ହ୍ୟାଣ୍ଡଲୁମ୍ ଫ୍ୟାଶନ: କମ୍ଫର୍ଟେବଲ୍ ସହ ମିଳିବ ଷ୍ଟାଇଲିଶ୍ ଲୁକ୍
ଗୋଟେ ପଟେ ଅସହ୍ୟ ଗରମ ତ ଆଉ ଗୋଟେ ପଟେ ଫ୍ୟାଶନ । କେଉଁଭଳି ଆଉଟ୍ଫିଟ୍ ବାଛିଲେ କମ୍ଫର୍ଟେବଲ୍ ଲାଗିବା ସହ ଷ୍ଟାଇଲିଶ୍ ଲୁକ୍ ବି ମିଳିବ ତାକୁ ନେଇ ଚିନ୍ତାରେ ଅନେକେ। ଆଉ ଏମିତିରେ ହ୍ୟାଣ୍ଡଲୁମ୍ର ଭଳିକି ଭଳି ଓ୍ବେଷ୍ଟର୍ନ…
ହସ୍ପିଟାଲରେ ଛୁରାମାଡ ୨ ମୃତ, ୨୧ ଆହତ
ୟୁନାନ,୭।୫: ମଙ୍ଗଳବାର ଚାଇନାର ଦକ୍ଷିଣ-ପଶ୍ଚିମ ପ୍ରଦେଶର ୟୂନାନ ଡାକ୍ତରଖାନାରେ ଛୁରୀ ଆକ୍ରମଣରେ ଅତି କମରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି। ସରକାରୀ ସୂତ୍ରରୁ ଏହି ବିବୃତ୍ତି ରାଜ୍ୟ ଗଣମାଧ୍ୟମ ନିଶ୍ଚିତ କରିଛି। ସରକାରୀ ଗଣମାଧ୍ୟମ…
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା, ୯ରେ ଆସିବେ ଗଡ଼କରୀ
ଭୁବନେଶ୍ୱର, ୭।୫: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ରାଜନାଥ ସିଂ ଭବାନୀପାଟଣା, ରାୟଗଡ଼ାରେ ସଭା କରିବେ । ଏଥିସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ନବରଙ୍ଗପୁର ଗସ୍ତରେ…
ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ
ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି ଛେଳି ଏବଂ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ଗ୍ରାମର ବିପ୍ର ଗୌଡ଼, ନିରଞ୍ଜନ ଗୌଡ଼, ସୁରେନ୍ଦ୍ର…
ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍ଗର୍ଲ
ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍ଗର୍ଲ ତଥା ମଥୁରା ଭାଜପା ଏମ୍ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମା ସାମିଲ ହୋଇଛନ୍ତି। ତାଲିକାରେ ସାମିଲ ପରେ ଓଡ଼ିଶାରେ ହେମାମାଳିନୀ…
ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ମାଷ୍ଟରକ୍ୟାଣ୍ଟିନଛକ ଠାରୁ ରୋଡ ଶୋ’ ଆରମ୍ଭ ହୋଇ ବାଣୀବିହାର ଛକ ପର୍ଯ୍ୟନ୍ତ…
ରାଜପଥର ବାଇକ୍ ଦୁର୍ଘଟଣା, ଚାଳକ ଗୁରୁତର
ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍ ଦୁର୍ଘଟଣା ଘଟି ଜଣେ ଯୁବକ ଗୁରୁତର ହୋଇଛନ୍ତି l ସେ ହେଲେ ଆନନ୍ଦପୁର ଥାନା ଫକୀରପୁର ଛକର…
୧୦୦ରୁ ୧୧୦୦ କୋଟି କେମିତି ହେଲା? କେଜ୍ରିୱାଲଙ୍କ ଆବେଦନ ଉପରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ
ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଇଡିକୁ ଅନେକ କଡ଼ା ପ୍ରଶ୍ନ ପଚାରିଥିଲେ। କେଜ୍ରିୱାଲଙ୍କୁ ଗିରଫ କରିବା ପାଇଁ ଦୁଇ ବର୍ଷ କାହିଁକି…
ଅଜିତ ପାଓ୍ବାରଙ୍କ ଘରେ ପହଞ୍ଚିଲେ ସୁପ୍ରିୟା ସୁଲେ
ବାରାମତି,୭।୫: ଲୋକ ସଭା ନିର୍ବାଚନ ୦୨୪ର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ବାରାମତି ଆସନରେ ମଧ୍ୟ ମତଦାନ ଚାଲିଛି। ଏହି ଆସନ ଜାତୀୟ ସ୍ତରରେ ଆଲୋଚନାର ବିଷୟ ହୋଇ ରହିଛି। ଶରଦ ପାୱାରଙ୍କ ଝିଅ ଏବଂ ବୋହୂ ଏଠାରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି…
ମହାକାଶକୁ ଯାତ୍ରା କରିବେ ନାହିଁ ସୁନୀତା ଓ୍ବିଲିୟମ୍ସ
ଓ୍ବାଶିଂଟନ,୭।୫: ଭାରତୀୟ ବଂଶୋଦଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କ ମହାକାଶ ଯାତ୍ରା ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଥିଲା। ବୈଷୟିକ ତ୍ରୁଟି ଯୋଗୁଁ ଏହି ଯାତ୍ରାକୁ ସ୍ଥଗିତ ରଖିବାକୁ ପଡିଲା, ତଥାପି ଲଞ୍ଚ ପାଇଁ କୌଣସି ନୂତନ ତାରିଖ ଘୋଷଣା କରାଯାଇ ନାହିଁ।…
ସିବିଆଇ ମାମଲାରେ ସିସୋଡିଆଙ୍କୁ ଝଟକା
ନୂଆଦିଲ୍ଲୀ,୭।୫: ଦିଲ୍ଲୀର ମଦ ନୀତି ପ୍ରସଙ୍ଗରେ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି) ନେତା ମନୀଷ ସିସୋଡିଆଙ୍କୁ ବଡ ଝଯକା ଲାଗିଛି। ଏହି ମାମଲା ସହ ଜଡିତ ସିବିଆଇ ମାମଲାରେ ରାଉଜ ଆଭେନ୍ୟୁ କୋର୍ଟ ସିସୋଡିଆଙ୍କ ନ୍ୟାୟିକ…
ଟି-୨୦ ବିଶ୍ୱକପ୍ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର
ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ ଖୁସି ଖବର ଆସିଛି। ଦଳର ଅନେକ ଖେଳାଳି ପୁନର୍ବାର ନିଜର ଫର୍ମ ଫେରି ପାଇଛନ୍ତି।…
Archives


