Home Left

ଗୋଟିଏ କି ଦୁଇଟି ନୁହେଁ ୧୪ ଆସନରେ କାହିଁକି ପ୍ରାର୍ଥୀ ବଦଳାଇଲେ ମାୟାବତି

ଲକ୍ଷ୍ନୌ,୭।୫: ୨୦୨୪ ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ଏକ ବଡ ପଦକ୍ଷେପ ନେଇଛନ୍ତି। ସେ ବହୁଜନ ସମାଜ ପାର୍ଟି (ବିଏସପି) ର ପ୍ରାର୍ଥୀଙ୍କୁ ଗୋଟିଏ କିମ୍ବା ଦୁଇଟିରେ ନୁହେଁ ବରଂ ରାଜ୍ୟର ମୋଟ ୧୪ ଟି…

ପ୍ଲେ ଅଫ୍‌ ଯାଇପାରିବ କି ମୁମ୍ବାଇ ଇଣ୍ଡିଆନ୍ସ: ଜାଣନ୍ତୁ କ’ଣ କହୁଛି ସମୀକରଣ

ମୁମ୍ବାଇ,୭।୫: ମୁମ୍ବାଇ ଇଣ୍ଡିଆନ୍ସ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଆଇପିଏଲ ୨୦୨୪ର ଚତୁର୍ଥ ବିଜୟ ପଞ୍ଜିକରଣ କରିଛି। ସିଜିନର ୫୫ତମ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକ ମୁମ୍ବାଇ ହାଇଦ୍ରାବାଦକୁ ୭ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ମୁମ୍ବାଇ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର…

‘ସମ୍ବିଧାନର ସୁରକ୍ଷା ପାଇଁ ନିର୍ବାଚନ’, ତୃତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ଏମିତି କହିଲେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୭।୫: ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ। ଏହି ନିର୍ବାଚନ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଉଭୟ କହିଛନ୍ତି। ଏହି ନିର୍ବାଚନ…

ଟି-୨୦ ବିଶ୍ୱକପ୍‌ ପାଇଁ ଲଞ୍ଚ୍‌ ହେଲା ଟିମ୍‌ ଇଣ୍ଡିଆର ଜର୍ସି: ଏହି ଲୁକ୍‌ରେ ନଜର ଆସିବେ ଖେଳାଳି

ନୂଆଦିଲ୍ଲୀ,୭।୫: ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍‌ ହୋଇଛି॥ ଭାରତୀୟ ଦଳର ଜର୍ସି ବିଶ୍ୱ କ୍ରୀଡ଼ା ପୋଷାକ ବ୍ରାଣ୍ଡ ଆଡିଡାସ ଦ୍ୱାରା ନିର୍ମିତ। ବର୍ତ୍ତମାନ ‘ଆଡିଡାସ ଇଣ୍ଡିଆ’…

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ…

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଗଛ ଉପୁଡିବା ସହ ଭାଙ୍ଗିପଡିଥିବାବେଳେ କେତେକ ସ୍ଥାନରେ ପାଲ ଓ ଟିଣ ଛପର ଉଡ଼ିଯାଇଥିବା…

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା କରି ଚାଲିଥିବାରୁ ବିକ୍ଷୋଭକାରୀମାନେ ଚଳିତ ନିର୍ବାଚନରେ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର…

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ମାଲାୟାଲମ ଅଭିନେତ୍ରୀ କନକଲତାଙ୍କର ଦେହାନ୍ତ ହୋଇଛି। ସେ ତିରୁଭାନନ୍ତପୁରମରେ ଥିବା ତାଙ୍କ ବାସଭବନରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କ ୬୩ ବର୍ଷ ହୋଇଥିଲା। ସେ ଗତ ତିନିବର୍ଷ ଧରି ଅନିଦ୍ରା ସମସ୍ୟା ସହ ସଂଘର୍ଷ କରୁଥିଲେ। ଏହି ଅଭିନେତ୍ରୀ ଡିମେନ୍ସିଆ…

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଉପସଭାପତି ରାଜୀବ ଶୁକ୍ଲା ଏ ବାବଦରେ ଏକ…

ହଠାତ୍‌ ମହିଳାଙ୍କଠାରୁ କୁନି ଶିଶୁକୁ ଆଣି ଗେହ୍ଲା କଲେ ମୋଦି: ଭାଇରାଲ ହେଉଛି ଭିଡିଓ

ଅହମ୍ମଦାବାଦ୍‌,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ୧୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଆସନରେ ମତଦାନ ଚାଲିଛି। ଏଥିରେ ଗୁଜରାଟରେ ୩୫ଟି, ଉତ୍ତରପ୍ରଦେଶରେ ୧୦ଟି, ମହାରାଷ୍ଟ୍ରରେ ୧୧ଟି ଏବଂ କର୍ନାଟକରେ ୧୪ ଟି ସିଟ ରହିଛି। ଏହି ସମୟରେ…

ପ୍ରଜ୍ୱଳ ରେଭନ୍ନା ମାମଲାରେ ମୁହଁ ଖୋଲିଲେ ମୋଦି: କହିଲେ, ଏମିତି ଦୋଷୀଙ୍କୁ କ୍ଷମା ନାହିଁ

ନୂଆଦିଲ୍ଲୀ,୭।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌ ନୋଟିସ ଜାରି କରାଯାଇଇଛି। ଏହି ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁହଁ ଖୋଲିଛନ୍ତି। ସେ…

ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍‌ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ ଓଡ଼ିଶାର ୪ ଜଣ ଖେଳାଳି ଅଞ୍ଜଳୀ ବାରଓ୍ବା, ପୂଜା ସାହୁ, ମମିତା ଓରାମ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri