Home Left

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ ତାଙ୍କର ୮ଜଣ ସହପାଠୀ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ଥାନା ପୋଲିସ ପୀଡିତାଙ୍କ…

ଆଜି ଫ୍ରାନ୍ସରେ ପ୍ରବେଶ କରିବ ଅଲିମ୍ପିକ୍ସ ମଶାଲ

ପ୍ୟାରିସ୍‌, ୮ା୫ : ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ଅଲିମ୍ପିକ୍ସ ମଶାଲ ଶେଷରେ ଫ୍ରାନ୍ସରେ ପ୍ରବେଶ କରିବାକୁ ଯାଉଛି। ବୁଧବାର ଫ୍ରାନ୍ସର ଦକ୍ଷିଣ ପଟରେ ଥିବା ମାର୍ସେଲେ ସହରରେ ଏହି ମଶାଲ ପ୍ରବେଶ କରିବ। ଏପ୍ରିଲ ୧୬ ତାରିଖରେ ଦକ୍ଷିଣ ଗ୍ରୀସ୍‌ର ଏଥେନ୍ସରେ…

ସୂର୍ଯ୍ୟ ୩ନଂ.ରେ ଖେଳିବା ଉଚିତ: ଲାରା

ନୂଆଦିଲ୍ଲୀ, ୮।୫ : ଆସନ୍ତା ମାସରେ ହେବାକୁ ଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସୂର୍ଯ୍ୟକୁମାର ଭାରତୀୟ ବ୍ୟାଟିଂ କ୍ରମରେ ୩ ନମ୍ବରରେ ଆସିବା ଉଚିତ ବୋଲି ଅନୁଭବ କରୁଛନ୍ତି କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଲାରା। ଆସନ୍ତା ମେଗା ପ୍ରତିଯୋଗିତାରେ ଭାରତ-ଓ୍ବେଷ୍ଟଇଣ୍ଡିଜ ଫାଇନାଲ…

ତିରୁପତି ମନ୍ଦିରରେ ବିବାହକୁ ନେଇ ଏମିତି କହିଲେ ଜାହ୍ନବୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଅନେକ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ସାଉଣ୍ଟିବାରେ ସଫଳ ହୋଇଛନ୍ତି। ସେ ଗତ କିଛି ଦିନ ଧରି ତାଙ୍କ ପ୍ରେମିକ ଶିଖର ପହରିୟାଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଉଭୟ ବିଭିନ୍ନ…

‘ଟି୨୦ ବିଶ୍ୱକପ୍‌ ପୂର୍ବରୁ ରୋହିତଙ୍କୁ ବିଶ୍ରାମ ଆବଶ୍ୟକ’

ମୁମ୍ବାଇ, ୮ା୫ : ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମାଙ୍କୁ ଟି୨୦ ବିଶ୍ୱକପ୍‌ ପୂର୍ବରୁ ବିଶ୍ରାମ ଆବଶ୍ୟକ ବୋଲି ମତ ଦେଇଛନ୍ତି ପୂର୍ବତନ ଅଷ୍ଟ୍ରେଲୀୟ ଅଧିନାୟକ ମାଇକେଲ କ୍ଲାର୍କ। ରୋହିତଙ୍କ ଫର୍ମକୁ ନେଇ କୌଣସି ଦ୍ୱିବିଧା ନାହିଁ, ମାତ୍ର ବିଶ୍ୱକପ୍‌…

ଓଡ଼ିଶାର ଜୁଲି, ପ୍ୟାରୀ, ଲିନ୍‌ଡା ସାମିଲ

ନୂଆଦିଲ୍ଲୀ, ୮।୫: ତାସକେଣ୍ଟଠାରେ ମେ’ ୩୧ ଓ ଜୁନ୍‌ ୪ରେ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ ଉଜ୍‌ବେକିସ୍ତାନ ବିପକ୍ଷରେ ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବ। ଫିଫା ଓମେନ୍ସ ଇଣ୍ଟରନ୍ୟାଶନାଲ ମ୍ୟାଚ୍‌ ଓ୍ବିଣ୍ଡୋର ଏହା ଏକ ଅଂଶବିଶେଷ। ଆଗାମୀ ୨ ମ୍ୟାଚ…

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ରେ ଅନେକ ଅତ୍ୟାଧୁନିକ ବୈଶିଷ୍ଟ୍ୟ…

ସେବାର ଅନ୍ୟନାମ ‘ରେଡ୍‌କ୍ରସ’

ପ୍ରତିବର୍ଷ ମେ’୮ରେ ବିଶ୍ୱ ରେଡକ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡକ୍ରସ ଏବଂ ରେଡ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେରଖିବା ପାଇଁ ଏହା ପାଳନ କରାଯାଏ। ବିଶ୍ୱ ରେଡକ୍ରସ ଦିବସର ମୂଳ ଉଦ୍ଦେଶ୍ୟ ହେଉଛି ଅସହାୟ ତଥା ଆହତ ସୈନିକ ଏବଂ…

”ଜନସଚେତନତା ବିପଦ ଏଡ଼ାଇବ“

ପ୍ରତିବର୍ଷ ମେ’ ୮ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଥାଲାସିମିଆ ଦିବସ’। ଚଳିତ ବର୍ଷର ଏହି ଦିବସ ଉପଲକ୍ଷେ ପ୍ରସାରିତ ବାର୍ତ୍ତାଟିରେ କୌଣସି ଅସ୍ପଷ୍ଟତା ନାହିଁ। ଥାଲାସିମିଆ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ସେହି ବାର୍ତ୍ତାରେ ରହିଛି ଏକ ବଳିଷ୍ଠ ଆହ୍ବାନ।…

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍‌ର ଆୟୁର୍ବେଦିକ ତେଲ ‘ନବରତ୍ନ ’ର ଗୁଣବତ୍ତା…

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଗ୍ରୀଷ୍ମଋତୁ ଆରମ୍ଭ ହେବା ସହ ଡଲାର ଇଣ୍ଡଷ୍ଟ୍ରିଜ୍‌ ବିଗ୍‌ବସ୍‌, ଜେ କ୍ଲାସ୍‌ ଆଣ୍ଡ…

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ ତୁମର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ? କିଛି ଉତ୍ତର ଦେଇପାରିବେ ନାହିଁ। ଦମ୍‌ ଅଛି ଯଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri