କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ
ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳ ଏମପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ଏବଂ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ…
ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି
ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି। ନାମାଙ୍କନ କରିବାକୁ ଯାଇଥିଲା ବେଳେ ୨ ନେତା ଓ ସମର୍ଥକ ହାତାହାତି ହୋଇଥିଲେ। ପରସ୍ପରଙ୍କ…
ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା
କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିଶାଳ ଶୋଭାଯାତ୍ରାରେ ସ୍ଥାନୀୟ କାଳିପଡ଼ିଆରୁ ତାଙ୍କ ସମର୍ଥକଙ୍କ ଗହଣରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି…
କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି
ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ ମୁଖ୍ୟମନ୍ତ୍ରୀ…
ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ
କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୋମବାର ନିଜ ଗାଁ ପାଟଣା ବ୍ଲକ ଭାଗପସି ଠାକୁରାଣୀ ପୀଠରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିବା…
NEET ପେପର ଲିକ, ୨୪ ଲକ୍ଷ ପିଲାଙ୍କ ଭବିଷ୍ୟତ ସହ ଖେଳ, ମୋଦିଙ୍କୁ ପ୍ରଶ୍ନ କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୬।୫: ନିଟ୍ ପେପର ଲିକ ହେବାର ଦାବିରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯୁବପଢିଙ୍କ ଭବିଷ୍ୟତ ସହ ଖେଳାଯାଉଛି, କିନ୍ତୁ ପ୍ରଧାନମନ୍ତ୍ରୀ ମୋଦି କାହିଁକି ଏହି ପ୍ରସଙ୍ଗରେ ଚୁପ…
୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ ଜିଲାର ୩ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ପୂର୍ବକ ବିଶାଳ ଜନସମାବେଶରେ ମନ୍ତ୍ରୀ ସିଂ…
ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବାକୁ ଭାଜପାର ଇସ୍ତାହାର ପ୍ରତିଶ୍ରୁତି: ପାଣ୍ଡିଆନ
ଭୁବନେଶ୍ୱର, ୬।୫(ସୁନିତ୍ ମିଶ୍ର):ରାଜ୍ୟ ଭାଜପା ପ୍ରକାଶ କରିଥିବା ଇସ୍ତାହାରକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ଭାଜପା ଇସ୍ତାହାରରେ ଧାନର ସହାୟକ ମୂଲ୍ୟ ୩୦୦୦ଟଙ୍କାକୁ ବୃଦ୍ଧି ଓ ଭତ୍ତାକୁ ୩୦୦୦ ଟଙ୍କାକୁ ବୃଦ୍ଧି ନିମନ୍ତେ ପ୍ର୍ରତିଶ୍ରୁତିକୁ କଟାକ୍ଷ କରି…
ପ୍ରାର୍ଥୀଙ୍କ ଟାର୍ଗେଟ୍ରେ ତେଲୁଗୁ ଭୋଟର
ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ଆସନ୍ତା ନିର୍ବାଚନରେ ରାୟଗଡ଼ା ଜିଲାର ୩ ବିଧାନସଭା ଆସନ ସହ କୋରାପୁଟ ଲୋକ ସଭା ଆସନ ଜିତିବା ପାଇଁ ସବୁ ଦଳର ପ୍ରାର୍ଥୀ ଜୋର ଲଗାଇ ଦେଇଛନ୍ତି। ରାୟଗଡ଼ା ଓ ଗୁଣପୁର ଆସନରେ ପ୍ରାୟ ୨୫ ହଜାର ଲେଖାଏଁ…
ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା
କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତମାନେ ୧୩ ଲକ୍ଷରୁ ଅଧିକ ଟଙ୍କା ଲୁଟ୍ ହୋଇଥିବା ଜଣାପଡ଼ିଛି। କମ୍ପାନୀର…
କୋର୍ଟଙ୍କ କାମ ଟେପ ରେକର୍ଡର ପରି ନୁହେଁ, ସାକ୍ଷୀ ଶତ୍ରୁତା କଲେ କ’ଣ କରିବେ କହିଲେ ସିଜେଆଇ ଚନ୍ଦ୍ରଚୁଡ
ନୂଆଦିଲ୍ଲୀ,୬।୫: ସୁପ୍ରିମକୋର୍ଟ କହିଛନ୍ତି ଯେ ଶୁଣାଣି ସମୟରେ ସାକ୍ଷୀଙ୍କ ବିବୃତ୍ତି ରେକର୍ଡ କରିବା ପାଇଁ କୋର୍ଟ କେବଳ ଟେପ ରେକର୍ଡର ଭଳି କାର୍ଯ୍ୟ କରିବା ଉଚିତ ନୁହେଁ, ବରଂ ଏଥିରେ ଅଂଶଗ୍ରହଣକାରୀ ଭୂମିକା ଗ୍ରହଣ କରିବା ଉଚିତ୍। କୋର୍ଟ କହିଛନ୍ତି ଯେ…
ଯିଏ ମୋଦିଙ୍କ ସହ ଠିଆ ହୋଇ ନାହିଁ, ସେ ଦେଶଦ୍ରୋହୀ, ଚନ୍ନିଙ୍କ ବୟାନକୁ ନେଇ କହିଲେ ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ
ନୂଆଦିଲ୍ଲୀ,୬।୫: ଭାଜପା ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ କହିଛନ୍ତି ଏହା ଧର୍ମଯୁଦ୍ଧ, ଯିଏ ରାମଙ୍କର ହୋଇ ପାରିଲେ ନାହିଁ ସେ ଦେଶର ହୋଇପାରିବେ ନାହିଁ। ସମ୍ଭଲର କଳକି ଧାମର ଭାଜପା ନେତା ତଥା ପିଠାଧିଶ୍ୱର ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ କହିଛନ୍ତି ଯେ…
Archives


