ରାଘବ ଚଢାଙ୍କୁ ପୁଣି ଆଉ ଏକ ଝଟ୍କା, ପଞ୍ଜାବ ସରକାର ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୫।୪: ଆମ ଆଦମୀ ପାର୍ଟି ନେତା ଏବଂ ରାଜ୍ୟ ସଭାର ଉପନେତା ଅଶୋକ ମିତ୍ତଲଙ୍କ ଘର ଏବଂ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଚଢାଉ ମଧ୍ୟରେ, ପଞ୍ଜାବ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାର ରାଜ୍ୟ ସଭା ସାଂସଦ…
ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ
ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା ଯାତ୍ରାର ପ୍ରସେଶନକୁ ନେଇ ଗାଁର ଉପର ସାହି ଓ ତଳ ସାହି ମଧ୍ୟରେ…
ପବନ ଖେରାଙ୍କୁ ବଡ଼ ଝଟ୍କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ କହିଛନ୍ତି, ତେଲଙ୍ଗାନା ହାଇକୋର୍ଟ ପୂର୍ବ କ୍ଷେତ୍ରାଧିକାର ନିଷ୍ପତ୍ତିକୁ ଅବମାନନା କରିଛନ୍ତି। ଖେରା ଆସାମ…
ଜଗା ଦର୍ଶନ କରି ଫେରୁଥିଲେ ହେଲା ଦୁର୍ଘଟଣା: ଶେଷରେ ଆଖିବୁଜିଲେ…
ପାରଳାଖେମୁଣ୍ଡି, ୧୫ା୪(ଗିରିଧାରୀ ପରିଚ୍ଛା): ଆନ୍ଧ୍ର ପ୍ରଦେଶର ପଲାସା ସହର ନିକଟରେ ଗତ ୯ ଦିନ ତଳେ ଘଟିଥିବା ସଡକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିବା ଗଜପତି ଜିଲା ସଦର ପାରଳାଖେମୁଣ୍ଡି ସହର କରଣସାହି ନିବାସୀ ମୁକେଶ ପାଣିଗ୍ରାହୀ (୫୩)ଙ୍କ ମୃତ୍ୟୁ ଘଟିଛି। ସ୍ବର୍ଗତ…
ଯୁଦ୍ଧ ମଧ୍ୟରେ ଟ୍ରମ୍ପକୁ ଅପମାନିତ କଲା ଏହି ମୁସଲିମ ଦେଶ
ଓ୍ବାଶିଂଟନ୍,୧୫।୪: ଇରାନ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମ୍ନାରେ ଲଜ୍ଜା କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ୟୁରୋପୀୟ ଦେଶଗୁଡ଼ିକ ଗ୍ରୀନଲ୍ୟାଣ୍ଡର ତାଙ୍କ ମିଶ୍ରଣକୁ ବିରୋଧ କରିଥିଲେ ଏବଂ ତେହେରାନ ସହିତ ଯୁଦ୍ଧରେ ତାଙ୍କୁ ସମର୍ଥନ କରିବାକୁ…
ସ୍କର୍ପିଓ ଗାଡ଼ିରେ ଚାଲାଣ ହେଉଥିଲା ଗଞ୍ଜେଇ, ବାଟରେ ଛକି ରହିଥିଲା ପୋଲିସ, ଫେରାର୍ ଉଦ୍ୟମବେଳେ…
ବଲାଙ୍ଗୀର ୧୫।୪ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏନଏଚ ୫୭ ସୋନପୁର ବଲାଙ୍ଗୀର ପୁଇନ୍ତଳା ବାଏପାସ ରାସ୍ତା ନିକଟରେ ବୁଧବାର ଏକ ଗଞ୍ଜେଇ ଭର୍ତ୍ତି ସ୍କର୍ପିଓ ଗାଡ଼ିକୁ ପୁଇନ୍ତକା ପୋଲିସ ଜବତ କରିଛି । ସୂଚନା ଅନୁଯାୟୀ ଏକ ସ୍କର୍ପିଓ ଗାଡ଼ି…
ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…
ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା ସିଜିନରେ KKRର ଚତୁର୍ଥ ପରାଜୟ। ମଙ୍ଗଳବାରର ପରାଜୟ KKR ପାଇଁ ଏକ ଲଜ୍ଜାଜନକ…
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…
ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ ଗ୍ରହଣ ସହିତ,ସେ ବିହାରର ରାଜନୈତିକ ଇତିହାସରେ ଏକ ନୂତନ ଅଧ୍ୟାୟ ଲେଖିଛନ୍ତି। ସେ…
ଆରଏମ୍ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ
ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଆରଏମ୍ସି ଅଧୀନରେ ଥିବା କହି ହାଟ ପରିସରକୁ ସଫେଇ…
ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…
ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର ଦ୍ୱାର ଫିଟା ହେବା ପରେ ମା’ଙ୍କ ନୀତିକାନ୍ତି ଯଥା ରୀତିନୀତି ଅନୁସାରେ ପାଳନ…
ବିଶିଷ୍ଟ ମଞ୍ଚ କଳାକାର ପ୍ରକାଶ ଦେବତାଙ୍କ ପରଲୋକ: ବିଭିନ୍ନ ମହଲରେ ଶୋକର ଛାୟା
ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଶିଷ୍ଟ ମଞ୍ଚ କଳାକାର ତଥା ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲର ଉପସଭାପତି ପ୍ରକାଶ ଦେବତା (ପେରୁ )ଙ୍କର ବୁର୍ଲା ଡାକ୍ତରଖାନାରେ ପରଲୋକ ଘଟିଛି। ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବାପରେ ଜିଲାର ବିଭିନ୍ନ ମହଲରେ ଗଭୀର…
ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…
ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ । ଦୀର୍ଘ ୨୬ ଘଣ୍ଟା ହେଲା ତାଙ୍କ ଶବ ଘରେ ପଡ଼ି ରହିଛି…
Archives


