Home Left

ଆଇପିଏଲ୍‌ ୨୦୨୪ ପୂର୍ବରୁ ଚେନ୍ନାଇ ସୁପର୍‌ କିଙ୍ଗ୍ସର ୩ ଖେଳାଳି ଆହତ: ଜଣେ ଷ୍ଟ୍ରେଚରରେ ଗଲେ

ନୂଆଦିଲ୍ଲୀ,୧୯।୩: ଆଇପିଏଲ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସର ପ୍ରଥମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ଖେଳିବ। ଏହି ମ୍ୟାଚ ୨୨ ମାର୍ଚ୍ଚରେ ଚେନ୍ନାଇରେ ଖେଳାଯିବ। ଏଥିପାଇଁ ଉଭୟ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କିନ୍ତୁ ମହେନ୍ଦ୍ର ସିଂ ଧୋନୀଙ୍କ ଦ୍ୱାରା ଅଧିନାୟକ…

ପୋଲିସକୁ ବଡ଼ ସଫଳତା: ଟଳିପଡିଲେ ୪ ନକ୍ସଲ

ମୁମ୍ବାଇ,୧୯।୩: ମହାରାଷ୍ଟ୍ରର ଗାଡଚିରୋଲିରେ ନକ୍ସଲମାନଙ୍କ ସହ ହୋଇଥିବା ଏନକାଉଣ୍ଟରରେ ପୋଲିସ ବଡ଼ ସଫଳତା ହାସଲ କରିଛି। ଏହି ଏନକାଉଣ୍ଟରରେ ସି୬୦ କମାଣ୍ଡୋଙ୍କ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି। ଗାଡଚିରୋଲି ଜିଲାର ଏସପି ନୀଲୋତ୍ପଳଙ୍କ ଅନୁଯାୟୀ. ସୋମବାର ଅପରାହ୍ନରେ ତେଲେଙ୍ଗାନା…

ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ଭାଜପା: ପିଏମକେ-ଭାଜପା ଆସନ ବୂଝାମଣା ଶେଷ

ଚେନ୍ନାଇ,୧୯।୩: ଲୋକ ସଭା ନିର୍ବାଚନ ପାଇଁ ତାମିଲନାଡୁ ପଟ୍ଟାଲି ମକ୍କାଲ କାଟ୍‌ଚି (ପିଏମକେ) ଭାଜପା ସହ ମେଣ୍ଟ କରିବାକୁ ଘୋଷଣା କରିଛି। ଏହି ଘୋଷଣାର ଗୋଟିଏ ଦିନ ପରେ ତାମିଲନାଡୁ ଭାଜପା ସଭାପତି କେ. ଆନ୍ନାମଲାଇ ଆସନ ବାଣ୍ଟିବା ନେଇ ପିଏମକେ…

ଦାଦା-ପୁତୁରା ପୁଣି ମୁହାଁମୁହିଁ

ପାଟନା/ନୂଆଦିଲ୍ଲୀ,୧୯ା୩:ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସୋମବାର ବିହାରରେ ଆସନ ବୁଝାମଣା ସୂତ୍ର ଉପରେ ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ୪୦ ଲୋକ ସଭା ଆସନ ମଧ୍ୟରୁ ଭାଜପା ୧୭ଟିରେ ପ୍ରାର୍ଥୀ ଦେଇ ବଡ଼ଭାଇ ଭୂମିକା ନେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ…

ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌: ଦିଲ୍ଲୀରେ ଚାଲିଛି କସରତ

ନୂଆଦିଲ୍ଲୀ/ଭୁବନେଶ୍ୱର.୧୯।୩: ଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଭାଜପା କୋର କମିଟି ବୈଠକ ଚାଲିଛି। ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକ ସଭା ପ୍ରାର୍ଥୀ ଚୟନ ପାଇଁ ଏହି ବୈଠକରେ ଆଲୋଚନା ଚାଲିଛି। ଓଡ଼ିଶାରେ କାହାକୁ ମିଳିବ ଲୋକ ସଭା ଟିକେଟ୍‌ ସେନେଇ ଚାଲିଛି…

ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡିକରେ ବମ୍ପର ନିଯୁକ୍ତି ସୁଯୋଗ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୯।୩: ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡିକରେ ବମ୍ପର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ୧୧୦ ଜଣ ଅଧ୍ୟକ୍ଷଙ୍କ ସମେତ ମୋଟ ୧୩୪୨ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଅଧୀନରେ…

ବନ କର୍ମଚାରୀଙ୍କୁ ଗୁଳି ମାରିଲେ ଶିକାରୀ

ନୀଳଗିରି,୧୯।୩ (ପ୍ରଶାନ୍ତ କୁମାର ବିଶ୍ବାଳ): ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼। ଏପରି ଏକ ଅଘଟଣ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲା ନୀଳଗିରି କୁଲଡିହା ଅଭୟାରଣ୍ୟର ପଞ୍ଚଲିଙ୍ଗେଶ୍ୱର ବିଟ ଅଞ୍ଚଳରେ ଘଟିଛି। ପାଟ୍ରୋଲିଂ ବେଳେ ମୁହାଁମୁହିଁ ହେଲେ ଶିକାରୀ ଓ ବନ…

ସର୍ଫରାଜ, ଜୁରେଲଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ

ନୂଆଦିଲ୍ଲୀ,୧୯ା୩: ବିସିସିଆଇର ଆପେକ୍ସ କାଉନସିଲ୍‌ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଧ୍ରୁବ ଜୁରେଲ ଓ ସର୍ଫରାଜ ଖାନଙ୍କୁ କେନ୍ଦ୍ରୀୟ ଚୁକ୍ତିରେ ସାମିଲ କରାଯାଇଛି। ଉଭୟ ଖେଳାଳିଙ୍କୁ ସି ଗ୍ରେଡ୍‌ରେ ସାମିଲ କରାଯାଇଛି। ପୂର୍ବରୁ ଘୋଷଣା କରାଯାଇଥିବା କେନ୍ଦ୍ରୀୟ ଚୁକ୍ତିରେ…

ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ବଡ଼ ଝଟ୍‌କା: ଦଳ ଛାଡିଲେ ବରିଷ୍ଠ ନେତା

ଲକ୍ଷ୍ନୌ,୧୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି (ବିଏସପି) ଉତ୍ତରପ୍ରଦେଶରେ ଏକ ବଡ଼ ଝଟ୍‌କା ଲାଗିଛି। ଉତ୍ତରପ୍ରଦେଶର ଲାଲଗଞ୍ଜ ସଂସଦୀୟ ନିର୍ବାଚନମଣ୍ଡଳୀରୁ ବିଏସପି ଲୋକ ସଭା ଏମ୍‌ପି ସଂଗୀତା ଆଜାଦ, ତାଙ୍କ ସ୍ବାମୀ ଏବଂ ପୂର୍ବତନ ବିଏସପି…

ଆର୍‌ସିବି ଟ୍ରେନିଂ କ୍ୟାମ୍ପ୍‌ରେ କୋହଲି

ବେଙ୍ଗାଲୁରୁ,୧୯ା୩(ପି.ଟି.): ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା ସୁପରଷ୍ଟାର ବିରାଟ କୋହଲି ସୋମବାର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)ର ଟ୍ରେନିଂ କ୍ୟାମ୍ପ୍‌ରେ ଯୋଗଦେଇଛନ୍ତି। ସୋମବାର କୋହଲି ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅଭ୍ୟାସ କରୁଥିବାର ନଜର ଆସିଥିଲେ। ଆରସିବି ଅଧିନାୟକ ଫାଫ୍‌ ଡୁ…

ଅଭିଷେକ, ବିଶ୍ୱଭୂଷଣ, ଦିବ୍ୟଶକ୍ତିଙ୍କ ଶତକ

ଭୁବନେଶ୍ୱର,୧୯ା୩(ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଆରମ୍ଭ ହୋଇଥିବା ସିନିୟର ଆନ୍ତଃଜିଲା କଳାହାଣ୍ଡି କପ୍‌ କ୍ରିକେଟର ଦ୍ୱିତୀୟ ଦିନରେ ଭୁବନେଶ୍ୱର ଏ, ଇକୋର୍ସା, ଖୋର୍ଦ୍ଧା, କଟକ ଏ’ ରାଉରକେଲା ଓ ବାଲେଶ୍ୱର ବିଜୟୀ ହୋଇଛନ୍ତି। ଡାଇମଣ୍ଡ ଏ ଓ…

ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଆଫଗାନିସ୍ତାନ

କାବୁଲ,୧୯।୩: ଆଫଗାନିସ୍ତାନରେ ପାକିସ୍ତାନୀ ଏୟାର ଷ୍ଟ୍ରାଇକକୁ ତାଲିବାନ ମୁହଁତୋଡ ଜବାବ ଦେଇଛି। ତାଲିବାନ ସୈନ୍ୟମାନେ ଡୁରାଣ୍ଡ ଲାଇନ ନିକଟରେ ପାକିସ୍ତାନୀ ସାମରିକ ପୋଷ୍ଟକୁ ଧ୍ୱଂସ କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟର ଉଦ୍ଦେଶ୍ୟରେ ଆଫଗାନିସ୍ତାନ ଗଣମାଧ୍ୟମ ଏହି ଆକ୍ରମଣକୁ ନିଶ୍ଚିତ କରିଛି। ଆଫଗାନିସ୍ତାନ ପ୍ରତିରକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri