Home Left

ଟ୍ରମ୍ପ ନା କମଲା ହାରିସ: କାହାକୁ ସମର୍ଥନ ଘୋଷଣା କଲେ ପୁଟିନ୍‌: ଜାଣନ୍ତୁ

ମସ୍କୋ,୬ା୯:ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ଡେମୋକ୍ରାଟିକ୍‌ ପ୍ରାର୍ଥିତ୍ୱକୁ ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ସମର୍ଥନ କରିଛନ୍ତି। ଆମେରିକାର ଆଟର୍ନି ଜେନେରାଲ ମେରିକ୍‌ ଗାର୍‌ଲାଣ୍ଡ ବୁଧବାର କହିଥିଲେ, ‘ଆମ ଦେଶର ନିର୍ବାଚନ ଫଳାଫଳକୁ ପ୍ରଭାବିତ କରିବା ପାଇଁ…

ହୃଦୟ ବିଦାରକ ଦୃଶ୍ୟ:୨ ପୁଅଙ୍କ ମୃତଦେହ ୧୫ କି.ମି. ବୋହିଲେ ମା’ବାପା

ନାଗପୁର, ୬।୯:ମହାରାଷ୍ଟ୍ରର ଗଡ଼ଚିରୌଲୀ ଜିଲା ଅହେରି ତହସିଲ ପତ୍ତିଗାଓଁ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆମ୍ବୁଲାନ୍ସ ଓ ଯାତାୟାତ ସୁବିଧା ଠିକ୍‌ ନ ଥିବାରୁ ୨ ଶିଶୁଙ୍କର ଠିକ ସମୟରେ ଚିକିତ୍ସା ହୋଇ ନ ପାରିବାରୁ ସେମାନଙ୍କର ମୃତ୍ୟୁ…

ରହସ୍ୟମୟ ଆଲାସ୍କା ଟ୍ରାଙ୍ଗଲ୍‌:ଉଭାନ ହେଲେଣି ୨୦ ହଜାର ଲୋକ

ନୂଆଦିଲ୍ଲୀ,୬ା୯:ରହସ୍ୟମୟ ବରମୁଡ଼ା ଟ୍ରାଙ୍ଗଲ୍‌ ସମ୍ପର୍କରେ ପ୍ରାୟ ସମସ୍ତେ ଜାଣନ୍ତି। ଉକ୍ତ ଅଞ୍ଚଳ ଅତିକ୍ରମ କରୁଥିବା ଲୋକେ ଅତ୍ୟନ୍ତ ରହସ୍ୟମୟ ଭାବେ ଅନ୍ତର୍ଦ୍ଧାନ ହୋଇଯାଇଥାନ୍ତି। ସେହିଭଳି ଆଉ ଏକ ରହସ୍ୟମୟ ଅଞ୍ଚଳ ରହିଛି, ଯାହା ‘ଆଲାସ୍କା ଟ୍ରାଙ୍ଗଲ’ ଭାବେ ପରିଚିତ। ୭୦ ଦଶନ୍ଧିରୁ…

ଚଳନ୍ତା ଆମ୍ବୁଲାନ୍ସରେ ମହିଳାଙ୍କୁ ଯୌନ ଉତ୍ପୀଡନ: ଅସୁସ୍ଥ ସ୍ବାମୀ ବିରୋଧ କରିବାରୁ କାଡିଦେଲେ ଅକ୍ସିଜେନ୍‌: ଆଉ ତା’ପରେ…

ଲକ୍ଷ୍ନୌ, ୬।୯:ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରୁ ଏକ ଲଜ୍ଜାକର ଘଟଣା ସାମ୍‌ନାକୁ ଆସିଛି। ଏକ ଚଳନ୍ତା ଆମ୍ବୁଲାନ୍ସରେ ଅସୁସ୍ଥ ସ୍ବାମୀଙ୍କ ସମ୍ମୁଖରେ ଜଣେ ମହିଳାଙ୍କୁ ଅସଦାଚରଣ କରାଯାଇଛି। ଆମ୍ବୁଲାନ୍ସରେ ମହିଳା ଜଣକ ଅସୁସ୍ଥ ସ୍ବାମୀଙ୍କୁ ନେଇ ଲକ୍ଷ୍ନୌରୁ ସିଦ୍ଧାର୍ଥନଗର ଜିଲାସ୍ଥିତ ନିଜ ଗ୍ରାମକୁ…

ରାହୁଲଙ୍କ ପାଇଁ ନର୍ଭସ ଅଛି ଆରଏସଏସ? ଗୋଟିଏ ଦିନରେ ଦୁଇ ଦୁଇ ଥର ବଦଳାଇଲାଣି ବୟାନ…

ନୂଆଦିଲ୍ଲୀ,୬।୯: କେରଳର ପଲକ୍କଡରେ ନିକଟରେ ଶେଷ ହୋଇଥିବା ରାଷ୍ଟ୍ରିୟ ସ୍ବଂୟସେବକ ସଂଗଠନ (ଆରଏସଏସ) ବୈଠକରେ ଜାତିଗତ ଜନଗଣନା ସମ୍ପର୍କରେ ଦିଆଯାଇଥିବା ବିବୃତ୍ତି ଉପରେ କଂଗ୍ରେସ ନେତା କହିଛନ୍ତି, ସଂଗଠନ ନର୍ଭସ ଥିବା ଜଣାପଡୁଛି। କିଛି ଲୋକ ଅନୁଭବ କରୁଛନ୍ତି ଯେ କଂଗ୍ରେସ…

ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା: ଆଧାରରେ ମୋବାଇଲ ଲିଙ୍କ୍‌ ବାଧ୍ୟତାମୂଳକ ନୁହେଁ, ଜାଣନ୍ତୁ ଏହା ବଦଳରେ କ’ଣ କରିବେ…

ଜଗତସିଂହପୁର,୬ା୯(ପ୍ରମୋଦ କୁମାର ନାୟକ): ରାଜ୍ୟ ସରକାର ଲୋକାଭିମୁଖୀ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏନେଇ ଆଧାର କେନ୍ଦ୍ର, ଜନସେବା କେନ୍ଦ୍ର (ଜେଏସ୍‌କେ) ଓ ମୋ ସେବା କେନ୍ଦ୍ର (ଏମ୍‌ଏସ୍‌କେ) ଆଦି ବିଭିନ୍ନ ସ୍ଥାନରେ ଭିଡ ଦେଖିବାକୁ ମିଳୁଛି। କେତେବେଳେ ସର୍ଭର ଡାଉନ…

ଶେଖ ହାସିନାଙ୍କ ପାଇଁ ଖରାପ ହେଉଛି କି ସମ୍ପର୍କ! ଭାରତକୁ ଏମିତି କଡ଼ା କଥା କହିଦେଲେ ୟୁନୁସ୍‌ ସରକାର

ଢାକା,୬।୯: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରର ମୁଖ୍ୟ ମହମ୍ମଦ ୟୁନୁସ୍‌ ଭାରତ ସହ ସମ୍ପର୍କ ବିଷୟରେ କହିଛନ୍ତି ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନୂଆଦିଲ୍ଲୀ ଅନୁଭବ କରୁଛି ଯେ ଶେଖ ହାସିନା ଯଦି ନ ରହିବେ, ତେବେ ଆମେ ବାଂଲାଦେଶକୁ ଆଫଗାନିସ୍ତାନରେ…

ପୋଲିସ ଏସ୍‌ଆଇଙ୍କ ଘରେ କଳାକନା ବୁଲାଇଲେ ଚୋର

ଭୁବନେଶ୍ୱର,୬ା୯(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ କମିଶନରେଟ୍‌ ପୋଲିସକୁ ଚୋରମାନେ ଖୋଲା ଚ୍ୟାଲେଞ୍ଜ ଦେଇ ଗୁରୁବାର ସ୍ପଷ୍ଟ ଦିବାଲୋକରେ ଚୋରି କରିଛନ୍ତି। ଏହି ଚୋରି ଜଣେ ସାଧାରଣ ଲୋକଙ୍କ ଘରୁ ନୁହେଁ। ବରଂ ଚୋରି ହୋଇଛି, ଜନସାଧାରଣଙ୍କୁ ସୁରକ୍ଷା ଯୋଗାଉଥିବା ଜଣେ ପୋଲିସ ଏସ୍‌ଆଇଙ୍କ ଘରୁ।…

କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଏଣିକି ସହଜ ହେବ ଟିକସ ପଇଠ

ଭୁବନେଶ୍ୱର, ୬।୯(ଅନିଲ ଦାସ):ଓଡ଼ିଶା ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ଅଧିନିୟମରେ ଥିବା ବ୍ୟବସ୍ଥାଗୁଡ଼ିକୁ ସରଳ କରିବା ଏବଂ କରଦାତାମାନଙ୍କୁ ଅଧିକ ସୁବିଧା ଦେବା ଲାଗି ଓଡ଼ିଶା ଦ୍ରବ୍ୟ ଓ ସେବାକର ଅଧିନିୟମ,୨୦୧୭ରେ ସଂଶୋଧନ କରାଯାଇଛି। ଅର୍ଥ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି…

ଜଳିଗଲା ୮ ବଖରା, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଆଳି,୬ା୯: କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅନ୍ତର୍ଗତ କାଟଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ୪ ପରିବାରର ୮ ବଖରା ଜଳିପୋଡ଼ି ପାଉଁଶ ହୋଇଯାଇଛି। ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଥିବା ବେଳେ ଲକ୍ଷାଧିକ ଟଙ୍କାର…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ:ପିପିପି ମୋଡ୍‌ରେ ଖୋଲାଯିବ ଶୀତଳଭଣ୍ଡାର

ଭୁବନେଶ୍ୱର, ୬।୯(ସୁନିତ୍‌ ମିଶ୍ର):କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୨୦୨୪-୨୫ ଆର୍ଥିକ ବର୍ଷର ଖର୍ଚ୍ଚଦାବିକୁ ଗୁରୁବାର ବିଧାନସଭାରେ ଅନୁମୋଦନ ମିଳିଛି। ଏହି ବିଭାଗର ଆଲୋଚନା ପରେ ଏହା ଉପରେ ଉତ୍ତର ରଖିବା ସମୟରେ ବିଭାଗୀୟ ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ବିରୋଧୀଙ୍କ ଉପରେ…

ଏନଡିଏରେ ସହଯୋଗୀ ପାର୍ଟିଙ୍କ ସହ ମତଭେଦ ଅଛି…ବଡ଼ ଗୁମର ଖୋଲିଦେଲେ ଜେଡିୟୁରୁ ବରିଷ୍ଠ ନେତା

ନୂଆଦିଲ୍ଲୀ,୬।୯: ବରିଷ୍ଠ ନେତା କେସି ତ୍ୟାଗୀଙ୍କ ସ୍ଥାନରେ ଜେଡିୟୁର ଜାତୀୟ ମୁଖପାତ୍ର ଭାବେ ନିଯୁକ୍ତି ପାଇବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀରେ ପହଞ୍ଚିଥିବା ରାଜୀବ ରଂଜନ ପ୍ରସାଦ ଏନଡିଏର ଭିତିରି କଥାର ଖୁଲାସା କରିଛନ୍ତି। ସେ କହିଛନ୍ତି, ଯଦିଓ ଏନଡିଏରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?