ବିବାହ କରିବେ ଦ୍ୱିତୀୟ ବିଶ୍ୱଯୁଦ୍ଧର ଶତାୟୁ ନାୟକ ଟେରେନ୍ସ
ୱାଶିଂଟନ୍: ଆମେରିକା ପାଇଁ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ସାହସର ସହ ଲଢ଼ିଥିବା ହେରୋଲ୍ଡ ଟେରେନ୍ସ ଏବେ ଚର୍ଚ୍ଚାକୁ ଆସିଛନ୍ତି। ସେ ଆସନ୍ତା ମାସ ଫ୍ରାନ୍ସରେ ନିଜ ପ୍ରେମିକା ଜିନ୍ ସେୱର୍ଲିଙ୍କୁ ବିବାହ କରିବାକୁ ଯାଉଛନ୍ତି। ହେରୋଲ୍ଡଙ୍କ ବୟସ ୧୦୦ ହୋଇଥିବା ବେଳେ ତାଙ୍କ…
୧୦ରେ କେଜ୍ରିଓ୍ବାଲଙ୍କୁ ମିଳିପାରେ ଜାମିନ
ନୂଆଦିଲ୍ଲୀ, ୯ା୫: ଦିଲ୍ଲୀ ଅବକାରୀ ଦୁର୍ନୀତି ସମ୍ପର୍କିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଶୁକ୍ରବାର ଜାମିନ ମିଳିପାରେ। ସୁପ୍ରିମକୋର୍ଟଙ୍କ ୨ ଜଣିଆ ଖଣ୍ଡପୀଠ ମଙ୍ଗଳବାର କେଜ୍ରିଓ୍ବାଲଙ୍କ ଜାମିନ ଆବେଦନର ଶୁଣାଣି ଶେଷକରି…
ଜାଳେଣିର ବିକଳ୍ପ ଶୁଖିଲା ପତ୍ର
କେନ୍ଦୁଝର,୯।୫(ନରେଶ୍ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ କାରଣରୁ ଜଙ୍ଗଲ ଓ ପରିବେଶର ଅବକ୍ଷୟ ହେବାକୁ ଲାଗିଥିବାରୁ ଜଳବାୟୁରେ ପରିବର୍ତ୍ତନ ଘଟୁଛି। ତେଣୁ…
କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ
ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ କାଁ ଭାଁ ହେଉଥିବା ନଜିର ରହିଛି । ହେଲେ ଏହି ଅଞ୍ଚଳ ବିଶେଷ କରି…
ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍
ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ ବୁଥ ନିର୍ମାଣ ହେବ। ଅଦରକାରୀ ସାମଗ୍ରୀରେ ତିଆରି ହୋଇଥିବା ଟୁଲ, ଟେବୁଲ ଓ ଅନ୍ୟାନ୍ୟ…
ମାଟିର ପୁଅ, ଆମଦାନୀ ନେତାଙ୍କୁ ନେଇ ରାଜନୀତି
ଜଗତ୍ସିଂହପୁର, ୯ା୫(ପ୍ରମୋଦ କୁମାର ନାୟକ)ଜଗତ୍ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ମାଟିର ପୁଅ ଓ ଆମଦାନୀ ନେତାଙ୍କୁ ନେଇ ଆଲୋଚନା ଜୋର ଧରିଛି। ବିଗତ ୨ଟି ନିର୍ବାଚନ କଥା ଦେଖିଲେ ଜଣାଯାଏ ଜଗତ୍ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ବାହାର ନେତାଙ୍କୁ ଆମଦାନୀ କରି ବିଧାୟକ କରିବାର…
କେନ୍ଦ୍ରାପଡ଼ା କେନାଲ ବନ୍ଧରେ ୧୨ଫୁଟର ଘାଇ
ଡେରାବିଶ,୯ା୫(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ଶାଖାର ୮ ନଂ. କେନାଲ ବନ୍ଧରେ ମଙ୍ଗଳବାର ସନ୍ଧ୍ୟାରେ ୧୨ଫୁଟ୍ର ଘାଇ ସୃଷ୍ଟି ହୋଇଛି। ଫଳରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍ ଏଣ୍ଡର ପଞ୍ଚାୟତ ଏଣ୍ଡର ଗ୍ରାମ ନିକଟ ୪୦ହେକ୍ଟର ଚାଷ ଜମି ଜଳମଗ୍ନ…
ଥିଲାବାଲାଙ୍କୁ କାର୍ଡ, ଗରିବଙ୍କୁ ମିଳୁନି ରାଶନ
ପଟ୍ଟାମୁଣ୍ଡାଇ,୯ା୫ (କଳ୍ପତରୁ ନାୟକ)ଦେଶରେ କେହି ଭୋକିଲା ରହିବେ ନାହିଁ। ପେଟ ପାଇଁ ଆଉ କେହି ଭିକ୍ଷାବୃତ୍ତି କରିବେ ନାହିଁ। ଏ ନେଇ ୨୦୧୩ରେ କେନ୍ଦ୍ର ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରିଥିଲେ। ଏହି ଆଇନ ବଳରେ ଓଡ଼ିଶାର ସାଢ଼େ ୪…
ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ରୁଦ୍ର ମହାରଥୀଙ୍କ ସ୍ତ୍ରୀ
ପୁରୀ, ୯ା୫(ଅଜିତ୍ ମହାନ୍ତି)ଆସନ୍ତା ୨୫ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ହେବ। ପିପିଲି ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ରୁଦ୍ରପ୍ରତାପ ମହାରଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ସେହିପରି ତାଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ…
ଉଚ୍ଚ ଶିକ୍ଷାନୁଷ୍ଠାନରେ ଇ-ସିଗାରେଟ୍ ରୋକାଯାଉ
ଭୁବନେଶ୍ୱର, ୯।୫(ଅସମାପିକା ସାହୁ)ପରିବର୍ତ୍ତିତ ସମାଜରେ ଟେକ୍ନୋଲୋଜିର ବ୍ୟବହାର ବଢ଼ୁଛି। ଆଉ ଏଥିରେ ଯୁବପିଢ଼ିଙ୍କ କାର୍ଯ୍ୟଶୈଳୀ ବି ବଦଳୁଛି। ଅନେକ କଲେଜ ପଢୁଆ ଯୁବପିଢ଼ି ଏବେ ସିଗାରେଟ୍ ଛାଡ଼ି ଇଲେକ୍ଟ୍ରୋନିକ୍ସ ବା ଇ-ସିଗାରେଟ୍କୁ ଆପଣାଉଛନ୍ତି, ଯାହାକୁ ନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଚିନ୍ତାପ୍ରକଟ…
ଓଡ଼ିଶାରେ ପରିବର୍ତ୍ତନ ପବନ ବହୁଛି: ରାଜନାଥ
ରାୟଗଡ଼ା,୯।୫(ଆଶିଷ ରଞ୍ଜନ ପଣ୍ଡା)ଏଥର ଓଡ଼ିଶାରେ ସରକାର ଗଠନ କରିବ ଭାଜପା। ରାଜ୍ୟର ବିକାଶ ପାଇଁ ଚଳିତ ନିର୍ବାଚନରେ ଓଡ଼ିଶାବାସୀ ଭାଜପାକୁ ବହୁଳ ଭୋଟ୍ରେ ବିଜୟୀ କରାଇବେ। ରାୟଗଡ଼ା ବାଇପାସ୍ ରାସ୍ତାସ୍ଥିତ ବାରିଝୋଲା ପଡ଼ିଆରେ ବୁଧବାର ଭାଜପାର ଜନସମାବେଶରେ ଯୋଗଦେଇ ଏଭଳି କହିଛନ୍ତି…
ବ୍ରହ୍ମପୁର ଗଣବଳାତ୍କାର: ୫ ଛାତ୍ର କୋର୍ଟ ଚାଲାଣ
ବ୍ରହ୍ମପୁର,୯ା୫(ସୁବାସ ଚନ୍ଦ୍ର ପାଢ଼ୀ)ବ୍ରହ୍ମପୁର ସହରରେ ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ଗିରଫ ୫ ଜଣ କଲେଜ ଛାତ୍ରଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଇଞ୍ଜିନିୟରିଂ ଛାତ୍ର ରୁତୁନ କୁମାର ଦାଶ(୨୨), ଆକାଶ ନାୟକ (୨୬), ଜୁମନ ଗୌଡ଼…
Archives


