୧୫ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ଗିରଫ ହେଲେ ଡିଏସ୍ପି
ଗୁଆହାଟୀ,୧୮।୩: ଆସାମରେ ଜଣେ ନାବାଳିକା ଚାକରାଣୀଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ଡିଏସ୍ପିଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଡିଏସ୍ପି କିରନ ନାଥ ଗୋଲାଘାଟ ଜିଲାର ଲଚିତ ବୋର୍ଫୁକାନ ପୋଲିସ ଏକାଡେମୀରେ ନିଯୁକ୍ତି ହୋଇଥିଲେ। ସେ ନାବାଳିକାଙ୍କୁ ଏକାଧିକ ଥର ଯୌନ ନିର୍ଯାତନା…
ଆଫଗାନିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍ କଲା ପାକିସ୍ତାନ
ଇସ୍ଲାମାବାଦ/କାବୁଲ,୧୮।୩: ପାକିସ୍ତାନ ସୋମବାର ଆଫଗାନିସ୍ତାନ ଉପରେ ଏୟାରଷ୍ଟ୍ରାଇକ୍ କରିବାରୁ ୩ ପିଲାଙ୍କ ସମେତ ୮ଜଣଙ୍କ ମୃତ୍ୟୁ ଘଟିଛି। ପାକିସ୍ତାନର ବିଭିନ୍ନ ସହରଗୁଡ଼ିକରେ ଆତଙ୍କବାଦୀ ଆକ୍ରମଣ ବଢ଼ୁଥିବାରୁ ଏନେଇ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ କଥା କଟାକଟି ଚାଲିଥିବା ବେଳେ ଇସ୍ଲାମାବାଦ ହଠାତ୍…
ରିଲ୍ସ କରୁଥିବାବେଳେ ଧକ୍କା ଦେଲା ଟ୍ରେନ୍, ଚାଲିଗଲା ଜୀବନ
ବାଲେଶ୍ୱର,୧୮।୩: (ଜନ୍ମେଜୟ ମିଶ୍ର)-ସୋର ଥାନା ସବିରା ରେଳଷ୍ଟେଶନ ନିକଟରେ ରହଣିଆ ଗ୍ରାମ ନିକଟରେ ଟ୍ରେନ ଲାଇନରେ ଜଣେ ଯୁବକ ଇନଷ୍ଟାଗ୍ରାମରେ ରିଲସ କରୁଥିବା ବେଳେ ଟ୍ରେନ୍ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଛି। ସେ ହେଲେ ଭଦ୍ରକ ଚରମ୍ପାର ବାଣିତିଆ ଗ୍ରାମର ଅକ୍ଷୟ…
ଗାଁରେ ଚାଲିଥିଲା ଦେହ ବ୍ୟବସାୟ: ଧରାପଡ଼ିଲେ ମହିଳାଙ୍କ ସହ ୪ ଯୁବତୀଯୁବକ
ନୀଳଗିରି,୧୮ା୩(ପ୍ରଶାନ୍ତ କୁମାର ବିଶ୍ବାଳ): ଗାଁ ମଝିରେ ସମସ୍ତଙ୍କ ଅଗୋଚରରେ ଚାଲିଥିଲା ଦେହବ୍ୟବସାୟ। ଗ୍ରାମବାସୀ ଏହା ଜାଣିପାରି ଜଣେ ମହିଳାଙ୍କ ସହ ୪ଜଣ ଯୁବତୀଯୁବକଙ୍କୁ କାବୁ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା କେପିଲାଖରାଜ ପଞ୍ଚାୟତ ମଖାପଦା…
ବ୍ୟାଙ୍କ ଷ୍ଟ୍ରଙ୍ଗ ରୁମ୍ କାଟିବାରେ ବିଫଳ, ହତାଶ ହୋଇ ଫେରିଗଲେ ଲୁଟେରା
ବଡ଼ବିଲ,୧୮ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ସବ୍ଡିଭିଜନ୍ ଅଫିସରଙ୍କ କାର୍ଯ୍ୟାଳୟରୁ ମାତ୍ର ୧ଶହ ମିଟର ଦୂର ଏଲଆଇସି ବିଲ୍ଡିଂର ତଳ ମହଲାରେ ଥିବା ୟୁକୋ ବ୍ୟାଙ୍କ ବଡ଼ବିଲ ଶାଖାରୁ ଲୁଟ ଉଦ୍ୟମ ହୋଇଛି। ଦୁର୍ବୃତ୍ତ ଷ୍ଟ୍ରଙ୍ଗ ରୁମ୍ କାଟିବାରେ ବିଫଳ…
ମା’ ମଝିଘରିଆଣୀ ହୁଣ୍ଡି ଟଙ୍କା ଗଣତି ଶେଷ: ବାହାରିଲା ୮୯ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା
ରାୟଗଡ଼ା,୧୮।୩(ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀ ମନ୍ଦିର ହୁଣ୍ଡି ଟଙ୍କା ଗଣତି ସୋମବାର ଶେଷ ହୋଇଛି। ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା ପୂର୍ବରୁ ମନ୍ଦିରରେ ଥିବା ୯ଟି ଦାନ ହୁଣ୍ଡି ଖୋଲାଯାଇଥିଲା। ଗଣତି ପରେ ହୁଣ୍ଡିରୁ ନଗଦ…
ତ୍ରିକୋଣୀୟ ପ୍ରେମରୁ ହତ୍ୟା ମାମଲା, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୧୮।୩: ତ୍ରିକୋଣୀୟ ପ୍ରେମ ସମ୍ପର୍କକୁ ନେଇ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ହୋଇଥିବା ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ବାନ୍ଧିଛି ପୋଲିସ। ଅଞ୍ଜନ ବେହେରା ହତ୍ୟା ମାମଲାରେ ଲକ୍ଷ୍ମୀସାଗର ପୋଲିସ ଭୁବନେଶ୍ୱରର ସାଲିଆ ସାହି ବସ୍ତିରୁ କାହ୍ନା ପ୍ରଧାନ ଏବଂ ନିହାରିକାଙ୍କୁ ଗିରଫ କରିଛି।…
ଏସ୍ସିବିରୁ ଡିସ୍ଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ
କଟକ, ୧୮।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବିରୁ ସୁସ୍ଥ ହୋଇ ସୋମବାର ଡିସ୍ଚାର୍ଜ ହୋଇଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଗତ ୧୨ ତାରିଖରେ ତାଙ୍କୁ ଚିକିତ୍ସା ଲାଗି ଏସ୍ସିବି ମେଡିକାଲର ମେଡିସିନ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କର ସମସ୍ତ ପରୀକ୍ଷା…
ବିହାରରେ ଏନ୍ଡିଏର ଆସନ ବୁଝାମଣା ଶେଷ: କେଉଁ ଦଳକୁ କେତେ ଆସନ…
ପାଟଣା,୧୮।୩: ବିହାରରେ ଭାଜପା ବଡ଼ଭାଇ ଭାବେ ନିର୍ବାଚନ ଲଢିବ। ସୋମବାର ଏନ୍ଡିଏ ମଧ୍ୟରେ ଆସନ ବୁଝାମଣା ହୋଇଯାଇଛି। ଚୁକ୍ତିନାମା ଅନୁଯାୟୀ ବିହାରର ୪୦ଟି ଲୋକ ସଭା ଆସନ ମଧ୍ୟରୁ ଭାଜପା ୧୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ନୀତୀଶ କୁମାରଙ୍କ ଦଳ ଜନତା…
ଦୁଇ ବ୍ୟାଙ୍କରେ ପୁରୀ ଶ୍ରୀମନ୍ଦିରର ଡିପୋଜିଟ୍ ହେଲା ୩୯ କୋଟି ଟଙ୍କା
ଭୁବନେଶ୍ୱର,୧୮।୩: ପୁରୀ ଶ୍ରୀମନ୍ଦିରରକୁ ବିଭିନ୍ନ ସୂତ୍ରରୁ ମିଳିଥିବା ଆର୍ଥିକ ଆୟ ମଧ୍ୟରୁ ୩୯ କୋଟି ୨୧ ଲକ୍ଷ ଟଙ୍କା ପ୍ରଶାସନ ପକ୍ଷରୁ ବ୍ୟାଙ୍କରେ ଜମା କରାଯାଇଛି । ୭ ଦଶମିକ ୮/ଶୂନ ପ୍ରତିଶତ ସୁଧ ହାରରେ କାନାରା ବ୍ୟାଙ୍କରେ ୩୬ କୋଟି…
ଆଜମ ଖାନଙ୍କୁ ୭ ବର୍ଷ ଜେଲ୍, ୫ ଲକ୍ଷ ଟଙ୍କା ଜୋରିମନା
ଲକ୍ଷ୍ନୌ,୧୮।୩: ସମାଜବାଦୀ ପାର୍ଟି ନେତା ତଥା ଉତ୍ତରପ୍ରଦେଶର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ ଖାନଙ୍କୁ ଏକ ବଡ଼ ଝଟ୍କା ଲାଗିଛି। ଡୁଙ୍ଗରପୁର ମାମଲାରେ ରାମପୁରର ଏମ୍ପି-ବିଧାୟକ କୋର୍ଟ ତାଙ୍କୁ ସାତ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଧାରା ୪୨୭ ଅନୁଯାୟୀ ୭…
ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ମହାବଳ ବାଘ, ଜାଣନ୍ତୁ କେଉଁଠୁ ଆସିଲା
ଭୁବନେଶ୍ୱର,୧୮।୩: ଦୁଇ ଦଶନ୍ଧି ପରେ ସୁନ୍ଦରଗଡ଼ ଜିଲାରେ ପଡିଛି ମହାବଳ ବାଘର ପାଦ। ବନବିଭାଗ କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି। ଏହି ବାଘଟି ମଧ୍ୟପ୍ରଦେଶରୁ ସୁଦୂର ଓଡ଼ିଶା ଶହ ଶହ କିଲୋମିଟର ଚାଲି ଚାଲି…
Archives


