Home Left

ନାବାଳିକାଙ୍କୁ ଅପହରଣ, ଗଣବଳାତ୍କାର

ଗୟା,୩ା୯ (ପି.ଟି.): ବିହାରର ଗୟା ଜିଲାରେ ଏକ ଜଘନ୍ୟ ଅପରାଧ ଘଟଣା ସାମନାକୁ ଆସିଛି। ୬ ବର୍ଷର ବାଳିକାଙ୍କୁ ୨ ଜଣ ଯୁବକ ଅପହରଣ କରିନେଇ ବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ପୀଡ଼ିତାଙ୍କୁ ହତ୍ୟା କରିବା ପରେ ୨ ଅଭିଯୁକ୍ତ…

ଦୁର୍ନୀତି ମାମଲାରେ ସନ୍ଦୀପ୍‌ ଘୋଷ ନିଲମ୍ବିତ

କୋଲକାତା,୪ା୯: ଆର୍‌.ଜି. କର ମେଡିକାଲ କଲେଜ ଆର୍ଥତ୍କ ଅନିୟମିତତା ମାମଲାରେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କୁ ସିବିଆଇ ଗିରଫ କରିବାର ଦିନକ ପରେ ପଶ୍ଚିମବଙ୍ଗ ସ୍ବାସ୍ଥ୍ୟ ବିଭାଗ ତାଙ୍କୁ ନିଲମ୍ବନ କରିଛି। ତାଙ୍କ ବିରୋଧରେ ଆପରାଧିକ ତଦନ୍ତ ଚାଲିଥିବାରୁ ପଶ୍ଚିମବଙ୍ଗ ସର୍ଭିସେସ୍‌…

ଶ୍ରୀଜୀଉଙ୍କ ଦାନ୍ତକାଠି ସେବାରେ ୧୬ ବର୍ଷ

ନୟାଗଡ଼,୪।୯(ଲୋକନାଥ ମିଶ୍ର):ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଲୀଳା ଯେପରି ଅପାର ସେପରି ନୀତି ଖଞ୍ଜ(ବ୍ୟବସ୍ଥା) ମଧ୍ୟ ନିଆରା। ଶ୍ରୀଜୀଉଙ୍କ ସେବାରେ ବହୁ ଭକ୍ତ ନିଜକୁ ସମର୍ପି ଅପାର କରୁଣା ଲାଭ କରୁଛନ୍ତି। ସେଭଳି ଜଣେ ଭକ୍ତ ଦାନ୍ତକାଠି ସେବା ପାଇ ନିଜକୁ ଧନ୍ୟ…

୨୦୨୫ରୁ ୭ ବର୍ଷ ଦେଖି ହେବନି ଶନି ବଳୟ

ଓ୍ବାଶିଂଟନ, ୪।୯: ସୌର ଜଗତରେ ଶନି ସୂର୍ଯ୍ୟଙ୍କଠାରୁ ଷଷ୍ଠ ଗ୍ରହ ହୋଇଥିବା ସହ ଏହା ଦ୍ୱିତୀୟ ବୃହତ୍ତମ ଗ୍ରହ ମଧ୍ୟ। ଏହି ଗ୍ରହର ଚାରିପଟେ ଏକ ବଳୟ ଦେଖିବାକୁ ମିଳିଥାଏ ଯାହା ସାଧାରଣତଃ ଅନେକ କୋଟି ବରଫ କଣିକା ଏବଂ କ୍ଷୁଦ୍ର…

ସ୍କୁଲରେ ତାଲା, ରାସ୍ତାରେ ପଢ଼ିଲେ ପିଲା

ବଇଣ୍ଡା,୪ା୯ (ପରିକ୍ଷିତ ସାହୁ): ସରକାରୀ ସ୍କୁଲ ପାଇଁ ଜମି ଦେଇଥିଲେ ମଧ୍ୟ ଜମି ମାଲିକଙ୍କ ସମ୍ପର୍କୀୟଙ୍କୁ ରୋଷେୟା ଭାବେ ନିଯୁକ୍ତି ମିଳିଲା ନାହିଁ। ଏଥିରେ ଖପ୍ପା ହୋଇ ଜମି ଉପରେ ମାଲିକାନା ଦାବି କରୁଥିବା ବ୍ୟକ୍ତି ଜଣକ ଜମି ବାବଦ କ୍ଷତିପୂରଣ…

ବଳାତ୍କାର, ହତ୍ୟାର ଶିକାର ଯୁବତୀଙ୍କୁ ଗାଁ ମଶାଣିରେ ଜାଗା ମିଳିଲାନି

ନାକଟୀଦେଉଳ, ୪ା୯(ବୈକୁଣ୍ଠନାଥ ସାହୁ): ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ଜଣେ ଯୁବତୀଙ୍କ ମୃତଦେହକୁ ନିଜ ଗାଁ ଶ୍ମଶାନରେ ସତ୍କାର ପାଇଁ ସ୍ଥାନ ମିଳିଲାନାହିଁ। ଗାଁର କେତେଜଣ ଲୋକ ବିରୋଧ କରିବାରୁ ମୃତାଙ୍କ ଶବ ସତ୍କାର ପାଇଁ ଉଭୟ ପୋଲିସ ଏବଂ…

ଜାତିପ୍ରୀତି: ରକ୍ତରେ ଆହୁତି

ଜୟୀ ରାଜଗୁରୁଙ୍କ ବଳିଦାନ ସମ୍ବନ୍ଧେ ପ୍ରାୟତଃ ସମସ୍ତେ ଅବଗତ ଥିଲାବେଳେ ଓଡ଼ିଶାର ବିସ୍ମୟବୀର ବାହୁବଳେନ୍ଦ୍ରଙ୍କ ବଳିଦାନର ଗୌରବମୟ କଥା ଓ ଗାଥା ରହିଯାଇଛି ଆଲୋଚନାର ଆଢୁଆଳରେ। ୧୭୬୮ରେ ଜନ୍ମ ନିଅନ୍ତି ଖୋର୍ଦ୍ଧା କିଲା ଅନ୍ତର୍ଗତ ଦାଣ୍ଡିମାଳ ଜିଲାର ଗଡ଼ ଦାରୁଠେଙ୍ଗଠାରେ (ନନ୍ଦନକାନନ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟର ପୁନରୁଦ୍ଧାର ଲୋଡ଼ା

ପୁଷ୍ପଗିରି ବିଶ୍ୱବିଦ୍ୟାଳୟର ପୁନରୁଦ୍ଧାର ବିଷୟ ଆଲୋଚନା ପୂର୍ବରୁ ଆମେ ଜାଣିବା ଦରକାର ଯେ ଏ ପୁଷ୍ପଗିରି ବିଶ୍ବବିଦ୍ୟାଳୟ କ’ଣ? କେଉଁଠି ଥିଲା ଓ କେବେ ଥିଲା? ପୁଷ୍ପଗିରି ବିଶ୍ବବିଦ୍ୟାଳୟ ହେଉଛି ଆଧୁନିକ ଭାରତର ସର୍ବପ୍ରାଚୀନ ବିଶ୍ବବିଦ୍ୟାଳୟ। ଅର୍ଥାତ୍‌ ବର୍ତ୍ତମାନ ସୁଦ୍ଧା ଆମ…

ମହିଳା ବିରୋଧୀ ଭାବନା

ବିଶ୍ୱର ପ୍ରାୟ ସବୁ ଦେଶରେ ମହିଳା ଅଧିକାର ଓ ସୁରକ୍ଷା ବିଷୟକୁ ଗୁରୁତ୍ୱ ଦିଆଯାଉଥିବାବେଳେ ଆଫଗାନିସ୍ତାନ ଏହାର ଏକ ବ୍ୟତିକ୍ରମ । କେନ୍ଦ୍ର ଓ ଦକ୍ଷିଣ ଏସିଆର ମଧ୍ୟଭାଗରେ ଥିବା ଏହି ଦେଶରେ ତାଲିବାନ୍‌ ୨୦୨୧ରେ ଦ୍ୱିତୀୟ ଥର କ୍ଷମତା ଦଖଲ…

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ‍‍ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା

ବାଲିଗୁଡା,୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା…

ଆଶାକର୍ମୀ ଚୟନରେ ଅନିୟମିତତା ଅଭିଯୋଗ: ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ଅଟକ ରଖିଲେ ଗ୍ରାମବାସୀ                           

ଦିଗପହଣ୍ଡି/ପାଟପୁର,୩ା୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଦସେଇପୁର ଉପ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ନରେନ୍ଦ୍ରପୁର ଗ୍ରାମର ଆଶାକର୍ମୀ ଚୟନରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ମଙ୍ଗଳବାର ସକାଳେ ନରେନ୍ଦ୍ରପୁର,କଣ୍ଟା ବାଉଁଶ,ଝୁଲା ସାହି,ଗୁମା…

ରାଜ୍ୟରେ କାର୍ଯ୍ୟକାରୀ ହେବ ପେସା ଆଇନ, ସଶକ୍ତ ହେବ ଗ୍ରାମସଭା : ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର,୩।୯: ରାଜ୍ୟରେ ପେସା ଆଇନ କାର୍ଯ୍ୟକାରୀ ହେବ। ଗ୍ରାମସଭାକୁ ସଶକ୍ତ କରାଯିବ। ମଙ୍ଗଳବାର ବିଧାନସଭା ପ୍ରଶ୍ନକାଳରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି । ସେ କହିଛନ୍ତି, ଆମ ଓଡ଼ିଶା ନବୀନ ଓଡ଼ିଶାରେ ଚାଲୁଥିବା ସମସ୍ତ କାମ ଚାଲୁ ରହିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?