Home Left

୧୦ ଉଇକେଟରେ ଜିତିଲା ସନ୍‌ରାଇଜର୍ସ: ଟ୍ରାଭିସ ହେଡ୍‌ ଓ ଅଭିଷେକ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ

ହାଇଦ୍ରାବାଦ, ୮।୫: ଟାର୍ଗେଟ ଥିଲା ୧୬୬ ରନ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଯେପରି ବ୍ୟାଟିଂ କରିଥିଲା ପିଚ୍‌ ସ୍ଲୋ ଥିବା ପ୍ରତୀୟମାନ ହେଉଥିଲା। ମାତ୍ର ସିଂହ ପରାକ୍ରମରେ ଲକ୍ଷ୍ନୌ ବୋଲରଙ୍କ ଉପରେ ଝାମ୍ପି ପଡ଼ିଲେ ସନ୍‌ରାଇଜର୍ସ ହାଇଦ୍ରାବାଦର ଦୁଇ ଓପନର ଟ୍ରାଭିସ…

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ ହୋଇଥିବା ବେଳେ ଗାଁରେ ନେଟ୍‌ଓ୍ବର୍କ ନ ଥିବାରୁ ଗାଁ ଛାଡୁଛନ୍ତି ଅଧିବାସୀ। ତେଣୁ ଭୋଟ…

ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ ତାପମାତ୍ରାରେ ବିଶେଷ ବୃଦ୍ଧି ଘଟିବ ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର…

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସୂଚନା ଅନୁଯାୟୀ, ମଙ୍ଗବଳାର ବିଳମ୍ବିତ ରାତିରେ ଛୋଟେଙ୍ଗର ଥାନା ଅଞ୍ଚଳର କାଲେପାଦ ଗ୍ରାମର ଗୁଡୁ…

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି। ସକାଳ ୧୦ଟା ସୁଦ୍ଧା ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି, ୧୦.୩୦ ପରେ ଆସିଲେ ବିଳମ୍ବ ବୋଲି…

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲହୋଇ ଏକ ସୁଖ ସଂସାର କରିବା ପାଇଁ ମାଲେଙ୍ଗାର ଏରିଆ ମାଓବାଦୀ କମିଟିର…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା ଥାନାରେ ଅଭିଯୋଗ ହୋଇଛି। ଗୁରୁତର ଜଣକ ହେଲେ ଲକ୍ଷ୍ମୀ ବାଙ୍କିଆ। ଏନେଇ ମହିଳାଙ୍କ ପରିବାର…

ବିରାଟ କୋହଲିଙ୍କ ଯୋଗୁ ହାରିଯାଇଥିଲେ ବିଶ୍ୱକପ୍‌ ଫାଇନାଲ? ବହୁତ ବଡ଼ କଥା କହିଦେଲେ ସେହ୍ବାଗ…

ନୂଆଦିଲ୍ଲୀ,୮।୫: ଭାରତୀୟ ଟିମ୍‌ ୨୦୨୩ ଦିନିକିଆ ବିଶ୍ୱକପ୍‌ରେ ଗୋଟିଏ ବି ମ୍ୟାଚ୍‌ ନ ହାରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ହାରିବା ପରେ ଆଇସିସି ଟ୍ରଫି ଜିତିବା ସ୍ବପ୍ନ ପୁଣି ଅଧାରେ ରହିଥିଲା। ପୁଣି ଥରେ ଏହି…

ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ୮୦-ବିଧାନ ସଭା ଭବାନୀପାଟଣା ନିର୍ବାଚନ କ୍ଷେତ୍ରକୁ ହାତେଇବା ପାଇଁ ସବୁ…

ବଡ଼ ଅଡୁଆରେ ଫସିଛନ୍ତି ଯଶସ୍ବୀ, ଏବେ ଟି୨୦ ବିଶ୍ୱକପ୍‌ରେ କ’ଣ ହେବ?

ନୂଆଦିଲ୍ଲୀ,୮।୫: ଯଶସ୍ବୀ ଜୟସ୍ବାଲ ଗତ ଏକ ବର୍ଷ ମଧ୍ୟରେ ସମସ୍ତ ଫର୍ମାଟରେ ଜବରଦସ୍ତ ବ୍ୟାଟିଂ କରି ଚର୍ଚ୍ଚାରେ ରହିଛନ୍ତି। ହେଲେ ଆଇପିଏଲ୍‌ରେ ସେ ସେତେଟା ଭଲ ପ୍ରଦର୍ଶନ କରିପାରୁନାହାନ୍ତି। ଏସବୁ ପଛରେ କି କାରଣ ରହିଛି ସେନେଇ ପୂର୍ବତନ କ୍ରିକେଟର ତଥା…

ପୋଖରୀରୁ ଅଚିହ୍ନା ମୃତଦେହ ଜବତ: ହୁଡ଼ାରେ ରହିଛି ବ୍ୟାଗ୍‌, ଆଶାବାଡ଼ି

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣପୁର ପଞ୍ଚାୟତର ପଣ୍ଡିତ ଗାଁ ଚଟିବନ୍ଧରୁ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ମିଳିଥିବା ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟାରେ ପଣ୍ଡିତ ଗାଁ ପୋଖରୀରେ ଜଣେ ଅଚିହ୍ନା…

VIDEO: ଆର୍‌ସିବିର ମଜା ଉଡାଇଲା ପଞ୍ଜାବ କିଙ୍ଗ୍ସ, ଧର୍ମଶାଳା ମ୍ୟାଚ୍‌କୁ ନେଇ ବଢ଼ିଲା ଉତ୍କଣ୍ଠା

ନୂଆଦିଲ୍ଲୀ,୮।୫: ଆଇପିଏଲ୍‌ ୨୦୨୪ର ଲିଗ୍‌ ପର୍ଯ୍ୟାୟ ଏବେ ଶେଷ ସୋପାନରେ। ଦୁଇ ସପ୍ତାହ ପରେ ଟୁର୍ନାମେଣ୍ଟର ପ୍ଲେ ଅଫ୍‌ ମୁକାବିଲା ଖେଳାଯିବ। ଏଯାବତ ଗୋଟିଏ ବି ଟିମ୍‌ ଆଧିକାରୀକ ଭାବେ ବାଦ ପଡ଼ି ନ ଥିବା ବେଳେ କେହି କ୍ୱାଲିଫାଏ ବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri