରୋହ କରି ସେ ସ୍ବାଧୀନ…

କୋଲକତା କାଣ୍ଡ: ସିବିଆଇ ହାତରେ ବଡ଼ ପ୍ରମାଣ, ମହିଳା ଡାକ୍ତରଙ୍କ ସହ ହୋଇନାହିଁ…

କୋଲକାତା, ୬।୯: ଅଗଷ୍ଟ ୯ରେ କୋଲକାତା ଆର୍‌.ଜି କର ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସମ୍ପର୍କରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ସମୟରେ ସିବିଆଇ ସ୍ବୀକାର କରିଛି ଯେ, ଏଥିରେ କେବଳ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?