ଆଖିବୁଜିଲା ୧୨୫ ବର୍ଷୀୟ କଇଁଛ ‘ଚାଣକ୍ୟ’
ହାଇଦ୍ରାବାଦ,୧୮ା୩: କନ୍ଦମୂଳ ଖାଇବାକୁ ଭଲ ପାଉଥିବା ଗାଲାପାଗୋସ ପ୍ରଜାତିର ବିଶାଳ କଇଁଛ ଚାଣକ୍ୟ ହାଇଦ୍ରାବାଦର ନେହେରୁ ପ୍ରାଣୀ ଉଦ୍ୟାନରେ ୧୨୫ ବର୍ଷ ବୟସରେ ରବିବାର ମୃତ୍ୟୁବରଣ କରିଛି। ପ୍ରାଣୀ ଉଦ୍ୟାନ ଆରମ୍ଭରୁ ଏହି କଇଁଛ ଏଠାରେ ରହି ଆସିଥିଲା। ଯାହାକି ପର୍ଯ୍ୟଟକଙ୍କ…
ଦବିଯାଉଛି ପୋଲ ସଂଯୋଗୀକରଣ ରାସ୍ତା
ରସୁଲପୁର,୧୮ା୩(ରଞ୍ଜିତ ରାଉତ): ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ-୨ ଅନ୍ତର୍ଗତ କୁଆଖିଆ ସେକ୍ସନର ୨ ପଞ୍ଚାୟତର ୨ଟି ଗାଁକୁ ସଂଯୋଗ କରୁଥିବା ବିଭାଗୀୟ ରାସ୍ତାର ଏକ ପୋଲର ଉଭୟ ପାର୍ଶ୍ୱ ସଂଯୋଗୀକରଣ ଅଞ୍ଚଳ ଦବିଯାଉଛି। ଚାରି ଚକିଆ ଯାନ ଏହି ରାସ୍ତାଦେଇ ଯାତାୟାତ…
୬ ଥାକିଆ ରାସ୍ତା ନିର୍ମାଣରେ ଚଞ୍ଚକତା
ଯାଜପୁର,୧୮ା୩ (ହର୍ଷବର୍ଦ୍ଧନ ବେହେରା): ଯାଜପୁର ପୂର୍ତ୍ତ ବିଭାଗ ଅଧୀନରେ ୫୯.୧୮ କୋଟି ଟଙ୍କାର ୬ ଥାକିଆ ରାସ୍ତା ପ୍ରକଳ୍ପ ୪ ଥାକିଆ ଭାବେ ନିର୍ମାଣ ହୋଇଛି। ଏହା ପୁଣି ବହୁ ଗୁରୁତ୍ୱପୂର୍ଣ୍ଣ ଯାଜପୁର ରୋଡ ଚୋରଦା ଛକଠାରୁ ଡୁବୁରୀ ପର୍ଯ୍ୟନ୍ତ ଏସ୍ଏଚ୍-୧୦…
ସୁରକ୍ଷା ନାହିଁ, ଯାଉଛି ଜୀବନ
ଯାଜପୁର/ଧର୍ମଶାଳା,୧୮ା୩(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା): ପଥର ଖାଦାନ ଓ କ୍ରଶର ୟୁନିଟ୍ଗୁଡ଼ିକରେ ଆବଶ୍ୟକ ସୁରକ୍ଷା ଉପକରଣ ଅଭାବ, ଚିକିତ୍ସା ସୁବିଧା ନ ମିଳିବାରୁ ଅକାଳରେ ଶ୍ରମିକମାନେ ମୃତ୍ୟୁବରଣ କରୁଛନ୍ତି। ସରକାରୀ ଅନୁପାଳନ ବିନା ଗଢ଼ି ଉଠିଥିବା ପଥର କ୍ରଶର ୟୁନିଟ୍ରେ ଏଭଳି ଅବ୍ୟବସ୍ଥା…
ବାହାରିଥିଲା ବରଯାତ୍ରୀ: ବାଟରୁ ବରଙ୍କୁ ଉଠାଇ ନେଲା ପୋଲିସ
ସୁନ୍ଦରଗଡ,୧୭ା୩(ଜୟ ନାରାୟଣ ମେଣ୍ଡୁଳି): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଲେ। ଯୁବତୀ ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ହେଲେ ଶେଷରେ ପ୍ରେମିକାଙ୍କୁ ଛାଡି ଅନ୍ୟତ୍ର ବିବାହ କରିବାକୁ ମନସ୍ଥ କରିଥିଲେ ଯୁବକ। ବରବେଶରେ ଯାଉଥିବା ବେଳେ ଥାନାକୁ…
କାଳବୈଶାଖି ତାଣ୍ଡବ: ଝଡତୋଫାନ ସାଙ୍ଗକୁ କୁଆପଥର ମାଡ଼
କୁଚିଣ୍ଡା,୧୭।୩(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳରେ ପ୍ରବଳ ଝଡତୋଫାନ ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହୋଇଛି। ଏଥିଯୋଗୁ ଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି। ଫଳରେ ଋଣକରଜ କରି ପନିପରିବା ଓ ଡାଳୁଅଧାନ ଚାଷ କରିଥିବା ଚାଷୀ ପ୍ରଭାବିତ…
ସିଏଏ ନିୟମାବଳୀରେ ସ୍ଥଗିତାଦେଶ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେରଳ ସରକାର
ନୂଆଦିଲ୍ଲୀ,୧୭।୩: ନାଗରିକତ୍ୱ ସଂଶୋଧନ ନିୟମାବଳୀ,୨୦୨୪ର କାର୍ଯ୍ୟକାରିତା ଉପରେ ସ୍ଥଗିତାଦେଶ ପାଇଁ କେରଳ ସରକାର ସୁପ୍ରିମକୋର୍ଟରେ ସାନି ପିଟିଶନ ଦାଏର କରିଛନ୍ତି। ଉକ୍ତ ନିୟମାବଳୀ ପକ୍ଷପାତମୂଳକ, ମନମାନୀ ଏବଂ ଧର୍ମନିରପେକ୍ଷ ସିଦ୍ଧାନ୍ତର ଉଲ୍ଲଂଘନ କରୁଥିବା କେରଳ ଦର୍ଶାଇଛି। ୨୦୧୯ରେ ନାଗରିକତ୍ୱ ସଂଶୋଧନ ଆଇନ…
ସାଧାରଣ ନିର୍ବାଚନ ପୂର୍ବରୁ ନେତୃତ୍ୱ ପରିବର୍ତ୍ତନ ପାଇଁ ଉଠିଲା ଦାବି
ଲଣ୍ଡନ,୧୭।୩: ଚଳିତବର୍ଷ ଶେଷ ଭାଗରେ ବ୍ରିଟେନ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଶାସକ ଦଳ କଞ୍ଜରଭେଟିଭ୍ ପାର୍ଟିରେ ନେତୃତ୍ୱ ପରିବର୍ତ୍ତନ ପାଇଁ ଗୋଟିଏ ଗୋଷ୍ଠୀ ଦାବି ଉଠାଇଛନ୍ତି। ଫଳରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ନେତୃତ୍ୱକୁ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି।…
ରାଜ୍ୟରେ ଝଡ଼ବର୍ଷା ହେବାର ସମ୍ଭାବନା: ୮ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୭।୩(ଅନୁରାଧା ମହାରଣା)- ରାଜ୍ୟର ଅଧିକାଂଶ ଜିଲାରେ ଦିନର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଥିବାବେଳେ ଅନ୍ୟ କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ତାପମାତ୍ର କମିପାରେ। ରାତି…
ମୋଦିଙ୍କ ହୁଙ୍କାର: ୪ ଜୁନ୍ରେ ୪୦୦ ପାର୍
ହାଇଦ୍ରାବାଦ୍,୧୭।୩: ଦେଶରେ ଲୋକ ସଭା ନିର୍ବାଚନ ବିଗୁଲ ବାଜିବା ପରଦିନ ଅର୍ଥାତ୍ ରବିବାରପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ରପ୍ରଦେଶର ପାଲନାଡୁ ଜିଲାରେ ଏନଡିଏର ଏକ ବିଶାଳ ଜନସମାବେଶରେ ଯୋଗ ଦେଇଥିଲେ। ଏହି ରାଲିରେ ମଞ୍ଚ ଉପରେ ଏନଡିଏର ସହଯୋଗୀ ଟିଡିପି ମୁଖ୍ୟ ଏନ.…
ପାରିବାରିକ କଳହର କରୁଣ ପରିଣତି:ସାନଭାଇଙ୍କ ଛୁରାମାଡରେ ବଡ଼ଭାଇ ମୃତ
ଭବାନୀପାଟଣା,୧୭।୩ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଏମ.ରାମପୁର ବ୍ଳକ ଅନ୍ତର୍ଗତ ଦେଢଶୁଲି ପଞ୍ଚାୟତର ଗସକା ପଡାଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସାନ ଭାଇ ବିମ୍ବାଧର ମାଝୀ (୨୫)ର ଛୁରା ମାଡରେ ବଡ଼ଭାଇ ଦାସ ମାଝୀ(୨୮)ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏକ…
ହଠାତ୍ ପଓ୍ବନ କଲ୍ୟାଣଙ୍କୁ ଭାଷଣ ବନ୍ଦ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି: ଜାଣନ୍ତୁ କାହିଁକି
ହାଇଦ୍ରାବାଦ୍,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରବିବାର ଆନ୍ଧ୍ରପ୍ରଦେଶରେ ଏକ ରାଲିରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେଠାରେ ପ୍ରବଳ ଭିଡ ଜମିଥିଲା। ଏହି ରାଲିରେ ଜନ ସେନା ପାର୍ଟି ମୁଖ୍ୟ ତଥା ଅଭିନେତା ପଓ୍ବନ କଲ୍ୟାଣ ମଧ୍ୟ ଯୋଗ ଦେଇଥିଲେ।…
Archives


