Home Left

ଆକର୍ଷଣୀୟ ଦେଖାଯିବାକୁ ଚାହୁଁଛନ୍ତି କି? ଆପଣାନ୍ତୁ ଏହି ଟିପ୍ସ

ବର୍ତ୍ତମାନ ସୂର୍ଯ୍ୟକିରଣ ପ୍ରଭାବରେ ତ୍ୱଚା ସମ୍ବନ୍ଧିତ ବିଭିନ୍ନ ସମସ୍ୟା ଦେଖାଦେଉଛି। ଏହା ଦୂରକରିବାକୁ ଅନେକେ ବ୍ୟୁଟି ପାର୍ଲର ଯିବାଠୁ ଆରମ୍ଭକରି ଦାମୀ ସୌନ୍ଦର୍ଯ୍ୟ ପ୍ରସାଧନ ବ୍ୟବହାର କରିବାକୁ ବି ପଛାଉନାହାନ୍ତି। ହେଲେ ଆପଣ ଚାହିଁଲେ କେତୋଟି ଘରୋଇ ଉପଚାର ଦ୍ୱାରା ଆକର୍ଷଣୀୟ…

ରାହୁଲ ଗାନ୍ଧୀ ନେଲେ ବଡ଼ ନିଷ୍ପତ୍ତି, ବଢିପାରେ ଭାଜପାର ମୁସ୍କିଲ

ନୂଆଦିଲ୍ଲୀ,୭।୫: ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ରାହୁଲ ଗାନ୍ଧୀ କନ୍ନୌଜରେ ପ୍ରଚାର କରିବେ। ସମାଜବାଦୀ ପାର୍ଟିର ଜାତୀୟ ସଭାପତି ତଥା ପୂର୍ବତନ ୟୁପି ସିଏମ ଅଖିଲେଶ ଯାଦବ କନ୍ନୌଜ ଲୋକ…

କେଜରିଓ୍ବାଲ ପ୍ରଚାର ନ କଲେ ଆକାଶ ଛିଣ୍ଡି ପଡିବନି

ନୂଆଦିଲ୍ଲୀ,୭।୫: ଦିଲ୍ଲୀର ଏକ୍ସାଇଜ ପଲିସି ଜାଲିଆତି ଅଭିଯୋଗରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆବେଦନର ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ, ତାଙ୍କ ବିରୋଧରେ ପ୍ରମାଣ ଥିବା ଦାବି କରି କେଜରିୱାଲଙ୍କ ଆବେଦନକୁ ଇଡି ବିରୋଧ କରିଥିଲା। କେଜରିୱାଲ…

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ସତ୍ୟନାରାୟଣ ପାତ୍ର ଏହାର ବିଚାର କରି ୩ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ…

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୨୦ ଘର

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକ କେନ୍ଦୁଡିହା ପଞ୍ଚାୟତ କୁଳିଅଣା ବିନ୍ଧାଣିସାହିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଆକସ୍ମିକ ଅଗ୍ନିକାଣ୍ଡରେ ବିନ୍ଧାଣିବସ୍ତିର ୨୦ରୁ ଉର୍ଦ୍ଧ୍ୱ ଘର ଜଳିଯିବା ସାଙ୍ଗକୁ ଘରେ ଥିବା ନଗଦ ଟଙ୍କା, ଧାନଚାଉଳ, ଦରକାରୀ କାଗଜପତ୍ର…

ହ୍ୟାଣ୍ଡଲୁମ୍‌ ଫ୍ୟାଶନ: କମ୍ଫର୍ଟେବଲ୍‌ ସହ ମିଳିବ ଷ୍ଟାଇଲିଶ୍‌ ଲୁକ୍‌

ଗୋଟେ ପଟେ ଅସହ୍ୟ ଗରମ ତ ଆଉ ଗୋଟେ ପଟେ ଫ୍ୟାଶନ । କେଉଁଭଳି ଆଉଟ୍‌ଫିଟ୍‌ ବାଛିଲେ କମ୍ଫର୍ଟେବଲ୍‌ ଲାଗିବା ସହ ଷ୍ଟାଇଲିଶ୍‌ ଲୁକ୍‌ ବି ମିଳିବ ତାକୁ ନେଇ ଚିନ୍ତାରେ ଅନେକେ। ଆଉ ଏମିତିରେ ହ୍ୟାଣ୍ଡଲୁମ୍‌ର ଭଳିକି ଭଳି ଓ୍ବେଷ୍ଟର୍ନ…

ହସ୍ପିଟାଲରେ ଛୁରାମାଡ ୨ ମୃତ, ୨୧ ଆହତ

ୟୁନାନ,୭।୫: ମଙ୍ଗଳବାର ଚାଇନାର ଦକ୍ଷିଣ-ପଶ୍ଚିମ ପ୍ରଦେଶର ୟୂନାନ ଡାକ୍ତରଖାନାରେ ଛୁରୀ ଆକ୍ରମଣରେ ଅତି କମରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି। ସରକାରୀ ସୂତ୍ରରୁ ଏହି ବିବୃତ୍ତି ରାଜ୍ୟ ଗଣମାଧ୍ୟମ ନିଶ୍ଚିତ କରିଛି। ସରକାରୀ ଗଣମାଧ୍ୟମ…

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା, ୯ରେ ଆସିବେ ଗଡ଼କରୀ

ଭୁବନେଶ୍ୱର, ୭।୫: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ରାଜନାଥ ସିଂ ଭବାନୀପାଟଣା, ରାୟଗଡ଼ାରେ ସଭା କରିବେ । ଏଥିସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ନବରଙ୍ଗପୁର ଗସ୍ତରେ…

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି ଛେଳି ଏବଂ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ଗ୍ରାମର ବିପ୍ର ଗୌଡ଼, ନିରଞ୍ଜନ ଗୌଡ଼, ସୁରେନ୍ଦ୍ର…

ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍‌ଗର୍ଲ

ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍‌ଗର୍ଲ ତଥା ମଥୁରା ଭାଜପା ଏମ୍‌ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ  ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମା ସାମିଲ ହୋଇଛନ୍ତି। ତାଲିକାରେ ସାମିଲ ପରେ ଓଡ଼ିଶାରେ ହେମାମାଳିନୀ…

ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ମାଷ୍ଟରକ୍ୟାଣ୍ଟିନଛକ ଠାରୁ ରୋଡ ଶୋ’ ଆରମ୍ଭ ହୋଇ ବାଣୀବିହାର ଛକ ପର୍ଯ୍ୟନ୍ତ…

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି ଜଣେ ଯୁବକ ଗୁରୁତର ହୋଇଛନ୍ତି l ସେ ହେଲେ ଆନନ୍ଦପୁର ଥାନା ଫକୀରପୁର ଛକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri